ପ୍ରତାପଶାସନ ଡିଗ୍ରୀ କଲେଜରେଦିବ୍ୟରଞ୍ଜନ ସଭାପତି, ସୌମ୍ୟରଞ୍ଜନ ଉପସଭାପତିଛାତ୍ରସଂସଦ ନିର୍ବାଚନ ଫଳାଫଳ

ବାଲିଅନ୍ତା,୧୫|୧୦(ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅଧିନ ବାଳକାଟି ସ୍ଥିତ ପ୍ରତାପଶାସନ ଡିଗ୍ରୀ କଲେଜରେ ଅନୁଷ୍ଠିତ ଛାତ୍ରସଂସଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି।ଆଜି ୮ ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା l ୩ ଟାରେ ଭୋଟ ଗଣତି ହୋଇଥିଲା l କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଏହି ନିର୍ବାଚନରେ ମୋଟ ୫୧୨ ଜଣ ଭୋଟର ଥିବାବେଳେ ସେଥିମଧ୍ୟରୁ ୩୯୧ ଜଣ ଛାତ୍ରଛାତ୍ରୀ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଥିଲେ। ମତଦାନ ପ୍ରକ୍ରିୟା ଶେଷ… Continue reading ପ୍ରତାପଶାସନ ଡିଗ୍ରୀ କଲେଜରେଦିବ୍ୟରଞ୍ଜନ ସଭାପତି, ସୌମ୍ୟରଞ୍ଜନ ଉପସଭାପତିଛାତ୍ରସଂସଦ ନିର୍ବାଚନ ଫଳାଫଳ

ରାଉରକେଲାରେ ରେଳବାଇର ମିଳିତ ମକ୍ ଡ୍ରିଲ୍…ବିପର୍ଯ୍ୟୟ ମୁକାବିଲା ଓ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟର ପ୍ରସ୍ତୁତି ଉପରେ ଗୁରୁତ୍ୱ…..

ରେଳବାଇରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା, ତ୍ୱରିତ ଉଦ୍ଧାର କାର୍ଯ୍ୟ ଏବଂ ବିଭିନ୍ନ ସଂସ୍ଥା ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର ଡିଭିଜନ୍ ଅନ୍ତର୍ଗତ ବନ୍ଧମୁଣ୍ଡା ୟାର୍ଡ ଠାରେ ଏକ ମିଳିତ ମକ୍ ଡ୍ରିଲ୍ ଅନୁଷ୍ଠିତ ହୋଇଯାଇଛି। ଏହି ଅଭ୍ୟାସରେ ପାଟନାରୁ ଆସିଥିବା ଜାତୀୟ ବିପର୍ଯ୍ୟୟ ମୁକାବିଲା ବାହିନୀ (ଏନ୍‌ଡିଆର୍‌ଏଫ୍‌), ସିଭିଲ୍ ଡିଫେନ୍ସ, ସ୍କାଉଟ୍ସ ଆଣ୍ଡ ଗାଇଡ୍ସ, ରେଳବାଇ ମେଡିକାଲ୍ ଟିମ୍ ଏବଂ ଅନ୍ୟ ରେଳ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଏଥିରେ… Continue reading ରାଉରକେଲାରେ ରେଳବାଇର ମିଳିତ ମକ୍ ଡ୍ରିଲ୍…ବିପର୍ଯ୍ୟୟ ମୁକାବିଲା ଓ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟର ପ୍ରସ୍ତୁତି ଉପରେ ଗୁରୁତ୍ୱ…..

You cannot copy content of this page