ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର ତା 06/11/26 ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରାକ୍ତନ ବାଚସ୍ପତି, ସମ୍ପାଦକ, ସାହିତ୍ୟିକ ତଥା ବହୁମୁଖି ପ୍ରତିଭାଦୀପ୍ତ ବ୍ୟକ୍ତିତ୍ୱ ପଣ୍ଡିତ ନୀଳକଣ୍ଠ ଦାସଙ୍କ 59 ତମ ଶ୍ରାଦ୍ଧ ବାର୍ଷିକ ଅବସରରେ ସ୍ଥାନୀୟ ମହାଡାକପାଳଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଉତ୍କଳ ସମ୍ମିଳନୀ ଭୁବନେଶ୍ୱର କାର୍ଯ୍ୟାଳୟ ପକ୍ଷରୁ ଉପସଭାପତି ପ୍ରଫେସର ସୁରେନ୍ଦ୍ରନାଥ ମହାନ୍ତିଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ ଡା. ରାଧାନାଥ ପ୍ରହରାଜଙ୍କ ପରିଚାଳନାରେ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଉତ୍କଳ… Continue reading ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

You cannot copy content of this page