ପୂଜାରେ ଡମପିଙ୍ଗ ୟାର୍ଡ଼କୁ ଅଳିଆଗାଡ଼ି ବନ୍ଦ ନକଲେ ଅନଶନ ନିଷ୍ପତି ଭୁବନେଶ୍ୱର ତା 14 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ସ୍ଥାନାନ୍ତର ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଏହି ଗୌରବ ମୟ ଅନୁଷ୍ଠାନ ନିକଟରୁ ତୁରନ୍ତ ଅଳିଆ ଗଦା ହଟାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି l ଅଳିଆ ଗଦା ହଟାଅ ଅଭିଯାନ ର ଦୀର୍ଘ ଦିନ ଧରି ଦାବୀ, ଧାରଣା, ଧର୍ମଘଟ, ଅନଶନ କରି ଗlଡ଼କଣ ବେଆଇନ ଅଳିଆ ଗଦା ହଟାଇବା… Continue reading ପଲ୍ୟୁସନ ବୋର୍ଡ ସଦସ୍ୟ ସଚିବଙ୍କୁ ଭେଟିଲା ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପଲ୍ୟୁସନ ବୋର୍ଡ ସଦସ୍ୟ ସଚିବଙ୍କୁ ଭେଟିଲା ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ