ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି ଧରି ଏହି ତାରକା ବ୍ୟାଟର ହାତରେ ଟ୍ରଫି ଧରିବାକୁ ଅପେକ୍ଷା କରି ରହିଛନ୍ତି। ବିରାଟ କ୍ୟାରିୟରର ୪ର୍ଥ ଆଇପିଏଲ୍ ଫାଇନାଲ ଖେଳିବାକୁ ଯାଉଛନ୍ତି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହଜାର ହଜାର ଦର୍ଶକଙ୍କୁ ୧୮ ନମ୍ବର ଜର୍ସି ପିନ୍ଧିଥିବା ଦେଖିବାକୁ ମିଳିବ। ପୂର୍ବରୁ ଆରସିବି ୨୦୦୯, ୨୦୧୧ ଓ ୨୦୧୬ରେ ଫାଇନାଲ ଖେଳିଥିଲେ ହେଁ ରନରଅପ୍ରେ ସନ୍ତୁଷ୍ଟ ରହିଥିଲା। ଅନ୍ୟପକ୍ଷରେ ପଞ୍ଜାବ ୨୦୧୪ରେ ରନରଅପ୍ ହୋଇଥିଲା। କୋହଲି ଅନ୍ତର୍ଜାତୀୟ ଟି୨୦ ଓ ଟେଷ୍ଟ କ୍ରିକେଟରୁ ଅବସର ନେଇ ଯାଇଥିବାରୁ ଆଉ ଅଧିକ ସମୟ ପଡ଼ିଆରେ ଦେଖିବାକୁ ମିଳିବେ ନାହିଁ। ତେଣୁ ତାଙ୍କ ଖେଳ ଦେଖିବା ପାଇଁ ଦର୍ଶକଙ୍କ ଭାବାବେଗ ବଢ଼ିବା ସ୍ବାଭାବିକ। କ୍ୱାଲିଫାୟର-୧ରେ ଆରସିବି ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଥିଲା। ତେଣୁ ଦଳଠାରୁ ସେପରି ଆଉଏକ ଶ୍ରେଷ୍ଠ ପ୍ରଦର୍ଶନ ଆଶାରେ ରହିବେ କୋହଲିଙ୍କ ପ୍ରଶଂସକ। ପ୍ରତି ବର୍ଷ ଭଳି କୋହଲି ଚଳିତ ବର୍ଷ ମଧ୍ୟ ପ୍ରଚୁର ରନ ସଂଗ୍ରହ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ସେ ୬୧୪ ରନ ସ୍କୋର କରି ଫର୍ମରେ ଥିବାର ପରିଚୟ ଦେଇଛନ୍ତି। ଏହି ସୁପରଷ୍ଟାରଙ୍କ ବ୍ୟତୀତ ଫିଲ୍ ସଲ୍ଟ, ମୟଙ୍କ ଅଗ୍ରଓ୍ବାଲ, ଅଧିନାୟକ ରଜତ ପଟିଦାର ଓ ଜୀତେଶ ଶର୍ମାଙ୍କୁ ନେଇ ଦଳର ବ୍ୟାଟିଂ ଲାଇନ୍ଅପ୍ ବେଶ୍ ଦୃଢ଼ ରହିଛି। ଆହତ ସମସ୍ୟା ଯୋଗୁ ଗତ ୨ଟି ମ୍ୟାଚରେ ଖେଳିପାରି ନ ଥିବା ଟିମ୍ ଡାଭିଡ ଯଦି ଫିଟ୍ ହୁଅନ୍ତି ତେବେ ଡେଥ୍ ଓଭରରେ ସେ ଓ ରୋମାରିଓ ଶେଫର୍ଡ ଦଳକୁ ବହୁ ଫାଇଦାରେ ରଖି ପାରିବେ।
ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ
ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି
ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ସହ ଉଦ୍ୟୋଗୀଙ୍କ ବିଭିନ୍ନ ସମସ୍ୟା, ସମାଧାନ ଓ ନୂତନ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା କାର୍ଯ୍ୟକ୍ରମ ସଭାପତି, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତା
ପ୍ରବଳ ବର୍ଷାରେ ଗlଡ଼କଣ ଡମ୍ପିଙ୍ଗୟାର୍ଡ଼ ସମ୍ମୁଖରେ ଅଳିଆଗଦା ହଟାଇବାକୁ ଜନ ପ୍ରତିବାଦ
ଭୁବନେଶ୍ୱର: ପ୍ରବଳ ବର୍ଷା ସତ୍ୱେ ପୂର୍ବରୁ ଘୋଷଣା ମୁତାବକ ଆଜି ସକାଳ 9 ଟlରେ ଗlଡ଼କଣ ଅଳିଆଗଦା ଗେଟ ସମ୍ମୁଖରେ ଅଳିଆଗଦା ହଟାଅ ଓ଼ ସୈନିକସ୍କୁଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶତାଧିକ ସାଧାରଣ ଜନତାଙ୍କ ଦ୍ୱାରା ପ୍ଲାକାର୍ଡ ଧରି କଥା ଦେଈ
ପିପିଲି ଥାନା ଅଞ୍ଚଳରେ ବିଗିଡ଼ିବାରେ ଲାଗିଛି ଆଇନ ଶୃଙ୍ଖଳା
ପୁରୀ: ପିପିଲି ଥାନା ଅଞ୍ଚଳରେ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ଆଇନ ଶୃଙ୍ଖଳା ପରିସ୍ଥିତି । ବିଶେଷ କରି ନାବାଳିକାଙ୍କୁ ଦୁଷ୍କର୍ମ ଓ ମହିଳାଙ୍କୁ ନିର୍ଯାତନା ଘଟଣା ବଢିଚାଲିଛି । ଏଇ ୨ ମାସ ଭିତରେ ୫ ଜଣ ନାବାଳିକାଙ୍କୁ ଯୌନ
କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ବାଲିଅନ୍ତା: ବାଳକାଟି ଅଞ୍ଚଳର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରତିଭା ଓ ପ୍ରୟାସ କୋଚିଂ ସେଣ୍ଟରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୨0୨୪/୨୫ ଶିକ୍ଷାବର୍ଷରେ ଅଧ୍ୟୟନ କରିଥିବା ଦଶମ, ଯୁକ୍ତଦୁଇ ଏବଂ ସିବିଏସଇ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା
ବାଳକୃଷ୍ଣ ବନୋଜ ତ୍ରିପାଠୀ ଓ ପୂଜା ପାଣିଙ୍କୁ ବାଳକୃଷ୍ଣ ଦାଶ ସ୍ମୃତି ସମ୍ମାନ
ବାଲିଅନ୍ତା: ପ୍ରବାଦପୁରୁଷ ସଂଗୀତ ସୁଧାକର ବାଳକୃଷ୍ଣ ଦାଶ ଓଡିଶୀ ଶାସ୍ତ୍ରୀୟ ସଙ୍ଗୀତ ଜଗତର ଜଣେ ଉଜ୍ବସ୍ୱନି ପ୍ରତିଭା ଥିଲେ ବୋଲି ଆଜି ତାଙ୍କର ୧୦୩ ତମ ଜନ୍ମଜୟନ୍ତୀ ପାଳନ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ଏକ ସଭାରେ ନିମନ୍ତ୍ରୀତ ଅତିଥିମାନେ ବକ୍ତବ୍ୟ ଦେଇଛନ୍ତି
ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣର ତୀବ୍ରନିନ୍ଦା ଓ ପ୍ରତିବାଦ
ଭୁବନେଶ୍ୱର, 26/05/25: ସାମ୍ବାଦିକଟିଏ ବହୁ କଷ୍ଟକରି ଖବର ସଂଗ୍ରହ କରିବା ସହିତ ସାଧାରଣଜନତାଙ୍କ ସମସ୍ୟା ସରକାରଙ୍କ ପାଖରେ ପହଞ୍ଚାଇ ଥାଏ l ମାତ୍ର ବହୁ ସମୟରେ ବହୁବାଧା ବିଘ୍ନ, ଆକ୍ରମଣ, ସମସ୍ୟା, ଅପମାନସହିଥାଏ l ବଡ଼ଖବର ସାମ୍ବାଦିକ ବିଜୟ ପ୍ରଧାନ ବଲାଙ୍ଗୀର
ଟିଟିଲାଗଡ଼ର ସଫେଇ କର୍ମଚାରୀଙ୍କୁ ନେଇ ପ୍ରକୃତି ରକ୍ଷା ତରଫରୁ ହେଲଥ କ୍ୟାମ୍ପ
ବଲାଙ୍ଗିର: ବଲାଙ୍ଗିର ଟିଟିଲାଗଡ଼ ସହରର ପ୍ରକୃତି ରକ୍ଷା ଏନ୍ଜିଓ ତରଫରୁ ବିଭିନ୍ନ ସମୟରେ ବିଭିନ୍ନ ସାମାଜିକ ସେବା କରାଯାଇଥାଏ । ଶନିବାର ଦିନ ସକାଳେ ସ୍ଥାନୀୟ ପୌର ପରିଷଦର କଲ୍ୟାଣ ମଣ୍ଡପ ଠାରେ ପ୍ରକୃତି ମିତ୍ର ସୋସିଆଲ ଅନୁଷ୍ଠାନ ପକ୍ଷରୁ ସଭାପତି
ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ
ସମ୍ବଲପୁର: ସମ୍ବଲପୁର ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ ଶୋଭା ମହାପାତ୍ର ଓରଫ କେଦାର(୩୬)ଙ୍କ ନାମରେ ଅଭିଯୋଗ କରାଯାଇଛି । ପୀଡିତା
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ଅଖଣ୍ଡ ଭଜନ ମହୋତ୍ସବ
ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ,"ଓଡ଼ିଶୀ ରିସର୍ଚ୍ଚ ସେଣ୍ଟର" ଠାରେ ଭିକାରୀ ବଳ ଫାଉଣ୍ଡେସନ ଦ୍ବାରା ଆୟୋଜିତ ଗୀତରେ ନୃତ୍ୟରେ ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ଅଖଣ୍ଡ ଭଜନ ମହୋତ୍ସବରେ ,"ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନେ " ଭଜନ ସମ୍ରାଟ୍
ତୁଷୁରାରେ ନିଃଶୁଳ୍କ ଅଙ୍ଗ ପ୍ରତ୍ୟାରୋପଣ ଶିବର ଉଦଘାଟିତ
ବଲାଙ୍ଗିର: ସ୍ଵତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ତୁଷୁରା ମାରୱାଡି ଯୁବାମଞ୍ଚ ଓ ଜାଗୃତି ଶାଖାର ଆନୁକୂଲ୍ୟରେ ଶ୍ରୀ ମହାବୀର ବିକଳାଙ୍ଗ ସହାୟତା ସମିତି, ରାଞ୍ଚିର ମିଳିତ ତତ୍ତ୍ବାବଧାନରେ ବଲାଙ୍ଗୀର ଜିଲ୍ଲା ତୁଷୁରା ଅଗ୍ରସେନ ଭବନ ଠାରେ ନିଃଶୁଳ୍କ ଅଙ୍ଗ ପ୍ରତ୍ୟାରୋପଣ ଶିବର
ଯୁକ୍ତଦୁଇ ବିଜ୍ଞାନରେ ଆକାଂକ୍ଷା ଙ୍କ ସଫଳତା
ନୟାଗଡ: ନୟାଗଡ ଜିଲ୍ଲା, ଭାପୁର ବ୍ଲକ ଅନ୍ତର୍ଗତ କରବର ଗ୍ରାମର ଆକାଂକ୍ଷା ଙ୍କ ଅସ୍ମିକା ଯୁକ୍ତଦୁଇ ବିଜ୍ଞାନ 2025 ଓଡିଶା ବୋର୍ଡ ଅଧୀନ ବାର୍ଷିକ ପରୀକ୍ଷା ରେ 94.8% ପ୍ରତିଶତ ନମ୍ବର ରଖି ଅର୍ଥାତ 600 ରୁ 569 ନମ୍ବର ଅହେତୁକ
ଗୁରୁ ଦେବପ୍ରସାଦ ଦାସଙ୍କ ସ୍ମୃତିରେ ତ୍ରିଧାରା ପକ୍ଷରୁ ଓଡ଼ିଶୀ ନୃତ୍ୟର ସମ୍ଭାର
ଭୁବନେଶ୍ୱର: ଅଗ୍ରଣୀ ଅନୁଷ୍ଠାନ ତ୍ରିଧାରା ପକ୍ଷରୁ ତ୍ରଭଞ୍ଜ କଳା ମଣ୍ଡପ ଠାରେ ଗୁରୁ ଦେବପ୍ରସାଦ ଦାସଙ୍କ ସ୍ମୃତିରେ ଦେବସ୍ମୃତି ମହୋତ୍ସବ ୨୦୨୫ ଅନୁଷ୍ଠିତ ହୋଇଛି । ସ୍ବର୍ଗତ ଗୁରୁ ଦେବପ୍ରସାଦ ଦାସଙ୍କ ଅନନ୍ୟ ଶୈଳୀ (ଘରାନା)କୁ ଓଡ଼ିଶୀ ନୃତ୍ୟ ରୂପରେ ପ୍ରଦର୍ଶନ
ସ୍ବର୍ଗତ ହେମଲତାଙ୍କ ସ୍ମୃତିରେ ଖାଦ୍ୟ ଓ ବସ୍ତ୍ର ଦାନ
ଭୁବନେଶ୍ୱର: ବରିଷ୍ଠ ସମାଜସେବୀକା, ସରଳ, ମିଷ୍ଠଭାଷୀ ବ୍ୟକ୍ତିତ୍ୱ ର ଅଧିକାରୀ ସ୍ବର୍ଗତ ହେମଲତା ସାହୁଙ୍କ 11 ତମ ସ୍ମୃତି ଚାରଣ ଦିବସ ସ୍ଥାନୀୟ ଖଣ୍ଡଗିରି ସ୍ଥିତ ସତ୍ୟ ମହିମା ଆଶ୍ରମ ଠାରେ ନିଆରା ଭାବେ "ସାମାଜିକ ଅନୁଷ୍ଠାନ ମହିମା ସେବା ଫାଉଣ୍ଡେସନ
ସନ୍ଥ ତୀର୍ଥ ପୂଜନ ଉତ୍ସବ ଅନୁଷ୍ଠିତ
ତିର୍ତୋଲ: ଶ୍ରୀମଦ ବାବା ବଳିଆଙ୍କ ଶିଶୁ ଅନନ୍ତ ଆଶ୍ରମ ଅରିଲୋ ଠାରେ ସନ୍ଥ ତୀର୍ଥ ପୂଜନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ସଂସ୍କୃତି ପୁରୁଷ, ସ୍ତମ୍ଭକାର ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଙ୍କ ସମେତ ସାରା
ସାମାଜିକ ସଂଗଠନ ‘ଶାନ୍ତିପଥ’ର ୭ମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସତ୍ୟ, ଶାନ୍ତି, ଅହିଂସା, ମାନବବାଦ, ଯୋଗ ପ୍ରମୁଖକୁ ଯଦି ଜଣେ ବ୍ୟକ୍ତି ଉତ୍ତମ ଭାବେ ପାଳନ କରିବା ସହିତ ରାଷ୍ଟ୍ରର ପ୍ରଗତି ନିମିତ୍ତି ସମର୍ପିତ ଭାବେ କାର୍ଯ୍ୟକରେ, ପ୍ରକୃତରେ ତାହା ହିଁ ହେବ ବିଶ୍ୱଶାନ୍ତି ପାଇଁ ଏକାନ୍ତ ଅପରିହାର୍ଯ୍ୟ। ବୌଦ୍ଧିକ
ସେଣ୍ଟ ଅର୍ଣ୍ଣଲଡ଼ ସ୍କୁଲ ଆଗରେ ଅଭିଭାବକ ମହାସଙ୍ଘର ଧାରଣା
ଭୁବନେଶ୍ୱର: ଶିକ୍ଷା ଅଧିକାର ଆଇନ ଅନୁଯାଇ ସବୁ ପ୍ରାଇଭେଟ ସ୍କୁଲ ରେ ଆର୍ଥିକ ଅନାଗ୍ରସର ଶ୍ରେଣୀ ପିଲାଙ୍କ ନିମନ୍ତେ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ 25% ସିଟରେ ମାଗଣା ପlଠ ପଢ଼ିବାର ବ୍ୟବସ୍ଥା ରହିଛି l ସେହି ଆଇନ ଅନୁଯାଇ ଏବର୍ଷ 18
ଅକ୍ଷୟ ଯୁବ ସଂଘ ତରଫରୁ ମେଧାବୀ ଛାତ୍ରଙ୍କୁ ସମ୍ବର୍ଦ୍ଧନା
ବାଙ୍କୀ: ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାରେ ଡମପଡା ବ୍ଲକ ଅନ୍ତର୍ଗତ ଦୁଲଣାପୁର ଗ୍ରାମର ଧିରେନ୍ଦ୍ର ପରିଡ଼ା ଙ୍କ ପୁତ୍ର ଦିବ୍ୟଜିତ୍ ପରିଡ଼ା ଏ-1 ପାଇଥିବାରୁ ତାକୁ ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ ଅନୁଷ୍ଠାନ ଅକ୍ଷୟ ଯୁବ ସଂଘ ର ଆବାହକ ଅବିନାଶ ପଟ୍ଟନାୟକ ଶ୍ରୀ
ଚନ୍ଦନ ମହୋତ୍ସବ ରେ ନୃତ୍ୟନିପୁଣା ଦ୍ଵାରା ଓଡ଼ିଶୀ ନୃତ୍ୟ ପରିବେଷଣ
ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ," ଇସ୍କନ ମନ୍ଦିର" ,ଦ୍ବାରା ଆୟୋଜିତ ଚନ୍ଦନ ମହୋତ୍ସବର ଶେଷ ସନ୍ଧ୍ୟାରେ ,"ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ " ଦ୍ଵାରା ଓଡ଼ିଶୀ ନୃତ୍ୟ , ମାହାରୀ ନୃତ୍ୟ ଏବଂ ଭଜନ ନୃତ୍ୟ ପରିବେଷଣ କରାଯାଇଥିଲା। ଗୁରୁ ଡଂ
ଓଡ଼ିଆ କଳାକାରଙ୍କ ସ୍ୱର OKS ପରିବାର ପକ୍ଷରୁ ଦହି ପଖାଳ ବଣ୍ଟନ
ଭୁବନେଶ୍ଵର: ଭୁବନେଶ୍ଵର ସ୍ଥିତ ଇନ୍ଦିରା ଗାନ୍ଧୀ ପାର୍କ (ଆଇଜି ପାର୍କ) ନିକଟରେ ଆଜି ରବିବାର ତା 18 ରିଖ ଦିନ 11 ଟା ରୁ ଦିନ 3 ଟା ପର୍ଯ୍ୟନ୍ତ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପାଖାପାଖି 400 ଜଣ,

Politics

ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment

ପିପିଲି ଥାନା ଅଞ୍ଚଳରେ ବିଗିଡ଼ିବାରେ ଲାଗିଛି ଆଇନ ଶୃଙ୍ଖଳା
