ଗୋଲାମୁଣ୍ଡା ୧୪/୪(ଜନ୍ମେଜୟ ନାଏକ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ସ୍ଥିତ ଚପ୍ରିଆ, ବନ୍ଧାଗାଁ , ସାନଚେରଗାଁ, ଦେକୋଟ, ଖମାର ହଳଦୀ, ଗୋଲାମୁଣ୍ଡାରେ ଭାରତ ରତ୍ନ ଡଃ ବାବା ସାହେବ ଅମ୍ବେଦକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଫୁଣ୍ଡା ସ୍ଥିତ ଧାନ ମଣ୍ଡି ଠାରେ ମଧ୍ୟ ବାବା ସାହେବଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଡମ୍ବ ସମାଜ ବିକାଶ ପରିଷଦ ସଭାପତି ରାମ କୁମାର ସେନାପତିଙ୍କ ଅଧ୍ୟକ୍ଷତାରେ ଜନ୍ମ ଜୟନ୍ତୀ ଉତ୍ସବରେ ଡ଼ମ୍ବ ସମାଜର ସମ୍ପାଦକ କପୂର୍ଚାନ ସେଠିଆ, ଶିକ୍ଷକ ସୁବାସ ବାଗ, ସମାଜ ସେବୀ ଉଦିଆ ନିଆଳ, ସନ୍ତୋଷ ସୁନାନୀ, ବିଜେପି କର୍ମୀ ଭାଗ୍ୟବାନ ବାଗ, ଯୁବ ଆଇନଜିବୀ ପ୍ରୁଥିରାଜ ତାଣ୍ଡି, ଅବସର ପ୍ରାପ୍ତ ଶିକ୍ଷକ ମକରନ୍ଦ ଦୀପ, ଅବସର ପ୍ରାପ୍ତ ଶିକ୍ଷକ ଅଭିମନ୍ୟୁ ନାଏକ, କବି ଓ ସାମ୍ବାଦିକ ଜନ୍ମେଜୟ ନାଏକ, ଗୋଲାମୁଣ୍ଡା ପ୍ରମୁଖ ମଞ୍ଚାସିନ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ପୁରୁଷ ଓ ମହିଳା, ବାଳକ, ବାଳିକା ମାନଙ୍କ ଉପସ୍ଥିତରେ ସର୍ବ ପ୍ରଥମେ ବାବାସାହେବ ଆମ୍ବେଦକରଙ୍କ ଫଟୋଚିତ୍ରରେ ଧୂପ ଦୀପ ସହ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ମଞ୍ଚାସିନ ଅତିଥି ମାନେ ବାବାସାହେବଙ୍କ ଜୀବନୀ ଗାଥା ଏବଂ ନୀତି ଆଦର୍ଶ ଉପରେ ବିସ୍ତୃତ ଭାବରେ ଅଭିଭାଷଣ ରଖିଥିଲେ । ଏହି ଅବସରରେ ମୀରା ନିଆଳ, ପ୍ରଜ୍ଞା ନୀଆଲ୍ ଦୁଇଜଣ ଝିଅ ସାଂସ୍କୃତିକ କାର୍ଯ୍ୟକ୍ରମରେ ପରିବେଷଣ କରିଥିଲେ । ଯୁବ ସମାଜ ସେବୀ ମୁରଲୀଧର ବାଗ ମଞ୍ଚ ପରିଚାଳନା କରିଥିବା ବେଳେ ହରି ଶଙ୍କର ନିଆଳ ଧନ୍ୟବାଦ ଜ୍ଞାପନ ଜଣାଇଥିଲେ ।
ଡଃ ବାବାସାହେବ ଅମ୍ବେଦକର ଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଉଦଯାପିତ
ବାଲିଅନ୍ତା୨୪/୦୬( ଗୋବର୍ଦ୍ଧନ ଦାସ):ରାଜ୍ୟ ସରକାରଙ୍କର ସଫଳତାର ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ବାଲିଅନ୍ତା ବ୍ଲକ ପରିସରରେ ୫ ଦିନ ଧରି ଚାଲିଥିବା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ଏହି ଅବସରରେ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା
ଧର୍ମଗଡ଼ ଉପଖଣ୍ଡ ଚିକତ୍ସାଳୟ ର ରକ୍ତ ଭଣ୍ଡାର ପୁନଃ କାର୍ଯ୍ୟକ୍ଷମ ପାଇଁ ଡିଫାଇନ କଳାହାଣ୍ଡି ତରଫରୁ ଦାବି ପତ୍ର ପ୍ରଦାନ
ଧର୍ମଗଡ଼ ୨୨/୬/କଳାହାଣ୍ଡି ଜିଲ୍ଲା ଧର୍ମଗଡ ଚିକିତ୍ସାଳୟ ରେ ଥିବା ରକ୍ତ ଭଣ୍ଡାର ଗତ କିଛି ଦିନ ପୂର୍ବରୁ ବନ୍ଦ ହୋଇଥିବା ଯୋଗୁଁ ରୋଗୀ ମାନେ ଆବଶ୍ୟକ ସମୟରେ ରକ୍ତ ନ ପାଇଁ ଅନେକ ଅସୁବିଧା ର ସମ୍ମୁଖୀନ ହେଉଥିବା ବେଳେ ଛତାଗୋଏରା
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତରଫରୁ ଗ୍ରୀଷ୍ମକାଳୀନ କର୍ମଶାଳାର ଉଦଯାପନୀ ସଂନ୍ଧ୍ୟା
ପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଗତ ମେ ମାସ ୧୫ତାରିଖ ଠାରୁ ୨୫ତାରିଖ ପର୍ଯ୍ୟନ୍ତ (୧୧ଦିନ ଧରି) ଗ୍ରୀଷ୍ମକାଳୀନ କର୍ମଶାଳା ଆୟୋଜିତ ହୋଇଥିଲା। ଏହାର ଉଦଯାପନୀ ନ୍ଧ୍ୟା ବ୍ ସୁନ୍ଦର ଭାବରେ ଅନୁଷ୍ଠାନ ତରଫରୁ ପାଳନ କରାଯାଇଥିଲା ଏବଂ ସନ୍ଧ୍ୟାରେ
ପଦ୍ମଶ୍ରୀ ବିନୋଦ କାନୁନଗୋ ଥିଲେ ଓଡ଼ିଆ ଭାଷାପ୍ରାଣ
୩୬ତମ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ପାଳିତଭୁବନେଶ୍ୱର, ୨୨.୬ : ଓଡ଼ିଆ ଭାଷା, ସାହିତ୍ୟର ସଂରକ୍ଷକ, ବିଶିଷ୍ଟ ଗାନ୍ଧିବାଦୀ, ସ୍ୱାଧୀନତା ସଂଗ୍ରାମୀ, ଜ୍ଞାନ ମଣ୍ଡଳର ପ୍ରତିଷ୍ଠାତା ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କ ୩୬ତମ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ସୋମବାର ସନ୍ଧ୍ୟାରେ ବୁଦ୍ଧ ମନ୍ଦିର ସଭାଗୃହରେ
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ
ବାଲିଅନ୍ତା ୨୨/୦୬ (ଗୋବର୍ଦ୍ଧନ ଦାସ)ଓଡ଼ିଶା ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ବ୍ଲକ ପରିସରରେ ଏକ ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ ଆଜି ତା -୨୨.୦୬.୨୦୨୬ ରିଖରେ ଆୟୋଜିତ ହୋଇଅଛି |
ମହାନଦୀ ବଞ୍ଚାଓ ଆନ୍ଦୋଳନର ସାମ୍ବାଦିକ ସମ୍ମିଳନୀ
ଟ୍ରିବୁନାଲଙ୍କ ଗସ୍ତ ପାଇଁ ଅଢେଇ କୋଟି ସ୍ୱାହା, ଜବାବ ରଖନ୍ତୁ ମୁଖ୍ୟମନ୍ତ୍ରୀ : ମହାନଦୀ ବଞ୍ଚାଅ ଆନ୍ଦୋଳନ ଭୁବନେଶ୍ୱର ତା 22ରିଖ l ଗତ ଫେବୃଆରୀ - ମାର୍ଚ୍ଚ ମାସରେ ମହାନଦୀ ଟ୍ରିବୁନାଲଙ୍କ ପାରିବାରିକ ବିଳାସମୟ ଗସ୍ତରେ ଓଡିଶା ସରକାରଙ୍କ ତହବିଲରୁ
ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଅନ୍ତା,୨0|୬(ଗୋବର୍ଦ୍ଧନ ଦାସ):ଓଡିଶାରେ ଶାସକ ବିଜେପି ସରକାରଙ୍କ ୨ ବର୍ଷ ଫୁର୍ତ୍ତି ଅବସରରେ ବାଲିଅନ୍ତା ବ୍ଲକ ପଞ୍ଚାୟତ ସମିତି ପରିସରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ସଶକ୍ତିକରଣ ଉତ୍ସବ ପାଳନ କରାଯାଇଛି । ଏଥିରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅପରାଜିତା
ଶାନ୍ତିସ୍ତୁପ ଧଉଳି ଓ ବାଲିଅନ୍ତାରେ ଅନ୍ତର୍ଜାତୀୟ ଯୋଗଦିବସ ପାଳିତ
ବାଲିଅନ୍ତା,୨୧|୬:ଭୁବନେଶ୍ୱର ବ୍ଲକ ପ୍ରଶାସନ ପକ୍ଷରୁ ଶାନ୍ତିସ୍ତୁପ ଧଉଳି ଏବଂ ବାଲିଅନ୍ତା ବ୍ଲକ ପକ୍ଷରୁ ବ୍ଲକ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି l ଶାନ୍ତିସ୍ତୁପ ଧଉଳିରେ ଭୁବନେଶ୍ୱର ବ୍ଲକ ଉନ୍ନୟନ ଅଧିକାରୀ ଦେବିପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
ଜାତୀୟ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ ଉପରେ ମନୋଜ ଜେନାଙ୍କୁ ଭେଟି ଚାମେଲୀ ଓଝାଙ୍କ ଆଲୋଚନା
ଭୁବନେଶ୍ୱର ତା 20 ରିଖ l ବହୁ ଚର୍ଚିତ କେନ୍ଦ୍ରାପଡ଼ା ଜିଲ୍ଲାର ତିଖିରି ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କୁ କ୍ଷମତାର ଅପବ୍ୟବହାର, ହେପାଜତରେ ଅସଦାଚରଣ ଏବଂ ଆଇନଗତ ସୁରକ୍ଷା ନଦେଇ ଓଲଟା ପୋଲିସ ଦ୍ୱାରା ନିର୍ଯାତନା ମାମଲା କୁ ଜାତୀୟ ମାନବାଧିକାର
ଆୟୁଷ୍ମାନ ଆରୋଗ୍ଯ ମନ୍ଦିରରେ ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଚାନ୍ଦବାଲି :- ପ୍ରତ୍ଯେକ ବର୍ଷପରି ଆୟୁଷ୍ମାନ ଆରୋଗ୍ଯ ମନ୍ଦିର ଖେରଙ୍ଗଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି | ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ର ବିଷୟ ରଖାଯାଇଛି ଯେ Yoga for Healthy Ageing ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ସେହି
ଚିଲିକାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ।
ଚିଲିକା,୨୧।୬:ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସକାଳୁ ଉତ୍ସାହର ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ଅନ୍ୟାନ୍ୟ ସ୍ଥାନରେ ସୁସ୍ଥ ଓ ନିରୋଗ ରହିବାର ପାଥେୟ ସ୍ଵରୂପ ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣରେ ବିଭିନ୍ନ ଯୋଗ ଓ ବ୍ୟାୟାମ ଆଦି କରାଯାଇଥିଲା । ଏଥିରେ ଛାତ୍ର
ମହାନଦୀ ବଞ୍ଚାଓ ଆନ୍ଦୋଳନ
ପ୍ରଧାନମନ୍ତ୍ରୀ ଙ୍କ ଓଡିଶା ଗସ୍ତ ସମୟରେ ଆୟୋଜିତ ହେଲା ମାନବ ଶୃଙ୍ଖଳ lପ୍ରଧାନମନ୍ତ୍ରୀଙ୍କୁ ପାଞ୍ଚଟି ପ୍ରଶ୍ନର ଜବାବ ମାଗିଲା ମହାନଦୀ ବଞ୍ଚାଓ ଆନ୍ଦୋଳନ lଭୁବନେଶ୍ୱର ତା 20 l 6 l ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ସମୟରେ ମହାନଦୀ ବଞ୍ଚାଓ ଆନ୍ଦୋଳନ
ସମାଜ ସମ୍ବାଦିକଙ୍କ ପିତୃ ବିୟୋଗ, ବିଭିନ୍ନ ମହଲରେ ଶୋକ
ଚିଲିକା,୧୯। ୬:ଚିଲିକା ବ୍ଲକ ହରିପୁର ଶାସନ ନିବାସୀ ସଫଳ ଚାଷୀ, ସମାଜସେବୀ ତଥା ସ୍ଥାନୀୟ ସମାଜର ପ୍ରତିନିଧି ଅଖିଳ କୁମାର ପଲାଇଙ୍କ ପିତା ରାଜକିଶୋର ପଲାଇ( ୮୦ ବର୍ଷ)ଙ୍କର ଆଜି ପ୍ରତ୍ୟୁଷରେ ଦେହାନ୍ତ ହୋଇଯାଇଛି। ସେ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ
କହ୍ନେଇପୁର ଗ୍ରାମରେ ଅଗ୍ନିକାଣ୍ଡ, ଦୋକାନ ଘର ସମେତ ୪ ବଖରା ଭସ୍ମୀଭୂତ
ଚିଲିକା, ୧୯।୬: ବାଣପୁର ବ୍ଳକ ନାଚୁଣୀ ପଞ୍ଚାୟତ ଅଧୀନ ସୁନାଖଳା ନିକଟସ୍ଥ କହ୍ନେଇପୁର ଗ୍ରାମ ରେ ଗତକାଲି ରାତି ପ୍ରାୟ ୨/୩ ଟା ସମୟରେ ଅଗ୍ନିକାଣ୍ଡ ଘଟିଯାଇଛି। ଏଥିରେ ଗ୍ରାମର ୨ ଟି ପରିବାରର ମୋଟ ଚାରି ବଖରା ଭସ୍ମୀଭୂତ ହୋଇଯାଇଛି।
ନିଆରା ରଜ: କୁଶଭଦ୍ରା ନଦୀ ପାଇଁ କରିଦେଲେ ଉତ୍ସର୍ଗ
ନିମାପଡ଼ା: ନଦୀ ମାଆର ସୁରକ୍ଷା ପାଇଁ ଉତ୍ସର୍ଗ ଥିଲା ରଜ । ଗାଁରେ, ଗାଁ ପରିବେଶରେ, ବରଗଛ ମୂଳେ ଜମିଥିଲା ରଜ । କୁମାରୀ ମାନଙ୍କ ଗହଳୀ ସାଙ୍ଗକୁ ଗାଁ ବୋହୂଙ୍କ ହୁଳହୁଳିରେ କମ୍ପିଥିଲା ମଞ୍ଚ । ମଧ୍ୟାହ୍ନରେ ରାଜ୍ୟର ବରିଷ୍ଠ
ଅକ୍ଷମଣୀୟ ଅପରାଧ -ପ୍ରଦ୍ୟୁମ୍ନ ଶତପଥୀ
ଭୁବନେଶ୍ୱର ତା 17/06/26 ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପୁସ୍ତକରେ ଗୁରୁତର ତ୍ରୁଟି ପରିଲକ୍ଷିତ କରାଯାଇଛି l 1678ପୃଷ୍ଠାରେ ତ୍ରୁଟିନେଇ ଗଭିର କ୍ଷୋଭ, ଦୁଃଖ ପ୍ରକାଶ କରିବା ସହିତ ଘୋର ନିନ୍ଦା କରିଛନ୍ତି ଓଡିଶା ନାଗରିକ
ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ
ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ରହିଛି ବୋଲି ଏସସିଇଆରଟି କର୍ତ୍ତୁପକ୍ଷ ସ୍ବୀକାର କରି ଥିବାରୁ, ଏହି ତ୍ରୁଟି ରହିଥିବା ସମସ୍ତ ପାଠ୍ୟ ପୁସ୍ତକକୁ ସରକାର ଫେରସ୍ତ କରିନେବା ଆବଶ୍ୟକ | ଖଣ୍ଡିଏ ବି ଭୁଲ
ସୁଦର୍ଶନ ଦାରୁଙ୍କ ରଥଯାତ୍ରା ପାଇଁ ଚଳ ଚଞ୍ଚଳ ରଥଖଳା
ବାଲିଅନ୍ତା, ୧୮/୦୬ (ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅନ୍ତର୍ଗତ ଗଡ଼କ ଗଡ଼କଣ୍ଠୁଣିଆ ସ୍ଥିତ ଶ୍ରୀଶ୍ରୀ ପରଂବ୍ରହ୍ମ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚକ୍ରରାଜ ସୁଦର୍ଶନ ଦାରୁଙ୍କ ରଥଯାତ୍ରା ନିମନ୍ତେ ମନ୍ଦିର ଟ୍ରଷ୍ଟ ବୋଡ଼ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରଥ
ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।
ଚିଲିକା,୧୮। ୬:ସ୍ଥାନୀୟ ନାଚୁଣୀ ଗୋଦାବରୀଶ ସରକାରୀ ହାଇସ୍କୁଲ ରେ ପ୍ରାକ୍ତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ ଶବରଙ୍କ ସ°ଯୋଜନାରେ ଆଜି ସ୍କୁଲ ର ପ୍ରଥମ ଦିବସରେ ଛାତ୍ର ଛାତ୍ରୀ ଙ୍କ ପାଠୋନ୍ନତି ପାଇଁ ସମସ୍ତ ଙ୍କ ସହଯୋଗ କାମନା କରି ଶୈକ୍ଷିକ
ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ
ଚିଲିକା,୧୮। ୬: ଆଜି ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ଵାରା ନାଚୁଣୀ ମହାବିଦ୍ୟାଳୟରେ ୬୦ ଲକ୍ଷ ଟଙ୍କାରେ ନବ ନିର୍ମିତ ବହୁମୁଖୀ ପ୍ରକୋଷ୍ଠର ଶୁଭ ଉଦଘାଟନ କରିବା ସହିତ ୭କୋଟୀ ୪୦ଲକ୍ଷ ଓ
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଉଦଯାପିତ