ବାଲିଅନ୍ତା:୩୧/୦୭ (ଗୋବର୍ଦ୍ଧନ ଦାସ)- ରାଜଧାନୀ ନିକଟସ୍ଥ ଦୟାନଦୀରେ ଚଳିତ ବର୍ଷ ର ବନ୍ୟାଜଳ ପ୍ରଭାବିତ ଯୋଗୁଁ ନଈକୂଳ ବନ୍ଧକୁ ପାଣି ଲାଗିଛି । ନଦୀ ପଠାରେ ଥିବା ଇଟିପୁର ପଞ୍ଚାୟତ ର ଜୟପୁର ପାଟଣା ଗ୍ରାମ ଦେବତୀ ମା ନିସ୍ଥାରିଣୀ ମନ୍ଦିର ବନ୍ୟାଜଳରେ ବୁଡି ରହିଥିବାରୁ ଗ୍ରାମବାସୀମାନେ ମା ଙ୍କ ବିଗ୍ରହ କୁ ଅସ୍ଥାୟୀ ଭାବରେ ପୂଜାର୍ଚ୍ଚନା ପାଇଁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିଛନ୍ତି । ମା ଙ୍କ ରୋଷଘର ମଧ୍ୟ ବନ୍ୟାଜଳରେ ପ୍ରବାହିତ ହୋଇଛି ।ଉକ୍ତ… Continue reading ରାଜଧାନୀ ନିକଟସ୍ଥ ଦୟାନଦୀରେ ବନ୍ୟାଜଳ ପ୍ରଭାବିତ
ରାଜଧାନୀ ନିକଟସ୍ଥ ଦୟାନଦୀରେ ବନ୍ୟାଜଳ ପ୍ରଭାବିତ