ଆଦର୍ଶ ପ୍ରଧାନଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅନାବରଣ

ବୋଲଗଡ଼, ୧୮।୧୦:ବୋଲଗଡ଼ ଶିକ୍ଷା ବ୍ଳକ ଅନ୍ତର୍ଗତ ଅସରଳା ସ୍ଥିତ ହରିହର ବିଦ୍ୟାପୀଠର ଆଦର୍ଶ ପ୍ରଧାନଶିକ୍ଷକ କ୍ଷେତ୍ରମୋହନ ରଣାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ସମାଜସେବୀ ରାଧାକାନ୍ତ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଅଛି। ଏହି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ମୁଖ୍ୟ ବକ୍ତା ଭାବେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁ ଓ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମଚରଣ… Continue reading ଆଦର୍ଶ ପ୍ରଧାନଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅନାବରଣ

You cannot copy content of this page