୬ ଲୋକସଭା କ୍ଷେତ୍ରର ନିର୍ବାଚନ ସମୟ ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଲା ୬ ଲୋକସଭା କ୍ଷେତ୍ରରେ ନିର୍ବାଚନ ସମୟ। କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ମତଦାନ ସାବ୍ୟସ୍ତ କରିବେ ଭୋଟର୍। ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ କିଛିଟା ସମୟ ପରିବର୍ତ୍ତନ କରାଯାଇଛି। ତେବେ କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା ଭୋଟ୍ ସମୟ ନିର୍ଦ୍ଦାରଣ କରାଯାଇଛି। ଦେବଗଡ଼ରେ ସକାଳ ୭ଟାରୁ ଅପରାହ୍ଣ ୫ଟା ଯାଏ ଭୋଟ୍ ଦେଇ ହେବ। ସମ୍ବଲପୁର, ରେଙ୍ଗାଲି, ଛେଣ୍ଡିପଦା, ଆଠମଲ୍ଲିକରେ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ହେବାର ସମୟ ପ୍ରକାଶ ପାଇଛି ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page