ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତରଫରୁ ଗ୍ରୀଷ୍ମକାଳୀନ କର୍ମଶାଳାର ଉଦଯାପନୀ ସଂନ୍ଧ୍ୟା

ପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଗତ ମେ ମାସ ୧୫ତାରିଖ ଠାରୁ ୨୫ତାରିଖ ପର୍ଯ୍ୟନ୍ତ (୧୧ଦିନ ଧରି) ଗ୍ରୀଷ୍ମକାଳୀନ କର୍ମଶାଳା ଆୟୋଜିତ ହୋଇଥିଲା। ଏହାର ଉଦଯାପନୀ ନ୍ଧ୍ୟା ବ୍ ସୁନ୍ଦର ଭାବରେ ଅନୁଷ୍ଠାନ ତରଫରୁ ପାଳନ କରାଯାଇଥିଲା ଏବଂ ସନ୍ଧ୍ୟାରେ ଅତିଥି ବେ ଗଦେଇଥିଲେ ଓଡ଼ିଶୀ ନୃତ୍ୟ ଗୁରୁ ରାସେଶ୍ୱରୀ ନାୟକ ଏବଂ ଗୁରୁ ମନୋରଞ୍ଜନ ନାୟକ । ତିଥିମାନେ ଓଡ଼ିଶୀ ନୃତ୍ୟକୁ ନେଇ ବହୁ ମୂଲ୍ୟବାନ କଥା ପିଲାମାନଙ୍କୁ କହିଥିଲେ। ଏହି ର୍ମଶାଳାରେ ଯୋଗଦେଇଥିବା… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତରଫରୁ ଗ୍ରୀଷ୍ମକାଳୀନ କର୍ମଶାଳାର ଉଦଯାପନୀ ସଂନ୍ଧ୍ୟା

ପଦ୍ମଶ୍ରୀ ବିନୋଦ କାନୁନଗୋ ଥିଲେ ଓଡ଼ିଆ ଭାଷାପ୍ରାଣ

୩୬ତମ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ପାଳିତଭୁବନେଶ୍ୱର, ୨୨.୬ : ଓଡ଼ିଆ ଭାଷା, ସାହିତ୍ୟର ସଂରକ୍ଷକ, ବିଶିଷ୍ଟ ଗାନ୍ଧିବାଦୀ, ସ୍ୱାଧୀନତା ସଂଗ୍ରାମୀ, ଜ୍ଞାନ ମଣ୍ଡଳର ପ୍ରତିଷ୍ଠାତା ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କ ୩୬ତମ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ସୋମବାର ସନ୍ଧ୍ୟାରେ ବୁଦ୍ଧ ମନ୍ଦିର ସଭାଗୃହରେ ବରିଷ୍ଠ ଓକିଲ ଗାନ୍ଧିବାଦୀ ପ୍ରହଲ୍ଲାଦ ସିଂହଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବିଶିଷ୍ଟ ସନ୍ଥ ପରମହଂସ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ କହିଲେ ଯେ, ସ୍ୱର୍ଗତ କାନୁନଗୋ ଜାତିର ଜନକ… Continue reading ପଦ୍ମଶ୍ରୀ ବିନୋଦ କାନୁନଗୋ ଥିଲେ ଓଡ଼ିଆ ଭାଷାପ୍ରାଣ

You cannot copy content of this page