ନୀତି ନୈତିକତା ମଧ୍ୟରେ ରହି ସାମ୍ବାଦିକତା କରିବାକୁ ଆହ୍ୱାନ ଯୁବ ସାମ୍ବାଦିକ ଉମାକାନ୍ତ ଭୋଳଙ୍କ ଏକବିଂଶତମ ଶ୍ରାଦ୍ଧବାର୍ଷିକ ପାଳିତ

୭ ବିତରକଙ୍କୁ ଉମାକାନ୍ତ ଭୋଳ ସ୍ମୃତି ସମ୍ମାନ ବାଲିଅନ୍ତା,୨୪|୧୦(ଗୋବର୍ଦ୍ଧନ ଦାସ):ସାମ୍ପ୍ରତିକ ସାମ୍ବାଦିକତା କ୍ଷେତ୍ରରେ ସାମ୍ବାଦିକ ମାନେ ନୀତି ଓ ନୈତିକତା ମଧ୍ୟରେ ରହି ସାମ୍ବାଦିକତା କରିବା ପାଇଁ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଳକ ବାଳକାଟି ଅଞ୍ଚଳର ଉଦିୟମାନ ଯୁବ ସାମ୍ବାଦିକ ସ୍ବର୍ଗତଃ ଉମାକାନ୍ତ ଭୋଳଙ୍କ ଏକବିଂଶତମ ଶ୍ରାଦ୍ଧବାର୍ଷିକ ଦିବସରେ ଯୋଗଦେଇଥିବା ଅତିଥିମାନେ ମତବ୍ୟକ୍ତ କରିଥିଲେ l ବାଳକାଟି ବଜାର ସ୍ଥିତ କ୍ଲବ ଯୁବଶ୍ରୀରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ମୃତି କମିଟିର ଅଧ୍ୟକ୍ଷ ଡ଼. କାଳନ୍ଦୀ ଚରଣ… Continue reading ନୀତି ନୈତିକତା ମଧ୍ୟରେ ରହି ସାମ୍ବାଦିକତା କରିବାକୁ ଆହ୍ୱାନ ଯୁବ ସାମ୍ବାଦିକ ଉମାକାନ୍ତ ଭୋଳଙ୍କ ଏକବିଂଶତମ ଶ୍ରାଦ୍ଧବାର୍ଷିକ ପାଳିତ

You cannot copy content of this page