ଗାନ୍ଧୀ ମଣିଷ ଦୋଳେଗାବିନ୍ଦସ୍ୱାଧୀନତା ସଂଗ୍ରାମୀ ଦୋଳେଗାବିନ୍ଦ ପ୍ରଧାନଙ୍କ ଅଷ୍ଟମ ଶ୍ରାଦ୍ଧ ପାଳନ

ଭୁବେନଶ୍ୱର, ୧୬.୯ : ମହାତ୍ମା ଗାନ୍ଧୀ ଅହିଂସା ଐତିହ୍ୟ ଟ୍ରଷ୍ଟ ପକ୍ଷରୁ ବୁଧବାର ସନ୍ଧ୍ୟୋର ଭୁବେନଶ୍ୱର ବୁଦ୍ଧମନ୍ଦିର ସଭାଗୃହେର ଟ୍ରଷ୍ଟର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞୋନନ୍ଦ୍ରଙ୍କ ପୌରହିତ୍ୟେର ବିଶିଷ୍ଟ ସ୍ୱାଧୀନତା ସଂଗ୍ରମାୀ, ପୂବର୍ତନ ମନ୍ତ୍ରୀ ସ୍ୱଗର୍ତ ଦୋଳେଗାବିନ୍ଦ ପ୍ରଧାନଙ୍କ ଅଷ୍ଟମ ପୂଣ୍ୟତିଥି ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭୋବ ଉଦ୍ଘାଟନ କରି ବରିଷ୍ଠ ସନ୍ଥ ପରମହଂସ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ କହେିଲ ଯେ, ସ୍ୱଗର୍ତ ପ୍ରଧାନ ସପ୍ତମ ଶ୍ରେଣେୀର ପାଠ ପଢୁଥିବା େବେଳ ମହାତ୍ମାଗାନ୍ଧୀଙ୍କ ଆହ୍ୱାନେର ଦେଶ… Continue reading ଗାନ୍ଧୀ ମଣିଷ ଦୋଳେଗାବିନ୍ଦସ୍ୱାଧୀନତା ସଂଗ୍ରାମୀ ଦୋଳେଗାବିନ୍ଦ ପ୍ରଧାନଙ୍କ ଅଷ୍ଟମ ଶ୍ରାଦ୍ଧ ପାଳନ

ଫିଲ୍ମ ଷ୍ଟାଇଲରେ ଲୁଟ୍ ଉଦ୍ୟମ; ବ୍ୟାଙ୍କ କର୍ମଚାରୀଙ୍କ ସାହସରେ ଫେଲ୍ ମାରିଲା ଲୁଟେରାଙ୍କ ଯୋଜନା!

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିନ ଦ୍ୱିପ୍ରହରରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ନିକଟରେ ଲୁଟ୍ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ତେବେ ବ୍ୟାଙ୍କ କର୍ମଚାରୀଙ୍କ ସାହସ ଓ ପ୍ରତିରୋଧ ଯୋଗୁଁ ଲୁଟେରାଙ୍କ ଯୋଜନା ବିଫଳ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁସାରେ, ବାଲୁଗାଁ PNB ଶାଖା ନିକଟସ୍ଥ ATMରୁ ବ୍ୟାଙ୍କର କ୍ୟାସିୟର ରମେଶ ବେହେରାଙ୍କ ସମେତ ଦୁଇଜଣ କର୍ମଚାରୀ ପ୍ରାୟ ୨୮ ଲକ୍ଷ ଟଙ୍କା ନେଇ ବ୍ୟାଙ୍କକୁ ଫେରୁଥିଲେ। ଏହି ସମୟରେ… Continue reading ଫିଲ୍ମ ଷ୍ଟାଇଲରେ ଲୁଟ୍ ଉଦ୍ୟମ; ବ୍ୟାଙ୍କ କର୍ମଚାରୀଙ୍କ ସାହସରେ ଫେଲ୍ ମାରିଲା ଲୁଟେରାଙ୍କ ଯୋଜନା!

କୌଶଲ୍ୟାଗଙ୍ଗ ଫାଣ୍ଡିରେ ବର୍ଷା ଜଳ ନିଷ୍କାସନରେ ବାଧାପ୍ରାପ୍ତ।

ଆଣ୍ଠୁଏ ପାଣିରେ ପଶିଲେ ଦେବେ ଫାଣ୍ଡିରେ ଏତଲା। ବାଲିଅନ୍ତା ୧୬/୦୯ (ଗୋବର୍ଦ୍ଧନ ଦାସ):– ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଉତ୍ତରା ଛକ ମୁଖ୍ୟରାସ୍ତାରୁ ମାତ୍ର ୨/୩ ଶହ ମିଟର ଦୂରରେ କୌଶଲ୍ୟାଗଙ୍ଗ ଫାଣ୍ଡି ଅବସ୍ଥାପିତା। ଫାଣ୍ଡି ଆଗରେ ଅସରାଏ ବର୍ଷା ହେଲେ ପାଣି ଲହଡ଼ି ଭାଙ୍ଗୁଛି ।ଏହି ବର୍ଷା ଜଳ ଦୀର୍ଘ ଦିନ ଧରି ଜମିରହି ଦୁର୍ଗନ୍ଧ ବାହାରୁଛି। ମେଲେରିଆ ମଶା , ବିଷାକ୍ତ ସାପ ଭୟ ମଧ୍ୟ ଥିବାବେଳେ ନିଷ୍କାସନ ହୋଇପାରୁନଥିବାରୁ ଅନେକ ସମସ୍ୟା ଦେଖିବାକୁ ମିଳିଛି।… Continue reading କୌଶଲ୍ୟାଗଙ୍ଗ ଫାଣ୍ଡିରେ ବର୍ଷା ଜଳ ନିଷ୍କାସନରେ ବାଧାପ୍ରାପ୍ତ।

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ।

ଚିଲିକା,୧୬ I୯: ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ଉପଲକ୍ଷେ ବାଣପୁର ସତସଙ୍ଗ ବିହାର ଠାରେ ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି। ଦୀଘ୍ର ଏକ ମାସ ଧରି ଚାଲିଥିବା ସତସଙ୍ଗ ପରିକ୍ରମାର ଉଦ୍ ଯାପନୀ ଦିବସରେ ବହୁ ଭକ୍ତଙ୍କର ସମାଗମ ଦେଖିବାକୁ ମିଳିଥିଲା । ଏଥିରେବହୁ ସଂଖ୍ୟାରେ ଭକ୍ତମାନେ ଯୋଗ ଦେଇଥିଲେ । ପ୍ରଥମେ ଶୁଭଶଙ୍ଖ ଧ୍ୱନୀ ତିନଥର ଦିଆ ଯିବା ପରେ ପ୍ରାର୍ଥନା ଆରମ୍ଭ କରାଯାଇ ଥିଲା ।ଠକୁରଙ୍କ ସତ୍ୟାନୁସରଣ ସହିତ ନାରୀନିତି… Continue reading ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ।

ଦାରୁଠେଙ୍ଗ ସତ୍ୟମହିମାରେ ନବାନ୍ନ

ଭୁବନେଶ୍ୱର ତା 16/09/26 ଆଶ୍ରମ ଗୋବିନ୍ଦ ବାବା ଙ୍କ ଗାଦି ପୀଠ ରେ ପ୍ରତି ବର୍ଷ ପରି ଏ ବର୍ଷ ମଧ୍ୟ ନବାନ୍ନ ମହୋତ୍ସବ ପାଳିତ ହୋଇ ଯାଇଅଛିବ୍ରହ୍ମଲୀନ ବ୍ରହ୍ମ ଅବଧୁତ ଜୟକୃଷ୍ଣ ବାବା ମହୋଦୟ ଙ୍କ ପୂର୍ଵ ଆଦେଶ ଅନୁସାରେ ଓ ବ୍ରଜବନ୍ଧୁ ଙ୍କ ତତ୍ତ୍ୱବଧାନତା ରେ ପୂର୍ବ ସନ୍ଧ୍ୟା ରେ ବିଶ୍ୱ ବ୍ରହ୍ମାଣ୍ଡ ର କଲ୍ୟାଣ ନିମନ୍ତେ ଘୃତାବତୀ ପ୍ରଜ୍ବଳନ କରାଯାଇ ଥିଲାତତ୍ପରେ ବୁଧ ବାର ପ୍ରାତଃ ସମୟରେ ନୂଆ ଚୁଡା ରେ ପ୍ରସ୍ତୁତ… Continue reading ଦାରୁଠେଙ୍ଗ ସତ୍ୟମହିମାରେ ନବାନ୍ନ

You cannot copy content of this page