ବାଲିଗୁଡ଼ା: ଗୋ ଓ୍ବେଲ୍ ଅଲମ୍ପିଆନ୍ ସଙ୍ଗଠନ ନୁଆ ଦିଲ୍ଲୀ ଦ୍ବାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସେଣ୍ଟ ଜନ୍ ସ୍କୁଲ୍ ରେ ଉଚ୍ଚ କୋଟୀର ପ୍ରଦର୍ଶନ । ଏହି ପ୍ରତିଯୋଗିତାରେ ବାଲିଗୁଡ଼ା ସେଣ୍ଟ ଜନ୍ ସ୍କୁଲ୍ ୨୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ହେଲେ ସେଥିରୁ ୧୫୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଉଚ୍ଚକୋଟୀର ପ୍ରଦର୍ଶନ କରି ସ୍ବର୍ଣ୍ଣ , ରୋୖପ୍ୟ ଓ କାଂସ୍ୟ ପଦକ ହାତେଇ ନେଇଛନ୍ତି । ଅଧ୍ୟକ୍ଷା ସିଷ୍ଟର ନମିତା କୁଲୁଙ୍କ ଅଧ୍ୟକ୍ଷତାରେ ସ୍କୁଲ୍ ପରିସରରେ ଏକ ସମ୍ବର୍ଧନା ସଭାର ଆୟୋଜିତ କରାଯାଇଥିଲା । ଏଥିରେ ଅଧ୍ୟକ୍ଷାଙ୍କ ସମେତ ଉପାଧ୍ୟକ୍ଷ ଫାଦେର ମନୋରଞ୍ଜନ ସିଂ,ଫାଦେର ଉଦୟନାଥ ବିଷୋୟୀ କୃତି ଛାତ୍ରଛାତ୍ରୀଙ୍କୁ ମେଡାଲ୍ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ପୁଷ୍ପିତା ପି.ସିଂ, ସିଷ୍ଟର ରେଖା, ସିଷ୍ଟର ଅଞ୍ଜଳି ଦାସ, ଶିକ୍ଷକ ଏସରାନ୍ ଦିଗାଲ, ଲକ୍ଷ୍ମିକାନ୍ତ ନାୟକ, ବିଶ୍ବଜିତ ନାୟକ, ଶିକ୍ଷୟିତ୍ରୀ ସ୍ୱାଗତିକା ପୃଷ୍ଟିଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀଙ୍କ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପୁର୍ଣ୍ଣ ସହଯୋଗ କରିବା ସହ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟପଟେ ଏଭଳି ସଫଳତା ପାଇଁ ଅଧ୍ୟକ୍ଷା ନମିତା କୁଲୁ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତାଙ୍କୁ ଶ୍ରେୟ ଦେଇଥିବା ବେଳେ ଏହି ଅନୁଷ୍ଠାନ ଆଗକୁ ଆହୁରି ଅଗ୍ରଗତି କରିବ ବୋଲି ଆଶା ବାନ୍ଧିଛନ୍ତି । ସେପଟେ ଏଭଳି ଏକ ଗୁରୁତ୍ବପୂର୍ଣ୍ଣ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବା ଏବଂ ଏଥିରେ ସଫଳତା ପାଇବା ଆମପାଇଁ ଗର୍ବ । ଆମେ ଏହି ପୁରସ୍କାର ପାଇ ଯେତିକି ଖୁସି ଅଛୁ ଆମ ବିଦ୍ୟାଳୟକୁ ନେଇ ମଧ ବେସ୍ ଗର୍ବିତ ବୋଲି କହିଛନ୍ତି କୃତି ଛାତ୍ରଛାତ୍ରୀ ।
ଗୋ ଓ୍ବେଲ୍ ଅଲମ୍ପିଆନ୍ ପ୍ରତିଯୋଗିତାରେ ବାଲିଗୁଡ଼ା ସେଣ୍ଟ ଜନ୍ ସ୍କୁଲର ଚମତ୍କାର ପ୍ରଦର୍ଶନ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ