ସ୍ନିଗ୍ଧା ଏକାଡ଼େମୀର କନ୍ୟାମାନଙ୍କ ଦ୍ୱାରାନବମାତୃକା ପୂଜା

ଭୁବନେଶ୍ୱର, ୧୨.୧୦ : ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ନବମାତୃକା ପୂଜାରେ ଭୁବନେଶ୍ୱର ସ୍ନିଗ୍ଧା ଏକାଡ଼େମୀର ଅଧ୍ୟକ୍ଷା ଶ୍ରୀମତୀ ବିିଚିତ୍ରା ରଥଙ୍କ ନେତୃତ୍ୱରେ ସର୍ବସୁଶ୍ରୀ ରାଜଶ୍ରୀ ରାଜଲକ୍ଷ୍ମୀ, ଶ୍ରଦ୍ଧାଶ୍ରୀ, ଅଭିପ୍ସା ସାହୁ, ବି. ଖୁସି ପାତ୍ର, ଅନୁଷ୍କା ପରିଡ଼ା, ସିଦ୍ଧି ସମୃଦ୍ଧି ଆ•ର୍ଯ୍ୟ, ସୌମ୍ୟାଶ୍ରୀ ଷଡ଼ଙ୍ଗୀ, ଶ୍ରଦ୍ଧାଶ୍ରୀ ଜେନା, ଆଦ୍ୟାଶା ସାହୁ, ସୌଜନ୍ୟା ବେହେରା, ଶାଳିନୀ ଜେନା ପ୍ରମୁଖ ଅଂଶଗ୍ରହଣ କରିଥିଲେ । ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଶ୍ରୀମଦ୍ ବାବା ବଳିଆ, ପରମହଂସ… Continue reading ସ୍ନିଗ୍ଧା ଏକାଡ଼େମୀର କନ୍ୟାମାନଙ୍କ ଦ୍ୱାରାନବମାତୃକା ପୂଜା

@ ଏକାମ୍ର ମା’ ଦୁର୍ଗା ମହୋତ୍ସବ-୨୦୨୬ସ୍ମରଣିକା “ମହାଦେବୀ” ଉନ୍ମୋଚିତ

@ ବରିଷ୍ଠ ମୂର୍ତି କାରିଗର ଶ୍ରୀଯୁକ୍ତ ବିଦ୍ୟୁତ ପ୍ରଧାନ ଓ ବରିଷ୍ଠ ମେଢ କାରିଗର ଶ୍ରୀଯୁକ୍ତ ନବ କିଶୋର ବଟୁଙ୍କୁ “ମହାଦେବୀ ସମ୍ମାନ-୨୦୨୬” @ ଏକାମ୍ର ଭୁବନେଶ୍ଵର ର୍ନିବାଚନ ମଣ୍ଡଳୀର ୪୮ଟି ଦୁର୍ଗା ପୂଜା ଓ ହରପାର୍ବତୀ କମିଟିର ମୂରବୀ ଓ କାର୍ଯ୍ୟକର୍ତ୍ତାମାନଙ୍କୁ ସମ୍ମାନିତ କରାଗଲା । ବାଲିଅନ୍ତା ୧୨/୧୦ (ଗୋବର୍ଦ୍ଧନ ଦାସ):- ଭୁବନେଶ୍ଵର ସାମନ୍ତରାପୁରସ୍ଥିତ ରୟାଲ ରିସୋର୍ଟରେ ମା ଦୁର୍ଗା ମହୋତ୍ସବ କମିଟି ତରଫରୁ ‘ଏକାମ୍ର ଦୁର୍ଗା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଅଛି । ଅନୁଷ୍ଠାନର ସଭାପତି… Continue reading @ ଏକାମ୍ର ମା’ ଦୁର୍ଗା ମହୋତ୍ସବ-୨୦୨୬ସ୍ମରଣିକା “ମହାଦେବୀ” ଉନ୍ମୋଚିତ

“ମା”ଙ୍କୁ ପୂଜା ସମାଜ ସଂସ୍କାରର ଏକ ଦୃଢବାର୍ତ୍ତା

ବାଚସ୍ପତି ଶ୍ରୀମତୀ ପାଢୀଭଗବାନ ମୀନ ଅବତାର ଥିଲେ ମହର୍ଷି ଦୟାନନ୍ଦ : ପଦ୍ମଶ୍ରୀ ବାବା ବଳିଆଆର୍ଯ୍ୟସମାଜ ପକ୍ଷରୁ ନବମାତୃକା ପୂଜାମହାସମାରୋହରେ ଅନୁଷ୍ଠିତଭୁବନେଶ୍ୱର, ୧୧.୧୦ : ନବରାତ୍ରର ପ୍ରଥମ ଦିବସ ରବିବାର ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ୭ମ ନବମାତୃକା ପୂଜାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ କହିଲେ ଯେ, ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଏ ଯେଉଁ ଅଭିନବ ପରିକଳ୍ପନା କରାଯାଇଛି ଏହାର ସୁଦୂରପ୍ରସାରୀ ପ୍ରଭାବ… Continue reading “ମା”ଙ୍କୁ ପୂଜା ସମାଜ ସଂସ୍କାରର ଏକ ଦୃଢବାର୍ତ୍ତା

ସୈନିକସ୍କୁଲ ପାଖରୁ ଡମ୍ପିୟାର୍ଡ଼ ହଟାଇବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଆଦେଶର ତୁରନ୍ତ ପାଳନ ପାଇଁ ମୁଖ୍ୟସଚିବଙ୍କୁ ଭେଟିବ ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ

ପୁଣି ଅଳିଆଗାଡ଼ି ବନ୍ଦ କରିବାପାଇଁ ନିଷ୍ପତି ଭୁବନେଶ୍ୱର ତା 11 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ପାଇଁ ଅଜି ସାରା ଦେଶରେ ଆମକୁ ନିନ୍ଦିତ ହେବାକୁ ପଡିଛି l କେନ୍ଦ୍ର ପ୍ରତିରକ୍ଷା ବିଭାଗ ଏହି ଗୌରବ ମୟ ଅନୁଷ୍ଠାନ ନିକଟରୁ ତୁରନ୍ତ ଅଳିଆ ଗଦା ହଟାଇବାକୁ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛି l ଅଳିଆ ଗଦା ହଟାଅ ଅଭିଯାନ ର ଦୀର୍ଘ ଦିନ ଧରି ଦାବୀ, ଧାରଣା, ଧର୍ମଘଟ, ଅନଶନ ପରେ… Continue reading ସୈନିକସ୍କୁଲ ପାଖରୁ ଡମ୍ପିୟାର୍ଡ଼ ହଟାଇବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଆଦେଶର ତୁରନ୍ତ ପାଳନ ପାଇଁ ମୁଖ୍ୟସଚିବଙ୍କୁ ଭେଟିବ ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ

You cannot copy content of this page