କଳାହାଣ୍ଡି,0୨/0୧(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ସ୍ଥିତ ବାଦିଲି ଠାରେ ଥିବା କିସ୍ ଆବାସିକ ବିଦ୍ୟାଳୟରେ ନୂତନ ବର୍ଷ ପାଳିତ ହେଇଯାଇଛି | ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସୁନିତା ପଣ୍ଡା ଓ ପ୍ରାଥମିକ ଶିକ୍ଷୟତ୍ରୀ ସୁଶ୍ରୀ କୁମୁଦିନୀ ମାଝୀ କିସ୍ ଛାତ୍ରୀ ମାନଙ୍କୁ ନେଇ ଜିଲ୍ଲାର ପ୍ରଶାସନିକ ଅଧିକାରୀ ମାନଙ୍କୁ ଭେଟି ନୂତନ ବର୍ଷର ଅଭିନନ୍ଦନ ଜଣେଇ ଥିଲେ | ପରେ ସନ୍ଧ୍ୟାରେ ନୂତନ ବର୍ଷକୁ ଆହୁରି ସରସ ସୁନ୍ଦର କରିବା ପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମର ଥିମ ଥିଲା ” ଝୀଅ ସବୁକିଛି କରିପାରେ ” | ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ତନ୍ମୟ କୁମାର ଦରୱାନ ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି ସମ୍ମାନିତ ଅତିଥି ଶ୍ରୀଯୁକ୍ତ ବିବେକାନନ୍ଦ ମହାନନ୍ଦ ଜିଲ୍ଲା ସଂସ୍କୃତି ଅଧିକାରୀ କଳାହାଣ୍ଡି, ଶ୍ରୀମତୀ ସ୍ନେହଲତା ଷଢଙ୍ଗି ଶିକ୍ଷ୍ୟାବିତ ତଥା ସମାଜସେବୀ ଭବାନୀପାଟଣା, ମୁଖ୍ୟବକ୍ତା ଶ୍ରୀଯୁକ୍ତ ପରମାନନ୍ଦ ମାଝୀ ସମାଜସେବୀ ତଥା କିସ୍ ର ଶୁଭଚିନ୍ତକ, କିସ୍ ର ଉପ-କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ପଧାନ, ଉପ-ପ୍ରଶାସନିକ ଅଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବିଶ୍ୱାଳ, ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସୁନିତା ପଣ୍ଡା ସମତେ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ |
ପ୍ରାରମ୍ଭରେ ପ୍ରଭୁ ଜଗତର ନାଥ ଜଗନ୍ନାଥ ଙ୍କୁ ପୂଜା ଅର୍ଚନା ପରେ ଅତିଥି ମାନଙ୍କୁ କିସ୍ ଛାତ୍ରୀ ମାନଙ୍କ ଦ୍ୱାରା ହାତ ତିଆରି ପୁଷ୍ପ ଗୁଚ୍ଛ ଦେଇ ନୂତନ ବର୍ଷର ଅଭିନନ୍ଦନ ଜଣେଇବା ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା | ମୁଖ୍ୟ ଅତିଥି ଶ୍ରୀ ଦରୱାନ ତାଙ୍କ ବକ୍ତବ୍ୟରେ ଥିମ “ଝୀଅ ସବୁକିଛି କରିପାରେ” ତା ଉପରେ ଝୀଅ ମାନଙ୍କୁ କେମିତି ଆଗକୁ ଯିବେ ତା ଉପରେ ବୁଝେଇଥିଲେ | ସେହିପରି ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ଝୀଅ ମାନଙ୍କ ବ୍ୟବହାର ଓ ଶାନ୍ତି ଶୃଙ୍ଖଳା ଦେଖି ଧନ୍ୟବାଦ ଦେବା ସହ କିସ୍ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସମାନଙ୍କୁ ମଧ୍ୟ ଭୁୟସୀ ପ୍ରଶଂସା କରିଥିଲେ | ସମାଜସେବୀ ଶ୍ରୀମତୀ ଷଢଙ୍ଗି ଝୀଅ ମାନଙ୍କୁ କହିଥିଲେ ଯିଏ ତମକୁ ଏତେ ସୁନ୍ଦର ପରିବେଶରେ ରଖି ଶିକ୍ଷା ପ୍ରଦାନ କରୁଛନ୍ତି ସେ ମହାନ ପୁରୁଷ ଡ଼. ଅଚ୍ୟୁତ ସାମନ୍ତ ଏବଂ କିସ୍ କୁ ଭୁଲିବନି ବୋଲି କହିଥିଲେ | ପରେ ଝୀଅ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ରଖାଯାଇଥିଲା | ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁ ଭାବରେ ପରିଚାଳନା କରିଥିଲେ ପ୍ରାଥମିକ ଶିକ୍ଷୟତ୍ରୀ ସୁଶ୍ରୀ ଜ୍ୟୋତିର୍ମୟୀ ରଣା | ପରିଶେଷରେ କିସ୍ ର ଉପ-କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଧାନ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ |
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ ସାଂସ୍କୃତିକ ପ୍ରତିଷ୍ଠାନ, ଖୋର୍ଦ୍ଧା ଆନୁକୁଲ୍ୟରେ ମଞ୍ଚସ୍ଥ ହୋଇଯାଇଛି। ଡ଼ଃ ପ୍ରଦୀପ ଭୈମିକ ଙ୍କ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ ଫାଉଣ୍ଡେସନ ତରଫରୁ ବିଶ୍ଵ ମହିଳା ଦିବସ ପାଳନ ଅବସରରେ କେସିଙ୍ଗା ଏନ୍ଏସିର ବୋରିଙ୍ଗପଦର
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶକ୍ତି ସଦନ ଗୃହରେ
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି ସମାଜ ପାଇଁ କିଛିି କରିବାର ଦୃଢ଼଼ ଭାବନା ତାଙ୍କୁ ଆଣି ଦେଇଛି ଏକ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ