ନିଆରା ରଜ: କୁଶଭଦ୍ରା ନଦୀ ପାଇଁ କରିଦେଲେ ଉତ୍ସର୍ଗ

ନିମାପଡ଼ା: ନଦୀ ମାଆର ସୁରକ୍ଷା ପାଇଁ ଉତ୍ସର୍ଗ ଥିଲା ରଜ । ଗାଁରେ, ଗାଁ ପରିବେଶରେ, ବରଗଛ ମୂଳେ ଜମିଥିଲା ରଜ । କୁମାରୀ ମାନଙ୍କ ଗହଳୀ ସାଙ୍ଗକୁ ଗାଁ ବୋହୂଙ୍କ ହୁଳହୁଳିରେ କମ୍ପିଥିଲା ମଞ୍ଚ । ମଧ୍ୟାହ୍ନରେ ରାଜ୍ୟର ବରିଷ୍ଠ କବି ଏକତ୍ର ହୋଇଥିଲେ । ପ୍ରସଙ୍ଗ ଥିଲା କୁଶଭଦ୍ରା ଓ ଐତିହ୍ୟ । ମଧ୍ୟାହ୍ନରେ ଯାହାକୁ ନେଇ ଉପସ୍ଥିତ କବି କବିତା ପାଠ କରିଥିଲେ । ଶବ୍ଦରେ ଶବ୍ଦରେ କାନ୍ଦୁଥିବା କୁଶଭଦ୍ରାର ସ୍ୱରକୁ ଉତଥାପନ… Continue reading ନିଆରା ରଜ: କୁଶଭଦ୍ରା ନଦୀ ପାଇଁ କରିଦେଲେ ଉତ୍ସର୍ଗ

ଅକ୍ଷମଣୀୟ ଅପରାଧ -ପ୍ରଦ୍ୟୁମ୍ନ ଶତପଥୀ

ଭୁବନେଶ୍ୱର ତା 17/06/26 ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପୁସ୍ତକରେ ଗୁରୁତର ତ୍ରୁଟି ପରିଲକ୍ଷିତ କରାଯାଇଛି l 1678ପୃଷ୍ଠାରେ ତ୍ରୁଟିନେଇ ଗଭିର କ୍ଷୋଭ, ଦୁଃଖ ପ୍ରକାଶ କରିବା ସହିତ ଘୋର ନିନ୍ଦା କରିଛନ୍ତି ଓଡିଶା ନାଗରିକ ମହାମଞ୍ଚ ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ l ପିଲାମାନଙ୍କ ଭବିଷ୍ୟତ ଆଖିଆଗରେ ରଖି ରାଜ୍ୟ ସରକାର ଯେଉଁମାନେ ଦୋଷୀ ସେମାନଙ୍କୁ ଦୃଢ ଦଣ୍ଡ ସହିତ କାର୍ଯାନୁଷ୍ଠାନ ଗ୍ରହଣ କରି ସେମାନଙ୍କ ଠାରୁ ଅର୍ଥ… Continue reading ଅକ୍ଷମଣୀୟ ଅପରାଧ -ପ୍ରଦ୍ୟୁମ୍ନ ଶତପଥୀ

ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ

ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ରହିଛି ବୋଲି ଏସସିଇଆରଟି କର୍ତ୍ତୁପକ୍ଷ ସ୍ବୀକାର କରି ଥିବାରୁ, ଏହି ତ୍ରୁଟି ରହିଥିବା ସମସ୍ତ ପାଠ୍ୟ ପୁସ୍ତକକୁ ସରକାର ଫେରସ୍ତ କରିନେବା ଆବଶ୍ୟକ | ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ | ଯଥାଶିଘ୍ର ସମ୍ଭବ ତ୍ରୁଟିଶୂନ୍ୟ ପାଠ୍ୟ ପୁସ୍ତକ ପ୍ରସ୍ତୁତ କରାଯାଇ ସରକାର ବିଦ୍ୟାଳୟଗୁଡିକୁ ମଧ୍ୟ ଯୋଗାଇଦେବା ଆବଶ୍ୟକ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ… Continue reading ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ

ସୁଦର୍ଶନ ଦାରୁଙ୍କ ରଥଯାତ୍ରା ପାଇଁ ଚଳ ଚଞ୍ଚଳ ରଥଖଳା

ବାଲିଅନ୍ତା, ୧୮/୦୬ (ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅନ୍ତର୍ଗତ ଗଡ଼କ ଗଡ଼କଣ୍ଠୁଣିଆ ସ୍ଥିତ ଶ୍ରୀଶ୍ରୀ ପରଂବ୍ରହ୍ମ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚକ୍ରରାଜ ସୁଦର୍ଶନ ଦାରୁଙ୍କ ରଥଯାତ୍ରା ନିମନ୍ତେ ମନ୍ଦିର ଟ୍ରଷ୍ଟ ବୋଡ଼ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରଥ ଯାତ୍ରା ନିମନ୍ତେ ଚଳ ଚଞ୍ଚଳ ହୋଇପଡିଛି ଚକ୍ରରାଜ ସୁଦର୍ଶନ ଦାରୁଙ୍କ ରଥଖଳା । ଅକ୍ଷୟତୃତୀୟା ଠାରୁ ରଥ କାଠ ଅନୁକୂଳ ହୋଇ ଖଳାରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ ।ଚଳିତ ବର୍ଷ ୨୪,୦୪,୨୬ ରେ… Continue reading ସୁଦର୍ଶନ ଦାରୁଙ୍କ ରଥଯାତ୍ରା ପାଇଁ ଚଳ ଚଞ୍ଚଳ ରଥଖଳା

ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।

ଚିଲିକା,୧୮। ୬:ସ୍ଥାନୀୟ ନାଚୁଣୀ ଗୋଦାବରୀଶ ସରକାରୀ ହାଇସ୍କୁଲ ରେ ପ୍ରାକ୍ତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ ଶବରଙ୍କ ସ°ଯୋଜନାରେ ଆଜି ସ୍କୁଲ ର ପ୍ରଥମ ଦିବସରେ ଛାତ୍ର ଛାତ୍ରୀ ଙ୍କ ପାଠୋନ୍ନତି ପାଇଁ ସମସ୍ତ ଙ୍କ ସହଯୋଗ କାମନା କରି ଶୈକ୍ଷିକ ବିକାଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିକଟସ୍ଥ ଗମ୍ଭାରିମୁଣ୍ଡା ସ୍ଥିତ ପତିତପାବନ ସରକାରୀ ହାଇସ୍କୁଲ ରୁ ପଦୋନ୍ନତି ପାଇ ନିକଟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ ରେ ଯୋଗଦାନ କରିଥିବା ତ୍ରିନାଥ ହୋତାଙ୍କୁ ଫୁଲତୋଡ଼ା,… Continue reading ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।

ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ

ଚିଲିକା,୧୮। ୬: ଆଜି ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ଵାରା ନାଚୁଣୀ ମହାବିଦ୍ୟାଳୟରେ ୬୦ ଲକ୍ଷ ଟଙ୍କାରେ ନବ ନିର୍ମିତ ବହୁମୁଖୀ ପ୍ରକୋଷ୍ଠର ଶୁଭ ଉଦଘାଟନ କରିବା ସହିତ ୭କୋଟୀ ୪୦ଲକ୍ଷ ଓ ୭୦ ହଜାର ଟଙ୍କାରେ ନିର୍ମିତ ହେଇକୁ ଥିବା ପ୍ରସ୍ତାବିତ ମହାବିଦ୍ୟାଳୟର ବହୁମୁଖି ସମୂହ ଭବନ ସମେତ ୧କୋଟୀ ଟଙ୍କାରେ ପରିସୀମା ସୁରକ୍ଷା ପ୍ରାଚୀରର ନିର୍ମାଣ କାର୍ଯ୍ୟାରମ୍ଭ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି… Continue reading ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ

You cannot copy content of this page