ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘର ପ୍ରଶିକ୍ଷଣ ଶିବିର

ପାଣିକୋଇଲି: ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘର ଏକ ପ୍ରଶିକ୍ଷଣ ଶିବିର ଷଠିପୁର ବିଜେବି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା, ପୁରୀ, ଭୁବନେଶ୍ଵର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ୧୨ଟି ଜିଲ୍ଲାର ଡିଜିଟାଲ ମିଡିଆରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କୁ ନେଇ ଏହି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ମହାସଂଘର ରାଜ୍ୟ ସଭାପତି ମନୋରଂଜନ ଶତପଥୀଙ୍କ ଅଧ୍ୟକ୍ଷତାରେ ତଥା କବି ବାଇଧର ମାଝୀଙ୍କ ସଂଚାଳନରେ ଅନୁଷ୍ଠିତ… Continue reading ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘର ପ୍ରଶିକ୍ଷଣ ଶିବିର

You cannot copy content of this page