ବୋଲଗଡ଼ରେ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ ।

ଚିଲିକା,୩ ।୯: ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବଙ୍କୋଇ ସ୍ଥିତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଲ୍ଲାସ ତାଲିମ ଶିବିର ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ରୂପେ ଯୋଗଦେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ ଉଲ୍ଲାସ ପ୍ରଶିକ୍ଷଣର ଉପଦୟତା ସମ୍ପର୍କରେ ଆଲୋକପାତ କରିଥିଲେ ।ପ୍ରଧାନ ଶିକ୍ଷୟତ୍ରୀ ସସ୍ମିତା ଦଳେଇଙ୍କ ପୌରୋହିତ୍ୟ ଓ ସଂପୃକ୍ତ ସାଧନା କେନ୍ଦ୍ର ସଂଯୋଜକ ସନ୍ତୋଷ କୁମାର ସାମଲଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯକ୍ରମରେ ପ୍ରଶିକ୍ଷକ… Continue reading ବୋଲଗଡ଼ରେ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ ।

You cannot copy content of this page