ସୁଦର୍ଶନ ଦାରୁସ୍ଥଳୀରେ ହେରାପଞ୍ଚମୀ ଅନୁଷ୍ଠିତ

ବାଲିଅନ୍ତା,୨୦|୭(ଗୋବର୍ଦ୍ଧନ ଦାସ):ଭୁବନେଶ୍ୱର ଉପକଣ୍ଠ ହୀରାପୁର ଗଡ଼କଣ୍ଟୁଣିଆ ଠାରେ ଅବସ୍ଥାପିତ ଶ୍ରୀ ସୁଦର୍ଶନ ଦାରୁସ୍ଥଳୀରେ ନୀତିକ୍ରାନ୍ତି ଅନୁସାରେ ପାଳନ ହେଉଥିବା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବଦିନାତ୍ମକ ଘୋଷଯାତ୍ରାର ପଞ୍ଚମ ଦିନ l ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ଘରକୁ ଆସିଥିବା କଳାସାଆନ୍ତଙ୍କ ଉପରେ ରାଗିଯାଇଛନ୍ତି ଅଭିମାନିନୀ ମା’ଲକ୍ଷ୍ମୀ l ଯାହାକୁ ଆମ ଜଗନ୍ନାଥ ପରମ୍ପରାରେ ହେରାପଞ୍ଚମୀ କୁହାଯାଏ l ଏନେଇ ଆଜି ପରମ୍ପରା ଅନୁସାରେ ସନ୍ଧ୍ୟା ଆଳତୀ ପରେ ରାତି ପ୍ରାୟ ସାଢେ ୯ ଟାରେ… Continue reading ସୁଦର୍ଶନ ଦାରୁସ୍ଥଳୀରେ ହେରାପଞ୍ଚମୀ ଅନୁଷ୍ଠିତ

ନାଚୁଣୀ କଲେଜରେ ନାରୀ ସଶକ୍ତିକରଣ ଆଲୋଚନାଚ଼କ୍ର।

ଚିଲିକା, ୨୦।୭ :ଆଜି ନାଚୁଣୀ ମହାବିଦ୍ୟାଳୟ ସଭା କକ୍ଷରେ ନାରୀ ସଶକ୍ତି କରଣ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ କଲେଜର ଅଧ୍ୟକ୍ଷ ଡଃ. ସୁନୀଲ କୁମାର ପଟ୍ଟନାୟକ ପୌରୋହିତରେ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲୁଗାଁ ଥାନା ଅଧିକାରୀ ଶ୍ରଦ୍ଧା ନାୟକ ଓ ସମ୍ମାନୀତ ଅତିଥି ଭାବେ ନାଚୁଣୀ ଥାନା ଅଧିକାରୀ ବିଭୁତି ଭୂଷଣ ମହାପାତ୍ର ଯୋଗ ଦେଇଥିଲେ । ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ବିଗ୍ରହରେ ଧୂପ… Continue reading ନାଚୁଣୀ କଲେଜରେ ନାରୀ ସଶକ୍ତିକରଣ ଆଲୋଚନାଚ଼କ୍ର।

You cannot copy content of this page