ବାଲିଅନ୍ତା/ ଭୁବନେଶ୍ୱର୨୯/୦୭:-ଦିନକୁ ଦିନ ରାଜଧାନୀରେ କଂକ୍ରିଟ ଜଙ୍ଗଲ ବୃଦ୍ଧି ପାଉଛି। ସୂର୍ଯ୍ୟଙ୍କ ଉତ୍ତାପ ସେହି ଅନୁସାରେ ଅସହ୍ୟ ହୋଇ ପ୍ରାଣୀ ଜଗତକୁ ଛିନଭିନ୍ କରି ଚାଲିଛି।ଖରା ବର୍ଷା ଦାଉରୁ ରକ୍ଷା କରୁଥିବା ବୃକ୍ଷ ସବୁ ସ୍ତରରେ ଛେଦନ ଚାଲିଛି। ପରିବେଶବିତ୍ ପରିବେଶକୁ ସୁଧାରିବା ପାଇଁ ଚେଷ୍ଟା ଚଳାଇଥିବା ବେଳେ ,ବର୍ଷା ଦିନେ ବିଭିନ୍ନ ଅନୁଷ୍ଠାନ ଓ ସରକାର ବୃକ୍ଷ ରୋପଣ କରିଚାଲିଛନ୍ତି। ଦୁଃଖର ବିଷୟ ଯେଉଁ ପରିମାଣରେ ବୃକ୍ଷ ରୋପଣ କରାଯାଉଛି ସେଥିରୁ ୧୦% ବୃକ୍ଷ ଜୀବିତ… Continue reading କୁନି ବୈଜ୍ଞାନିକ ବୃକ୍ଷର ଉପକାରିତା ବିଷୟରେ କହିଲେ ସରସ୍ଵତୀ ଶିଶୁ ମନ୍ଦିର ଶିଶୁମାନଙ୍କୁ
କୁନି ବୈଜ୍ଞାନିକ ବୃକ୍ଷର ଉପକାରିତା ବିଷୟରେ କହିଲେ ସରସ୍ଵତୀ ଶିଶୁ ମନ୍ଦିର ଶିଶୁମାନଙ୍କୁ