ଭୁବନେଶ୍ୱର -୧୧/୧୧ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ସମ୍ପ୍ରତି ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି | ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ନଭେମ୍ବର ୯ ଏବଂ ୧୦ ତାରିଖରେ ଦୁଇ ଦିନଧରି ବାର୍ଷିକ ଉତ୍ସବ ପାଳନ କରାଯାଇଥିଲା| ପ୍ରଥମ ଦିନ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପୂର୍ବତନ ଶାସନ ସଚିବ ଡ଼ ସୁରେଶ ଚନ୍ଦ୍ର ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ… Continue reading ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ
ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ