ଭୁବନେଶ୍ୱର ତା 27/08/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଶ୍ରୀକାନ୍ତ ଶେଖର ସାହୁ ଙ୍କ ସଂଯୋଜନାରେ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ବିଶ୍ୱ ଓଡ଼ିଆ ପରିବାରର ପ୍ରତିଷ୍ଠାତା ତଥା ବରିଷ୍ଠ ଭାଜପା ନେତା ସଜ୍ଜନ ଶର୍ମା,ସମ୍ମାନିତ ଅତିଥି ଭାବେ ସ୍ୱାସ୍ଥ୍ୟ ଯୁବ ଉଦ୍ୟୋଗୀ ଅମିତାଭ ସ୍ୱାଇଁ ଉଦ୍ୟୋଗୀଙ୍କ ବିଭିନ୍ନ ସମସ୍ୟା, ସମାଧାନ ସହ ଓଡିଶା… Continue reading ଓଡିଶା ଉଦ୍ୟୋଗୀ ପରିବାରର ଉଦ୍ୟମ ବେଶ ପ୍ରଶଂସନୀୟ
ଓଡିଶା ଉଦ୍ୟୋଗୀ ପରିବାରର ଉଦ୍ୟମ ବେଶ ପ୍ରଶଂସନୀୟ