ବାଲିଅନ୍ତା ୨୨/୦୬ (ଗୋବର୍ଦ୍ଧନ ଦାସ)ଓଡ଼ିଶା ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ବ୍ଲକ ପରିସରରେ ଏକ ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ ଆଜି ତା -୨୨.୦୬.୨୦୨୬ ରିଖରେ ଆୟୋଜିତ ହୋଇଅଛି | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ରଶ୍ମିତା ନାଥ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବାଲିଅନ୍ତା ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟର ଶୁଭାରମ୍ଭ କରିଥିଲେ | ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ବେହେରା,… Continue reading ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ