ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପି.ପି. ଏକାଡେମୀ ହାଇସ୍କୁଲ କନଫରେନ୍ସ ହଲ୍ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା ବେହେରା ଯୋଗଦେଇ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ଜିଲ୍ଲା ଶିକ୍ଷା କ୍ରୀଡ଼ା ଅଧିକାରୀ ପ୍ରଦୀପ କୁମାର ପାତ୍ର, ପି.ପି. ଏକାଡେମୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଦ୍ୟୁତିରଞ୍ଜନ ମହାଲିଙ୍ଗ ଏବଂ ବଲାଙ୍ଗୀର… Continue reading ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ
ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ