ମନ୍ଦିର ଚୋରି ମାମଲା ରେପେସାଦାର ଅପରାଧୀ ଗିରଫ।

ବାଲିଅନ୍ତା ୦୪/୦୮ (ଗୋବର୍ଦ୍ଧନ ଦାସ):- ଧଉଳି ଥାନା ପୁଲିସ ମନ୍ଦିର ଚୋରି ମାମଲା ରେ ଜଣେ ଅଭିଯୁକ୍ତ କୁ ଗିରଫ କରିଛି। ପୁଲିସ ତଦନ୍ତରୁ ଜଣାପଡ଼ିଛି ଯେ, ଗତ ୦୩.୦୮.୨୦୨୬ ତାରିଖ ଅପରାହ୍ନ ପ୍ରାୟ ୫ଟା ସମୟରେ ଶିଶୁପାଳଗଡ଼ସ୍ଥିତ ମା’ ଯଦୁମଲ୍ଲୀ ମନ୍ଦିରର ହୁଣ୍ଡିରୁ ଟଙ୍କା ଚୋରି କରି ଜଣେ ଯୁବକ ଖସି ପଳାଇବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ମନ୍ଦିର ଟ୍ରଷ୍ଟର ସଦସ୍ୟମାନେ ତାଙ୍କୁ କାବୁ କରିନେଇଥିଲେ ଏବଂ ତାଙ୍କ ନିକଟରୁ ଏକ ଲୁହା ରଡ୍… Continue reading ମନ୍ଦିର ଚୋରି ମାମଲା ରେପେସାଦାର ଅପରାଧୀ ଗିରଫ।

You cannot copy content of this page