ବିହାରରୁ ଗିରଫ ହେଲେ ପ୍ରକାଶ ପାଶୱାନ: ସର୍କିଟ ହାଉସ୍ ମାମଲାରେ ମିଳିପାରେ ଗୁରୁତ୍ୱପୂର୍ଣ୍ଣ ସୂଚନା

ରାଉରକେଲା: ଦୀର୍ଘ ସମୟ ଧରି ଫେରାର ଥିବା ସର୍କିଟ ହାଉସ୍ ମାମଲାର ପ୍ରମୁଖ ଅଭିଯୁକ୍ତ ପ୍ରକାଶ ପାଶୱାନଙ୍କୁ ରାଉରକେଲା ପୁଲିସର ସ୍ୱତନ୍ତ୍ର ଟିମ୍ ବିହାରରୁ ଗିରଫ କରିଥିବା ସୂଚନା ମିଳିଛି। ତାଙ୍କ ଗିରଫକୁ ଏହି ବହୁଚର୍ଚ୍ଚିତ ମାମଲାରେ ପୁଲିସର ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ଭାବେ ଦେଖାଯାଉଛି।ପାନପୋଷ ସର୍କିଟ ହାଉସ୍‌ରୁ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ସହ ଅପରାଧୀମାନେ ଗିରଫ ହେବା ପରେ ପ୍ରକାଶ ପାଶୱାନ ଫେରାର ହୋଇଯାଇଥିଲେ। ତଦନ୍ତରେ ସହଯୋଗ ପାଇଁ ପୁଲିସ ପକ୍ଷରୁ ନୋଟିସ ଜାରି କରାଯାଇଥିଲେ… Continue reading ବିହାରରୁ ଗିରଫ ହେଲେ ପ୍ରକାଶ ପାଶୱାନ: ସର୍କିଟ ହାଉସ୍ ମାମଲାରେ ମିଳିପାରେ ଗୁରୁତ୍ୱପୂର୍ଣ୍ଣ ସୂଚନା

You cannot copy content of this page