ଭୁବନେଶ୍ୱର ତା 26/06/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ବିଜୟ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ଉଦ୍ୟୋଗୀ ଅମୀୟ କୁମାର ମିଶ୍ର ଉଦ୍ୟୋଗୀଙ୍କ ବିଭିନ୍ନ ସମସ୍ୟା, ସମାଧାନ ତଥା କିପରି ନୂତନ ଉଦ୍ୟୋଗୀ ମାନେ ଆଧୁନିକ ଜ୍ଞାନ କୌଶଳ ପ୍ରୟୋଗକରି ସେମାନଙ୍କ ଉଦ୍ୟୋଗ କୁ ବୃଦ୍ଧି କରିବା ସହିତ ଅନ୍ୟ ଅତିଥି ମାନେ ରାଷ୍ଟ୍ରପାଇଁ… Continue reading ଉଦ୍ୟୋଗୀଙ୍କ ନିଷ୍ଠା, ଏକାଗ୍ରତା ସମାଜପାଇଁ ଏକାନ୍ତ ଅପରିହାର୍ଯ୍ୟ
ଉଦ୍ୟୋଗୀଙ୍କ ନିଷ୍ଠା, ଏକାଗ୍ରତା ସମାଜପାଇଁ ଏକାନ୍ତ ଅପରିହାର୍ଯ୍ୟ