ବାଲିଅନ୍ତା,୨୮|୭ (ଗୋବର୍ଦ୍ଧନ ଦାସ):ପ୍ରତାପଶାସନ ପଞ୍ଚାୟତ ରଥିଜେମା ସ୍ଥିତ କୁଆଖାଇ ନଦୀ ପଠାରେ କିଛି ଯୁବଗୋଷ୍ଠୀଙ୍କ ଦ୍ୱାରା ନିର୍ମାଣ ହୋଇଥିବା “ମୋ ଗାଁ ମଶାଣି ସ୍ୱର୍ଗଦ୍ୱାର”ର ଉନ୍ନୟନ ମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ l ଏହି ମଶାଣିଟି ପୂର୍ବରୁ ଜରାଜୀର୍ଣ୍ଣ ଅବସ୍ଥାରେ ଥିବାବେଳେ ପ୍ରତାପଶାସନ ବାଳକ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ରଙ୍କ ଦ୍ୱାରା ଗଠିତ ଏକ ସାମାଜିକ ଅନୁଷ୍ଠାନ “ସକାଳର ସ୍ୱଚ୍ଛତା” ପରିବାର ପକ୍ଷରୁ ଏହି ମଶାଣିଟି ପୁନଃଜନ୍ମ ପାଇଥିଲା l ସମସ୍ତେ… Continue reading “ମୋ ଗାଁ ମଶାଣି ମୋ ସ୍ୱର୍ଗଦ୍ୱାର”ର ବିକାଶମୂଳକ କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ
“ମୋ ଗାଁ ମଶାଣି ମୋ ସ୍ୱର୍ଗଦ୍ୱାର”ର ବିକାଶମୂଳକ କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ