ଉଦ୍ୟୋଗୀଙ୍କ ସମ୍ମାନ,ସୁରକ୍ଷା ସମୃଦ୍ଧି ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

ଭୁବନେଶ୍ୱର ତା 22/07/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ବିଜୟ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ଉଦ୍ୟୋଗୀ ଅମୀୟ କୁମାର ମିଶ୍ର ଉଦ୍ୟୋଗୀଙ୍କ ବିଭିନ୍ନ ସମସ୍ୟା, ସମାଧାନ ତଥା କିପରି ନୂତନ ଉଦ୍ୟୋଗୀ ମାନେ ଆଧୁନିକ ଜ୍ଞାନ କୌଶଳ ପ୍ରୟୋଗକରି ସେମାନଙ୍କ ଉଦ୍ୟୋଗ କୁ ବୃଦ୍ଧି କରିବା ସହିତ ଅନ୍ୟ ଅତିଥି ମାନେ ରାଷ୍ଟ୍ରପାଇଁ… Continue reading ଉଦ୍ୟୋଗୀଙ୍କ ସମ୍ମାନ,ସୁରକ୍ଷା ସମୃଦ୍ଧି ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l

​ଚିଲିକା,୨୨। ୭ : ବେଗୁନିଆସ୍ଥିତ ପି ଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ବେଗୁନିଆ ଓ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଭୁକ୍ତ ସମସ୍ତ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଏମ ଆଇ ଏସ ପି ସି, ଟି ସି ସାଧନ କେନ୍ଦ୍ର ସଂଯୋଜକ ଓ ଆକାଉଣ୍ଟାଣ୍ଟ ମାନଙ୍କ ନିମନ୍ତେ ଏକ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି… Continue reading ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l

You cannot copy content of this page