ଡ଼ିଏମ ସ୍କୁଲ ଛାତ୍ରୀମୃତ୍ୟୁ ଅବହେଳା ପାଇଁ ଦାୟୀ ବ୍ୟକ୍ତି ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଅଭିଭାବକ ମହାସଂଘ

ଭୁବନେଶ୍ୱର ତା 29 ରିଖ l ଭୁବନେଶ୍ୱର ଡି ଏମ ସ୍କୁଲ ଛାତ୍ରୀ ମୃତ୍ୟୁ ଭଳି ଦୁର୍ଭାଗ୍ୟଜନକ ଘଟଣା ବର୍ତମାନ ଅଭିଭାବକ ମାନଙ୍କ ମଧ୍ୟରେ ଏକ ହତାଶ ମନୋଭାବ ସୃଷ୍ଟି କରିଛି l ଡି ଏମ ସ୍କୁଲ ଭଳି କେନ୍ଦ୍ର ସରକାରଙ୍କ ନାମକରା ଅନୁଷ୍ଠାନରେ ଯଦି ଆମେ ପିଲାଙ୍କୁ ସୁରକ୍ଷା ଓ ଦେଇ ପାରିଲେ ନାହିଁ କି ଦାୟିତ୍ୱ ନେଇ ପାରିଲେ ନାହିଁ l ସ୍କୁଲରେ ସି ସି ଟିଭି ନିରୀକ୍ଷଣ ବ୍ୟବସ୍ଥା ଠିକସେ କାମ କରୁ… Continue reading ଡ଼ିଏମ ସ୍କୁଲ ଛାତ୍ରୀମୃତ୍ୟୁ ଅବହେଳା ପାଇଁ ଦାୟୀ ବ୍ୟକ୍ତି ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଅଭିଭାବକ ମହାସଂଘ

ଆନ୍ଦୋଳନରତ ଆଦିବାସୀ ଛାତ୍ରୀ ହଷ୍ଟେଲ ମାଟ୍ରନଙ୍କ ଦାବୀ ତୁରନ୍ତ ପୂରଣ କର : ଓଡିଶା ଅଭିଭାବକ ମହାସଂଘ

ଭୁବନେଶ୍ୱର ତl 29 ରିଖ l ଆଦିବାସୀ ଛାତ୍ରୀଙ୍କ ମୁଖ୍ୟ ସ୍ରୋତ ରେ ସାମିଲ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ପାଇଁ ଉଦିଷ୍ଟ ଛାତ୍ରୀ ନିବାସରେ ମୁଖ୍ୟ ଭୂମିକା ନିର୍ବାହ କରୁଥିବା ହଷ୍ଟେଲ ମlଟରନ ମାନେ ବର୍ତମାନ ଗାନ୍ଧୀ ମାର୍ଗ ରେ ଆନ୍ଦୋଳନରେ ବସିଛନ୍ତି l ହଷ୍ଟେଲ ରେ ପ୍ରତି 100 ପିଲା ପ୍ରତି ଜଣେ ମlଟରଣ ନିୟମ ଥିଲା ବେଳେ ଏଠି କିନ୍ତୁ କିଛି ହଷ୍ଟେଲ ରେ 200 ଏବଂ 300 ପିଲାରେ ଜଣେ ମାତ୍ର… Continue reading ଆନ୍ଦୋଳନରତ ଆଦିବାସୀ ଛାତ୍ରୀ ହଷ୍ଟେଲ ମାଟ୍ରନଙ୍କ ଦାବୀ ତୁରନ୍ତ ପୂରଣ କର : ଓଡିଶା ଅଭିଭାବକ ମହାସଂଘ

‘ଦୂରଦର୍ଶୀ’ର ଅଷ୍ଟାଦଶ ସ୍ୱନକ୍ଷତ୍ର ସମାରୋହ-୨୦୨୬ ଓଡ଼ିଆ ଭାଷା ଆମ ପରିଚୟ

ଭୁବନେଶ୍ୱର,୨୯/୭: ମାସିକ ସମ୍ବାଦଭି ିକ ପତ୍ରିକା ‘ଦୂରଦର୍ଶୀ’ର ଅଷ୍ଟାଦଶ ସ୍ୱନକ୍ଷତ୍ର ଦିବସ ଅବସରରେ ଜୟଦେବ ଭବନରେ ଆୟୋଜିତ ସମାରୋହରେ ମୁଖ୍ୟଅତିଥି ଭାବେ ଜାତୀୟ ମାନବାଧିକାର କମିଶନର ସଦସ୍ୟ ଜଷ୍ଟିସ୍ ବିଦୁ୍ୟତ୍ ରଞ୍ଜନ ଷଡ଼ଙ୍ଗୀ ଯୋଗଦେଇ କହିଛନ୍ତି, ଓଡ଼ିଆ ଭାଷା ଆମ ପରିଚୟ । ସେହି ଭାଷାକୁ ଆଗକୁ ନେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ । ଓଡ଼ିଆ ଭାଷା ଏକ ବଡ଼ ଦୁର୍ଦ୍ଦିନରେ ଗତି କରୁଛି । ଆମକୁ ଏହି ପରିସ୍ଥିତିର ସମ୍ମୁଖୀନ ହେବାକୁ… Continue reading ‘ଦୂରଦର୍ଶୀ’ର ଅଷ୍ଟାଦଶ ସ୍ୱନକ୍ଷତ୍ର ସମାରୋହ-୨୦୨୬ ଓଡ଼ିଆ ଭାଷା ଆମ ପରିଚୟ

You cannot copy content of this page