ରାଉରକେଲା, ୧୩ ଅଗଷ୍ଟ:ଆଜି ଭୋରୁ ରାଉରକେଲା ସହରରେ ଲାଗି ରହିଥିବା ଅବିରାମ ପ୍ରବଳ ବର୍ଷା ଯୋଗୁଁ ସ୍ମାର୍ଟ ସିଟିର ଜନଜୀବନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ଲଗାତାର ବର୍ଷା ଫଳରେ ସହରର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ପଶି ଅନେକ ଘର ଜଳମଗ୍ନ ହୋଇପଡ଼ିଛି। ପ୍ରମୁଖ ରାସ୍ତାଗୁଡ଼ିକ ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଥିବାରୁ ଯାନବାହନ ଚଳାଚଳ ବ୍ୟାହତ ହୋଇଛି। ଅନେକ ସ୍ଥାନରେ ଯାନବାହନ ଧୀର ଗତିରେ ଚଳାଚଳ କରୁଥିବା ବେଳେ ରାସ୍ତାରେ ପାଣିର ଲହଡ଼ି… Continue reading ଅବିରାମ ବର୍ଷାରେ ବେହାଲ ରାଉରକେଲା ସ୍ମାର୍ଟ ସିଟି : ଜଳମଗ୍ନ ରାସ୍ତା, ରେଳପଥ ଓ ତଳିଆ ଅଞ୍ଚଳ, ଜନଜୀବନ ଅସ୍ତବ୍ୟସ୍ତ…
ଅବିରାମ ବର୍ଷାରେ ବେହାଲ ରାଉରକେଲା ସ୍ମାର୍ଟ ସିଟି : ଜଳମଗ୍ନ ରାସ୍ତା, ରେଳପଥ ଓ ତଳିଆ ଅଞ୍ଚଳ, ଜନଜୀବନ ଅସ୍ତବ୍ୟସ୍ତ…