ଓଡ଼ିଆ ପାଲା ସଂସ୍କୃତିର ପ୍ରଚାର ପ୍ରସାର କ୍ଷେତ୍ରରେ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଅବଦାନ ଅତୁଳନୀୟ

ଭୁବନେଶ୍ୱର ତା 10/08/26 ଓଡ଼ିଆ ପାଲା ସଂସ୍କୃତିର ପ୍ରବାଦ ପୁରୁଷ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନ ଠାରେ ପୁଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ନମାମି ମନ୍ଦାକିନୀ, ଦୈନିକ ସୁବାର୍ତ୍ତା ପକ୍ଷରୁ ଓଡିଶାର ସଂସ୍କୃତି ପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଓ ବରିଷ୍ଠ ସାମ୍ବାଦିକ ଅଭିଯାନର ଅଧ୍ୟକ୍ଷ… Continue reading ଓଡ଼ିଆ ପାଲା ସଂସ୍କୃତିର ପ୍ରଚାର ପ୍ରସାର କ୍ଷେତ୍ରରେ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଅବଦାନ ଅତୁଳନୀୟ

ଶ୍ୱେତଗଙ୍ଗାରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୀ ତା 10/08/26 ପୁରୀ ଶ୍ୱେତଗଙ୍ଗା ପୁଷ୍କରିଣୀରେ ଗାଧୋଇବା ସମୟରେ ଗୋଡ଼ ଖସିଯିବାରୁ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ଗ୍ରାମ ପଂଚାୟତ ଅନ୍ତର୍ଗତ ଗୋତଳ ଗ୍ରାମ(ଟୋଲକ ପଡା )ପିତା ସୁଶାନ୍ତ କୁମାର ପ୍ରଧାନଙ୍କ 18 ବର୍ଷର ପୁତ୍ର ସମ୍ବିତ ପ୍ରଧାନଙ୍କ ମୃତ୍ୟୁ ହୋଇଛି l ଅଗ୍ନିଶମ ବିଭାଗ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ l ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ସେ ଜଣେ ମିଷ୍ଠଭାଷୀ, ସରଳ ବ୍ୟକ୍ତିତ୍ୱର ଅଧିକାରୀ ହେବା… Continue reading ଶ୍ୱେତଗଙ୍ଗାରେ ବୁଡି ଯୁବକଙ୍କ ମୃତ୍ୟୁ

You cannot copy content of this page