ଭୁବନେଶ୍ୱର ତା 05/08/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ ତଥା ବିଜେଡି ସାଂସ୍କୃତିକ ସାମୁଖ୍ୟ ପକ୍ଷରୁ ସ୍ଥାନୀୟ ମହାଡାକପାଳ ଛକ ନିକଟ ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରାକ୍ତନ ବାଚସ୍ପତି, ସମାଜ ସାମ୍ବାଦିକ, ସମ୍ବିଧାନ ବିଶେଷଜ୍ଞ, ଶିକ୍ଷାବିତ, ବିଶିଷ୍ଟ ପ୍ରବକ୍ତା ତଥା ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୩ ତମ ଜୟନ୍ତୀ ମହାଡାକପାଳଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ବରିଷ୍ଠ ସାମ୍ବାଦିକ, ଅଭିଯାନ ର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଂଯୋଜନାରେ… Continue reading ନୀଳକଣ୍ଠ ଦାସ ଥିଲେ ବହୁମୁଖୀ ବ୍ୟକ୍ତିତ୍ୱ ର ଅଧିକାରୀ /ତିନି ସାରସ୍ୱତ ପ୍ରତିଭାଙ୍କୁ ନୀଳକଣ୍ଠ ସ୍ମୃତି ସମ୍ମାନ
ନୀଳକଣ୍ଠ ଦାସ ଥିଲେ ବହୁମୁଖୀ ବ୍ୟକ୍ତିତ୍ୱ ର ଅଧିକାରୀ /ତିନି ସାରସ୍ୱତ ପ୍ରତିଭାଙ୍କୁ ନୀଳକଣ୍ଠ ସ୍ମୃତି ସମ୍ମାନ