ଡାକ୍ତରଙ୍କ ଆନ୍ଦୋଳନ: ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟସେବା ପ୍ରଭାବିତ

ବାଲିଅନ୍ତା,୨|୭(ଗୋବର୍ଦ୍ଧନ ଦାସ):ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ ପକ୍ଷରୁ ଡକାଯାଇଥିବା ଆନ୍ଦୋଳନରେ ଆଜି ଦ୍ଵିତୀୟ ଦିନରେ ରୋଗୀସେବା ବିଶେଷ ଭାବେ ପ୍ରଭାବିତ ହୋଇଛି l ଫଳରେ ଦୂରଦୁରାନ୍ତରୁ ଆସିଥିବା ରୋଗୀ ନିରାଶ ହୋଇ ଫେରୁଛନ୍ତି l ଯାହା ଆଜି ବାଲିଅନ୍ତା ବ୍ଲକର ସର୍ବପୁରାତ୍ତନ ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି l ଡାକ୍ତର ମାନେ ୧0 ଦଫା ଦାବି ନେଇ ଭାରପ୍ରାପ୍ତ ସ୍ୱାସ୍ଥ୍ୟଅଧିକାରୀ ଡା. ଗାୟତ୍ରୀ ମିଶ୍ରଙ୍କୁ ପ୍ରଦାନ କରି ଶାନ୍ତିପୂର୍ଣ୍ଣ ଭାବେ କଳାବ୍ୟାଚ ପିନ୍ଧି ଆନ୍ଦୋଳନ କରିଥିଲେ l… Continue reading ଡାକ୍ତରଙ୍କ ଆନ୍ଦୋଳନ: ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟସେବା ପ୍ରଭାବିତ

୭୭ତମ ବନ ମହୋତ୍ସବ ପାଳିତ।

ବାଲିଅନ୍ତା୦୨/୦୭(ଗୋବର୍ଦ୍ଧନ ଦାସ):- ଓଡ଼ିଶାର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ଓ ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ବ୍ଲକ୍ ଅନ୍ତର୍ଗତ ଅଲାରପୁରସ୍ଥିତ ମା’ ଜାଗୁଳାଇ ସରସ୍ୱତୀ ଶିଶୁ ମନ୍ଦିରରେ ୭୭ତମ ବନ ମହୋତ୍ସବ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। କାଞ୍ଚନ ଫାଉଣ୍ଡେସନର ସଭାପତି ରଞ୍ଜନ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଡ଼. ଅରବିନ୍ଦ… Continue reading ୭୭ତମ ବନ ମହୋତ୍ସବ ପାଳିତ।

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଚିଲିକା,୨।୭.: ଆଜି ବେଗୁନିଆ ମଣ୍ଡଳ ଅନ୍ତର୍ଗତ ଗୋପବନ୍ଧୁ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକ ପ୍ରମୋଦ କୁମାରସ୍ୱାଇଁଙ୍କ ପୌରୋହିତ୍ଵରେ ଏବଂ ସୂର୍ଯ୍ୟକାନ୍ତ ମହାପାତ୍ରଙ୍କ ତତ୍ୱାବଧାନରେ ବିଦ୍ୟୁତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ଵରସ୍ଥିତ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ବାରିକ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ କୁନାଲ ଦାସ ଯଥାକ୍ରମେ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ ।ବରିଷ୍ଠ ଶୀକ୍ଷୟତ୍ରୀ ଶୁଭଲକ୍ଷ୍ମୀ ସାହୁ ସ୍ଵାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ସୂର୍ଯ୍ୟକାନ୍ତ ମହାପାତ୍ର ଅତିଥି… Continue reading ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଡାକ୍ତରଙ୍କ ଆନ୍ଦୋଳନ: ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟସେବା ପ୍ରଭାବିତ

ବାଲିଅନ୍ତା,୨|୭(ଗୋବର୍ଦ୍ଧନ ଦାସ):ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ ପକ୍ଷରୁ ଡକାଯାଇଥିବା ଆନ୍ଦୋଳନରେ ଆଜି ଦ୍ଵିତୀୟ ଦିନରେ ରୋଗୀସେବା ବିଶେଷ ଭାବେ ପ୍ରଭାବିତ ହୋଇଛି l ଫଳରେ ଦୂରଦୁରାନ୍ତରୁ ଆସିଥିବା ରୋଗୀ ନିରାଶ ହୋଇ ଫେରୁଛନ୍ତି l ଯାହା ଆଜି ବାଲିଅନ୍ତା ବ୍ଲକର ସର୍ବପୁରାତ୍ତନ ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି l ଡାକ୍ତର ମାନେ ୧0 ଦଫା ଦାବି ନେଇ ଭାରପ୍ରାପ୍ତ ସ୍ୱାସ୍ଥ୍ୟଅଧିକାରୀ ଡା. ଗାୟତ୍ରୀ ମିଶ୍ରଙ୍କୁ ପ୍ରଦାନ କରି ଶାନ୍ତିପୂର୍ଣ୍ଣ ଭାବେ କଳାବ୍ୟାଚ ପିନ୍ଧି ଆନ୍ଦୋଳନ କରିଥିଲେ l… Continue reading ଡାକ୍ତରଙ୍କ ଆନ୍ଦୋଳନ: ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟସେବା ପ୍ରଭାବିତ

You cannot copy content of this page