ଭବାନୀପାଟଣା, ୯/୯/୨୦୨୬ (ଜନ୍ମେଜୟ ନାଏକ):ସମାଜରୁ ଯୌତୁକ ପ୍ରଥା ଭଳି ଏକ ଗୁରୁତର ସାମାଜିକ କୁପ୍ରଥାର ମୂଳୋତ୍ପାଟନ ସହିତ ମହିଳାଙ୍କ ସୁରକ୍ଷା, ସମ୍ମାନ ଓ ଆଇନଗତ ଅଧିକାର ସମ୍ପର୍କରେ ଜନସଚେତନତା ବୃଦ୍ଧି ଲକ୍ଷ୍ୟରେ ଯୌତୁକ ନିଷେଧ ଆଇନ ଉପରେ ଏକ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ ଭବାନୀପାଟଣାସ୍ଥିତ ଷ୍ଟାଟିଷ୍ଟିକାଲ୍ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ପ୍ଲାନିଂ ଓ ମନିଟରିଂ ୟୁନିଟ୍ର… Continue reading ଯୌତୁକ ପ୍ରଥା ବିରୋଧରେ ସଚେତନତା ତାଲିମମହିଳାଙ୍କ ଅଧିକାର ଓ ସୁରକ୍ଷା ଉପରେ ଗୁରୁତ୍ୱ
ଯୌତୁକ ପ୍ରଥା ବିରୋଧରେ ସଚେତନତା ତାଲିମମହିଳାଙ୍କ ଅଧିକାର ଓ ସୁରକ୍ଷା ଉପରେ ଗୁରୁତ୍ୱ