ସମାଜସେବୀ ଉମାକାନ୍ତ ମହାପାତ୍ରଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଚଳୀ ସଭା |

ଚିଲିକା, ୧୮।୯:ନାଚୁଣୀର ଅଗ୍ରଣୀ ସାହିତ୍ୟ, ସଂସ୍କୃତି ଓ ସାମାଜିକ ଅନୁଷ୍ଠାନ”ଜାଗୃତିକା” ତରଫରୁ ମୁକ୍ତି ଚିନ୍ତନ ପରିଷଦର ବରିଷ୍ଠ ଉପଦେଷ୍ଟା, ଗାୟକ ରତ୍ନ ଲୋକନାଥ କର ଜୟନ୍ତୀ କମିଟିର ସଦସ୍ୟ ତଥା ସମାଜସେବୀ ସ୍ବର୍ଗତ ଉମାକାନ୍ତ ମହାପାତ୍ରଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇ ଅଛି । ସଭାର ପ୍ରାରମ୍ଭରେ ଉପସ୍ଥିତ ଥିବା ସଦସ୍ୟମାନେ ସ୍ଵର୍ଗତ ଉମାକାନ୍ତ ମହାପାତ୍ରଙ୍କ ତୈଳଚିତ୍ରରେ ଧୂପପୁଷ୍ପ ଅର୍ପଣ କରିବା ପରେ ଆତ୍ମାର ସଦଗତି ନିମିତ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ ।ଜାଗୃତିକାର… Continue reading ସମାଜସେବୀ ଉମାକାନ୍ତ ମହାପାତ୍ରଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଚଳୀ ସଭା |

You cannot copy content of this page