ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ଚିଲିକା, ୪।୯:ବାଲୁଗାଁସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଅଛି। ପ୍ରଭାତରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ ମିଳିତ ସହଯୋଗ ମଧ୍ୟରେ ଅନୁଷ୍ଠିତ ହୋଇ ଥିବା ବେଳେ ଅଡିଟୋରିୟମ ଗୃହରେ ସାଂସ୍କୃତିକ ଓ ସାରସ୍ଵତ ସଭା ଅନୁଷ୍ଠିତ ହୋଇଥିଲା । ନିମନ୍ତ୍ରିତ ଅତିଥି ଭାବେ ବାଲୁଗାଁ ମହାବିଦ୍ୟାଳୟର ପ୍ରାକ୍ତନ ମୁଖ୍ୟ ଲିପିକ ତଥା… Continue reading ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ପିତୃପୁରୁଷ ପୂଜନ ସଂସ୍କୃତି ସଭ୍ୟତାର ପରିମାପକ /ଡ଼ଃ ବୁଦ୍ଧଦେବ ମିଶ୍ର ପ୍ରଥମ ପିତୃ ଦିବସ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର ତା 03/09/26 ସାମ୍ପ୍ରତିକ ସମୟରେ ପୁଜ୍ୟପୂଜା,ନୈତିକ ମୂଲ୍ୟବୋଧ,ଅବକ୍ଷେୟୀ ଲୋକ ଚରିତ୍ର,ମାନବବାଦ ତଥା ମାତା ପିତୃ ପୂଜନ ପ୍ରମୁଖ ଧୀରେ ଧୀରେ ଲୁପ୍ତପ୍ରାୟ ଅବସ୍ଥାକୁ ଆସିବାକୁ ଯାଉଛି l ଏହି ପରିପ୍ରେକ୍ଷୀରେ “ପିତୃ ଦିବସ ” କାର୍ଯ୍ୟକ୍ରମ ଆସନ୍ତା ବର୍ଷ 2027 ମସିହା ସେପ୍ଟେମ୍ବର ମାସ ତିନି ତାରିଖରେ ଆୟୋଜିତ କରି ଆଗାମୀ ପୀଢ଼ିଙ୍କୁ ବାର୍ତ୍ତା ଦେବା ସହିତ ପୁଜ୍ୟପୂଜାର ଅନନ୍ୟ ମାର୍ଗ ସହିତ ଦର୍ଶନ ଦେବା ଆଜିର ବହୁ ପ୍ରାସଙ୍ଗିକତା ବୋଲି ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା… Continue reading ପିତୃପୁରୁଷ ପୂଜନ ସଂସ୍କୃତି ସଭ୍ୟତାର ପରିମାପକ /ଡ଼ଃ ବୁଦ୍ଧଦେବ ମିଶ୍ର ପ୍ରଥମ ପିତୃ ଦିବସ ସମ୍ମାନରେ ସମ୍ମାନିତ

You cannot copy content of this page