ଭୁବନେଶ୍ୱର: ଓଡ଼ିଆରେ ଓଡ଼ିଶାର ଶାସନ ପାଇଁ ଭାଷା ଆନ୍ଦୋଳନର ଦୀର୍ଘ ଦିନର ଆନ୍ଦୋଳନ ଫଳରେ ଓଡ଼ିଆ ଭାଷା ସରକାରୀ ଭାଷା ହେବା ପାଇଁ ପଥ ପରିସ୍କାର ହୋଇଥିଲା | ପରବର୍ତ୍ତୀ ସମୟରେ ଭାଷା ଆନ୍ଦୋଳନ ଓଡିଶା, ଓଡ଼ିଆ ଭାଷାର ସୁରକ୍ଷା ସହିତ ଓଡ଼ିଶାର ସମସ୍ତ ଦେଶୀଆ ଭାଷା ଗୁଡିକର ସୁରକ୍ଷା ପାଇଁ କାମ ଆରମ୍ଭ କରିଥିଲା | ଏପରିକି ଓଡ଼ିଶୀ ସଙ୍ଗୀତର ଶାସ୍ତ୍ରୀୟତା ପାଇଁ ମଧ୍ୟ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଅଛି | ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ନେଇ “ଓଡ଼ିଶା” ଭୂଖଣ୍ଡ ହୋଇଥିବାବେଳେ ଓଡ଼ିଶାରେ ଅନ୍ୟ ଦେଶିଆ ଭାଷା ଗୁଡିକର ସୁରକ୍ଷା ମଧ୍ୟ ଆମର ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ | “ଭାଷା ଆନ୍ଦୋଳନ,ଓଡିଶା” ଏବେ “ଶବ୍ଦସ୍ପର୍ଶ” ତରଫରୁ “ଓଡ଼ିଆରେ ଓଡ଼ିଶାର ଶାସନ ପାଇଁ ଓଡ଼ିଆ ଜାତିର ଅଭିଯାନ” ପରିପ୍ରେକ୍ଷୀରେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ଉତ୍କଳ ସାମ୍ବାଦିକ ସଂଘ ସହଯୋଗରେ “ଗଣତନ୍ତ୍ର ପାଇଁ ମାତୃଭାଷାରେ ଶାସନର ଆବଶ୍ୟକତା” ବିଷୟ ଉପରେ ଉତ୍କଳ ସାମ୍ବାଦିକ ସଂଘ ସମ୍ମିଳନୀ କକ୍ଷରେ ଏକ ସାରଗର୍ଭକ ଆଲୋଚନା ହେବା ସହିତ ଆମ ଭାଷାରେ ଶାସନ ସହିତ, ସମସ୍ତ ସରକାରୀ ନଥି, କାଗଜ ଓଡ଼ିଆରେ ସରକାରୀ ସ୍ତରରେ ପ୍ରସ୍ତୁତ ହେଉ ଏହା ଥିଲା ଆଜିର ଆହ୍ୱାନ l ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟତା ପ୍ରଦାନ ପାଇଁ ମାନ୍ୟବର ମନ୍ତ୍ରୀଙ୍କ ନିକଟରେ ରଖିବା ପୂର୍ବରୁ ସେ ସମ୍ପର୍କିତ ନଥି ଏବଂ ପଦ୍ଧତିକୁ ବ୍ୟପାକ ଭାବେ କାର୍ଯ୍ୟ କରିବା ଆଲୋଚନରେ ବକ୍ତା ମାନେ ଆଲୋଚନା କରିଥିଲେ | ଗଣତନ୍ତ୍ରରେ ମାତୃଭାଷାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ତାହା ତୁରନ୍ତ ସରକାର ପଦକ୍ଷେପ ନିଅନ୍ତୁ ବୋଲି ମତପ୍ରକାଶ ପାଇଥିଲା | ବିଛିର୍ଣ୍ଣାଞ୍ଚଳରେ ଥିବା ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ଓଡ଼ିଶାରେ ମିଶାଇବା ବା ସେମାନଙ୍କ ସହ ସୁସମ୍ପର୍କ ରଖି ଓଡ଼ିଶା ସହ ସେମାନଙ୍କର ସମ୍ପର୍କ ଓ ପରମ୍ପରା ସହ ସେମାନଙ୍କର ସୁଖ ଦୁଃଖର ସାଥି ହୋଇ ରହିବା ପାଇଁ ପଦକ୍ଷେପ ନେବା ଜରୁରୀ ବୋଲି ମତ ପ୍ରକାଶ ପାଇଥିଲା | ବିଶେଷକରି ମହାରାଷ୍ଟ୍ରର ସରକାର ସରକାରୀ କାର୍ଯ୍ୟରେ ଲେଖିବା କହିବା ନିଜ ମାତୃଭାଷାକୁ ପ୍ରାଥମିକତା ଦେଇଥିବାବେଳେ ମାଡ୍ରାସ ଉଚ୍ଚ ନ୍ୟାୟାଳୟ ମଧ୍ୟ ସମାନ କଥା କହିଛନ୍ତି | ଅର୍ଥାତ ଆମର ପ୍ରଥମ ଭାଷାଭିତ୍ତିକ ରାଜ୍ୟରେ କାହିଁକି ମାତୃଭାଷାରେ ସରକାରୀ କାର୍ଯ୍ୟ ହୋଇ ପାରିବ ନାହିଁ ବୋଲି ସମସ୍ତ ବକ୍ତାମାନେ ମତ ପ୍ରକାଶ କରିଥିଲେ | ଏପରିକି ଓଡ଼ିଶା ଭୂଖଣ୍ଡ ଗଠନ ପାଇଁ ଯେଉଁ ସ୍ୱର ଗୁଞ୍ଜରିତ ହୋଇ ସମଗ୍ର ରାଜ୍ୟରେ ନୂତନ ଜାଗରଣ ସୃଷ୍ଟି ହୋଇଥିଲା ସେହି ସଂଗୀତକୁ ସମସ୍ତେ ସମ୍ମାନ ଦେବା ଆମର ପ୍ରଥମ କର୍ତ୍ତବ୍ୟ, ଯାହାକି ଆମେ ଆମ ପୂର୍ବଜକୁ ସମ୍ମାନ ଦେଉଛେ ନିଶ୍ଚୟ | ତେଣୁ ସମସ୍ତେ ବନ୍ଦେ ଉତ୍କଳ ଜନନୀକୁ ସମ୍ମାନ ଦେବା ବିଧେୟ | ଏହି ପରିପ୍ରେକ୍ଷୀରେ ଭାଷା ଆନ୍ଦୋଳନ ଓଡିଶା ତାର ଆଗାମୀ ଦିନର କାର୍ଯ୍ୟକ୍ରମ ଗୁଡିକ ସ୍ଥିରୀକୃତ କରିଥିଲା | ଏହି ଉତ୍ସବରେ ଭାଷା ଆନ୍ଦୋଳନ ଓଡ଼ିଶାର ସଭାପତି (ଶାସ୍ତ୍ରୀୟ କମିଟି )ଜାନକୀଷ ବଡ଼ପଣ୍ଡା ସଭାପତିତ୍ୱ କରିଥିବାବେଳେ ମୁଖ୍ୟଅତିଥି ଭାବରେ ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୁତି ଭୂଷଣ କର ଯୋଗଦେଇ ଭାଷା ପାଇଁ ଗଣ ଓ ଗଣମାଧ୍ୟମର ଭୂମିକା ଉପରେ ବେଶ ଗୁରୁତ୍ୱ ଦେଇଥିଲେ ଯାହାକି ଭାଷା ଆନ୍ଦୋଳନ ଓଡ଼ିଶାର ମନ୍ତ୍ର ଭାବେ ପରିଚିତ ଥିଲା | ସମ୍ମାନିତ ଅତିଥି ଭାବରେ ସମ୍ବଲପୁର ଭାଷା ଆନ୍ଦୋଳନର ଅଧ୍ୟକ୍ଷ ଡ଼ ଗିରିଜା ଶଙ୍କର ଶର୍ମା , ପ୍ରଗତିବାଦୀର ପରିଚାଳନା ସମ୍ପାଦକ ବିରୁପାକ୍ଷ ତ୍ରିପାଠୀ ଓଡ଼ିଆ ଭାଷା ପାଇଁ ଭାଷା ଆନ୍ଦୋଳନର ଅବଦାନକୁ ଓଡିଶାବାସୀ ଭୁଲିପାରିବେ ନାହିଁ ଆଗାମୀ ଦିନରେ ଭାଷା ଆନ୍ଦୋଳନର ଉଦ୍ୟମ ନିଶ୍ଚୟ ଓଡ଼ିଶାର ସମସ୍ତ ଭାଷା ଗୋଟିଏ ରଜ୍ଜୁରେ କେବଳ ଭାଷା ଆନ୍ଦୋଳନ, ଓଡିଶା ବାନ୍ଧି ପାରିବ ବୋଲି ସ୍ପଷ୍ଟ ଭାବେ କହିଥିଲେ | ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱରାଜ ନାୟକ, ସାଗର ଶତପଥୀ, ଡମ୍ବୁରଧର ହରଣସିଂହ, ଜଗନ୍ନାଥ ପରିଛା, ଅମରେନ୍ଦ୍ର ମହାପାତ୍ର, ରବୀନ୍ଦ୍ର ବିଶ୍ୱାଳ, ହୀରାଲାଲ ନାୟକ, ଲିଙ୍ଗରାଜ ସାହୁ , ଅଂଶୁମାନ ଦାସ, ଅରବିନ୍ଦ ତ୍ରିପାଠୀ, ରମେଶ ମହାପାତ୍ର, ନଗେନ ନାୟକ ପ୍ରମୁଖ ଯୋଗଦେଇ ମତ ରଖିଥିଲେ | ଭାଷା ଆନ୍ଦୋଳନ ଓଡ଼ିଶାର ଆବାହକ ପବିତ୍ର ମହାରଥା ଭାଷା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ | ଭାଷା ଆନ୍ଦୋଳନ ଓଡ଼ିଶାର ଉପସଭାପତି ସାରଦା ପ୍ରସାଦ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ |
ଗଣତନ୍ତ୍ର ପାଇଁ ମାତୃଭାଷାରେ ଶାସନର ଆବଶ୍ୟକତା ଆଜିର ଆଗ୍ନେୟ ଆହ୍ୱାନ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ ସାଂସ୍କୃତିକ ପ୍ରତିଷ୍ଠାନ, ଖୋର୍ଦ୍ଧା ଆନୁକୁଲ୍ୟରେ ମଞ୍ଚସ୍ଥ ହୋଇଯାଇଛି। ଡ଼ଃ ପ୍ରଦୀପ ଭୈମିକ ଙ୍କ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ ଫାଉଣ୍ଡେସନ ତରଫରୁ ବିଶ୍ଵ ମହିଳା ଦିବସ ପାଳନ ଅବସରରେ କେସିଙ୍ଗା ଏନ୍ଏସିର ବୋରିଙ୍ଗପଦର
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶକ୍ତି ସଦନ ଗୃହରେ
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି ସମାଜ ପାଇଁ କିଛିି କରିବାର ଦୃଢ଼଼ ଭାବନା ତାଙ୍କୁ ଆଣି ଦେଇଛି ଏକ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ