ରାଉରକେଲା, ୨୩ ଅଗଷ୍ଟ: ବହୁଚର୍ଚ୍ଚିତ ସର୍କିଟ ହାଉସ୍ ମାମଲାରେ ରାଉରକେଲା ପୋଲିସ୍ ତଦନ୍ତକୁ ଆହୁରି କ୍ରିୟାଶୀଳ କରିଛି। ଶନିବାର ମାମଲାରେ ଗିରଫ ହୋଇଥିବା ପ୍ରକାଶ ପାଶୱାନ ଦୁଇ ସହଯୋଗୀ ସୂରଜ ଗୁପ୍ତା ଓ ଆଦର୍ଶ ସାହୁଙ୍କୁ କୋର୍ଟ ଚାଲାଣ କରାଯାଇଛି।ଏପଟେ ଫେରାର ଅଭିଯୁକ୍ତ ତଥା ମାମଲା ର କିଙ୍ଗପିନ କୁ ଧରିବା ପାଇଁ ରାଉରକେଲା ପୋଲିସର ଚାରୋଟି ସ୍ୱତନ୍ତ୍ର ଟିମ୍ ବିଭିନ୍ନ ରାଜ୍ୟରେ ଡେରା ପକାଇ ସନ୍ଧାନ ଜାରି ରଖିଛନ୍ତି। ସେହିପରି ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ… Continue reading ସର୍କିଟ ହାଉସ୍ ମାମଲା: ତଦନ୍ତକୁ ଆହୁରି ତୀବ୍ର କଲା ପୋଲିସ୍, ଫେରାର ମାଷ୍ଟର୍ ମାଇଣ୍ଡକୁ ଧରିବା ପାଇଁ ରାଜ୍ୟ ବାହାରେ ୪ ଟିମ୍…
ସର୍କିଟ ହାଉସ୍ ମାମଲା: ତଦନ୍ତକୁ ଆହୁରି ତୀବ୍ର କଲା ପୋଲିସ୍, ଫେରାର ମାଷ୍ଟର୍ ମାଇଣ୍ଡକୁ ଧରିବା ପାଇଁ ରାଜ୍ୟ ବାହାରେ ୪ ଟିମ୍…