ବାଲିଅନ୍ତା,୨0|୬(ଗୋବର୍ଦ୍ଧନ ଦାସ):ଓଡିଶାରେ ଶାସକ ବିଜେପି ସରକାରଙ୍କ ୨ ବର୍ଷ ଫୁର୍ତ୍ତି ଅବସରରେ ବାଲିଅନ୍ତା ବ୍ଲକ ପଞ୍ଚାୟତ ସମିତି ପରିସରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ସଶକ୍ତିକରଣ ଉତ୍ସବ ପାଳନ କରାଯାଇଛି । ଏଥିରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅପରାଜିତା ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସାଂସଦଙ୍କ ପ୍ରତିନିଧି ବିଜୟ କୁମାର ମହାରଣା, ସରପଞ୍ଚ ଭଗବାନ ବେହେରା, ରଶ୍ମିତା ଭୋଇ, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ଦାସ, ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ଶୁଭଶ୍ରୀ… Continue reading ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ
ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ