ବଲାଙ୍ଗିର : ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଆଜି ଅପରାହ୍ନ ରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ପେକ୍ଷାଳୟରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ ହୋଇଛି ।ଏହି କର୍ମଶାଳା ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାର ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଦ୍ୱାରା ଆଜି ରାଜ୍ୟ ସହ ଜିଲ୍ଲା ର ବିକାଶ ଘଟୁଛି ଏବଂ ବୁଦ୍ଧିଜୀବୀ ଙ୍କ ଉପଦେଶରେ ଅଧିକ ଆକାରରେ ଭିଜନ କୁ ସାକାର କରିହେବବୋଲି କହିଥିଲେ। ତୃଣମୂଳ ସ୍ତରରୁ ବିକାଶ ହେଲେ ଯାଇ ସାମଗ୍ରିକ ବିକାଶ ସମ୍ଭବ ବୋଲି ସେ କହିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜ଼ିଲ୍ଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ବିକାଶ ର ମୂଳଦୁଆ ଗ୍ରାମୀଣ କ୍ଷେତ୍ର ରୁ ହୋଇଥାଏ ବୋଲି ମନ୍ତବ୍ୟ ରଖିଥିଲେ। ଗ୍ରାମ ରେ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ବ୍ୟବସ୍ଥା ଆଦିର ଉନ୍ନତି ହେଲେ ଜିଲ୍ଲା ର ଉନ୍ନତି ସମ୍ଭବ ବୋଲି କହିଥିଲେ।ସଭାରେ ଉପସ୍ଥିତ ମୁଖ୍ୟ କୃଷି ଅଧିକାରୀ ବାବୁଲି ଚରଣ ସେଠି ଜିଲ୍ଲା ରେ କୃଷି, ଶିଳ୍ପ, ମତ୍ସ୍ୟ ଆଦି କ୍ଷେତ୍ର ରେ ଥିବା ସମ୍ଭାବ୍ୟ ଉନ୍ନତି ବିଷୟରେ ଆଲୋକପାତ କରିଥିଲେ। ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ତଥା ବିକଶିତ ଗ୍ରାମ ର ଭାଗିଦାରୀ ବିଷୟ ରେ ମତ ପ୍ରକାଶ କରିଥିଲେ। ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ ଜିଲ୍ଲାର ବିକାଶ ପାଇଁ ଶିକ୍ଷା ବିଭାଗ ଅଧିକ ତତ୍ପର ଏବଂ ଆଗକୁ ଶିକ୍ଷା କ୍ଷେତ୍ର ନୂତନ ଶିକ୍ଷା ପଲିସୀ ଦ୍ୱାରା ଅଧିକ ଉନ୍ନତ ହେବ | ଏହା ପରେ ବିଭିନ୍ନ ବର୍ଗର ବୁଦ୍ଧିଜୀବୀ ମାନଙ୍କ ଦ୍ୱାରା ବିକାଶ ଓ ଓଡ଼ିଶା ର ଭବିଷ୍ୟତ ବିଷୟ ରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଆରମ୍ଭରୁ ଡେପୁଟି ଡାଇରେକ୍ଟର ପ୍ଲାନିଂ ସ୍ୱାଗତ ଦେଇଥିଲେ । ଆସିଷ୍ଟାଣ୍ଟ ଡାଇରେକ୍ଟର ସଞ୍ଜୟ ଦୀପ କାର୍ମଶାଳା ସଂଯୋଜନା କରିଥିଲେ ।
ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର
ଭୁବନେଶ୍ୱର: ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନ ଭୋଜନ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନ
ଯୋଗ ଦିବସରେ ଯୋଗ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜୁନ୍ ୨୧ ଅର୍ଥାତ୍ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ
ରଜ ଅବସରରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଶିକ୍ଷା ଓ ସାମାଜିକ ଅନୁଷ୍ଠାନ ଶୀଭମ ପକ୍ଷରୁ ରାଜଧାନୀ ରେ ଥିବା ଅସହାୟ, ବୃଦ୍ଧ ତଥା ଅଭାବୀ ବ୍ୟକ୍ତି ମାନଙ୍କୁ ରଜ ଅବସରରେ ଖାଦ୍ୟ ଓ ବସ୍ତ୍ର ବଣ୍ଟନ କରାଯାଇଥିଲା l ଅନୁଷ୍ଠାନର ନିର୍ଦେଶକ ମଦନ ମୋହନ ପାଢ଼ୀ ଙ୍କ
ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ
ବଲାଙ୍ଗୀର: ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗୀର ପଥରଚେପା ଠାରେ ମଙ୍ଗଳବାର ରାଜ୍ୟ ସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଯୋଗଦାନ କରି ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ କୃଷକ ମାନଙ୍କ ଯୋଗଦାନ ଓ
ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ
ବଲାଙ୍ଗିର : ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଆଜି ଅପରାହ୍ନ ରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ପେକ୍ଷାଳୟରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ ହୋଇଛି
ସୁବନ ଖୁଣ୍ଟିଆ ସ୍ମୃତି ପ୍ରତିଷ୍ଠାନ ପକ୍ଷରୁ ବାର୍ଷିକ ସ୍ମୃତିସଭା
ଭୁବନେଶ୍ବର: ଭାରତ ବଳକା ଖାଦ୍ୟଶସ୍ୟ ଦେଶ ଭାବେ ରପ୍ତାନି କରି ବୈଦେଶିକ ମୁଦ୍ରା ଅର୍ଜନ କରୁଛି। ଏହା ସତ୍ତ୍ବେ ଭାରତ ଦୁର୍ଭାଗ୍ୟର ଦେଶ ବୋଲି କୁହାଯାଉଛି। ଦେଶରେ ୮୦ କୋଟି ଲୋକଙ୍କୁ ମାଗଣା ଚାଉଳ ବଣ୍ଟାଯାଉଛି। ତଥାପି ପୁଷ୍ଟିହୀନତାରେ ଶ୍ରୀଲଙ୍କାଠାରୁ ଖରାପ
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ 97 ତମ ଶ୍ରାଦ୍ଧବାର୍ଷିକ ଅନୁଷ୍ଠିତ
ଭୁବନେଶ୍ୱର: ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷାବିତ, ସମ୍ପାଦକ,ସୁ ସାହିତ୍ୟିକ, ବିଶିଷ୍ଟ ସମାଜସେବୀ ତଥା ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ 97 ତମ ଶ୍ରାଦ୍ଧବାର୍ଷିକ ସ୍ଥାନୀୟ ପ୍ରତିମୂର୍ତ୍ତି ସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ
ବିଭିନ୍ନ ସ୍ଥାନରେ ରଜ ମହୋତ୍ସବ ପାଳିତ
ବାଲିଅନ୍ତା: ଓଡ଼ିଶାର ଗଣ ପର୍ବ ପହିଲି ରଜରେ ଏକାମ୍ର ଶାନ୍ତି ସ୍ତୂପ ଧଉଳି ଗିରିରେ ପର୍ଯ୍ୟଟକମାନଙ୍କ ବାହୁ ସଂଖ୍ୟାରେ ଭିଡ ପରିଲକ୍ଷିତ ହେଉଥିଲା । ସେହିପରି ଧଉଳି ଗୋପୀନାଥ ପୁର ସ୍ଥିତ ମା’ ଦକ୍ଷିଣ ଚଣ୍ଡୀ ମହାସଂଘ ଓ କଳିଙ୍ଗ ସଂସ୍କୃତି
ଧଉଳି ବିକାଶ ମଞ୍ଚପକ୍ଷରୁ ପ୍ରଥମ ରଜ ମହୋତ୍ସବ ପାଳିତ
ବାଲିଅନ୍ତା: ଧଉଳି ବିକାଶ ମଞ୍ଚ ପକ୍ଷରୁ ମଧ୍ୟ ଶାନ୍ତିସ୍ତୁପ ଧଉଳି ପାଦଦେଶ ଦୟାନଦୀ ପଠାରେ ପ୍ରଥମ ରଜ ମହୋତ୍ସବ ପାଳିତ ହୋଇଯାଇଛି l ମଞ୍ଚର ଉପଦେଷ୍ଟା ରବିନ୍ଦ୍ର ପାତ୍ର ଏବଂ ଆବାହକ ଚିନ୍ମୟ ରଞ୍ଜନ ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ଏହି ମହୋତ୍ସବରେ
ସ୍ୱାଧୀନତା ସଂଗ୍ରାମୀ ନୀଳକଣ୍ଠ ମିଶ୍ର ୨୦ତମ ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ୟୁନିଟ୍-୯ ସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ନୀଳକଣ୍ଠ ମିଶ୍ର ସେବା ପ୍ରତିଷ୍ଠାନ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ମହାନ୍ ଶିକ୍ଷାବିତ୍, ସମାଜସେବୀ ତଥା ବେଗୁନିଆ ଗାନ୍ଧୀ ଭାବେ ସୁପରିଚିତ ସ୍ୱର୍ଗତ ନୀଳକଣ୍ଠ ମିଶ୍ରଙ୍କ ୨୦ତମ ଶ୍ରାଦ୍ଧବାର୍ଷିକ ସହ ସ୍ମୃତିଚାରଣ
ରଜ ଅବସରରେ ବନ୍ଧୁମିଳନ କାର୍ଯ୍ୟକ୍ରମ
ଭୁବନେଶ୍ୱର: ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସ୍ଥାନୀୟ ଖଣ୍ଡଗିରି ସ୍ଥିତ ସତ୍ୟ ମହିମା ଆଶ୍ରମ ଠାରେ ସମ୍ପାଦକ ଅରବିନ୍ଦ ତ୍ରିପାଠୀଙ୍କ ସଂଯୋଜନା ଓ ମହିମା ସେବା ଫାଉଣ୍ଡେସନର ପରିଚାଳନା ନିର୍ଦ୍ଧେଶକ ନାରାୟଣ ଖୁଣ୍ଟିଆଙ୍କ ପୌରହିତ୍ୟ ରେ ଏକ
ଭୁବନ ବ୍ଲକ୍ ରେ ବ୍ୟାପୁଛି ଡାଇରିଆ
ଭୁବନ: ସାରା ରାଜ୍ୟରେ ଡାଇରିଆ ବ୍ୟାପୁଥିବାବେଳେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ରେ ମଧ୍ୟ ଦେଖିବାକୁ ମିଳିଛି ଡାଇରିଆର ପ୍ରକୋପ। ଭୁବନ ଡାକ୍ତରଖାନାରେ ପ୍ରତିଦିନ ଡାଇରିଆ ରୋଗୀ ଆକ୍ରାନ୍ତ ହୋଇ ଆସି ଚିକିସିôତ ହେଉଥିବା ଦେଖିବାକୁ ମିଳୁଛି। ଡାଇରିଆ ଆକ୍ରନ୍ତଙ୍କ କିପରି
ସାଧାରଣ ବର୍ଜ୍ୟବସ୍ତୁ ପରିଚାଳନା ସୁବିଧା ପ୍ରକଳ୍ପ କୁ ସ୍ଥାନିୟ ଅଞ୍ଚଳରେ ବିରୋଧ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଗଁଦିଆ ତହସିଲ ଅନ୍ତର୍ଗତ ଦସମାଣ ପାଟଣା ଗ୍ରାମ ପଞ୍ଚାୟତ ରେ ୧.୮ କୋଟି ବ୍ୟୟରେ ଗକଊ ଇକୋ କ୍ଲିନ୍ ପ୍ରାଇଭେଟ୍ ଲିମିଟେଡ ପକ୍ଷରୁ ନିର୍ମାଣ ହେବାକୁ ଥିବା ସାଧାରଣ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ କୁ ଆଜି ସ୍ଥାନୀୟ
ବିଭିନ୍ନ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ଦେବ ସ୍ନାନ ପୂର୍ଣ୍ଣିମା ଓ ହାତୀ ବେଶ ସମ୍ପର୍ଣ୍ଣ
ବାଲିଅନ୍ତା: ବାଲିଅନ୍ତା ବ୍ଳକ୍ ଚକ୍ରରାଜ ସୁଦର୍ଶନ ଦାରୁ ପିଠରେ ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମାର ପୂର୍ବ ପ୍ରସ୍ତୁତି ଅନୁଯାୟୀ ହୋଇଥିବା ନୀତି ନିର୍ଘଣ୍ଟ ପ୍ରାତଃରେ ମଙ୍ଗଳାର୍ପଣ ଡୋରଲାଗି ଓ ପୃଷ୍ପାଞ୍ଜଳି ହୋଇ ପହଣ୍ଡିଆରମ୍ଭ ମଙ୍ଗଳ
ପ୍ରଥମ “ରଜ ସମାରୋହ” ନିମନ୍ତେ ପ୍ରସ୍ତୁତି ବୈଠକ
ଧଉଳି: ଭୁବନେଶ୍ଵର ଅନ୍ତର୍ଗତ ଧଉଳି ବୈରଙ୍ଗେଶ୍ଵର ମନ୍ଦିର ଓ ଦୟା ସେତୁ ନିକଟ ରେ ଧଉଳି ବିକାଶ ମଞ୍ଚ ତରଫରୁ ସଭାପତି ରବିନ୍ଦ୍ର କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପ୍ରଥମ ‘ରଜ ସମାରୋହ-୨୦୨୫' ର ଆୟୋଜନ ନିମନ୍ତେ ପ୍ରସ୍ତୁତି
ଓଡିଶ ଗ୍ରାମରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଯାତ୍ରା, କାଳିଆ ପ୍ରେମରେ ବିଭୋର ଭକ୍ତ
ଢେଙ୍କାନାଳ: ପବିତ୍ର ସ୍ନାନପୂର୍ଣ୍ଣିମାରେ ଜଗନ୍ନାଥଙ୍କ ଗାଧୁଆ ଦେଖେ ସାରା ଦୁନିଆ । ଭାବବିନୋଦିଆଙ୍କ ଗାଧୁଆ ପର୍ବ ବା ସ୍ନାନ ଯାତ୍ରାକୁ ନେଇ ସବୁଠି ଭକ୍ତିର ପରିବେଶ । ଶ୍ରୀକ୍ଷେତ୍ରରୁ ଏକାମ୍ର କ୍ଷେତ୍ର ସବୁଠି ଲୀଳାମୟ ଠାକୁରଙ୍କ ହୋଇଯାଇଛି ସ୍ନାନ ଯାତ୍ରା ।
ବିଶିଷ୍ଟ ଭେଷଜ ବିଶାରଦ ଡାକ୍ତର ସୁରେଶ ଚନ୍ଦ୍ର ଦାଶ ଙ୍କ ବିୟୋଗ
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଶ୍ରଦ୍ଧାଞ୍ଜଳିଭୁବନେଶ୍ୱର: ବିଶ୍ୱ ବିଖ୍ୟାତ ଭେଷଜ ବିଶାରଦ, ଅଖିଳ ଭାରତ ଆୟୁର୍ବେଦବିଜ୍ଞାନ ପ୍ରତିଷ୍ଠାତା,ନେଫରୋଲୋଜି ବିଭାଗ ର ମୁଖ୍ୟ,ତଥା କିମ୍ସ ହସ୍ପିଟାଲର ବରିଷ୍ଠ ପ୍ରଫେସର, ଡାକ୍ତର ସୁରେଶ ଚନ୍ଦ୍ର ଦାଶଙ୍କ 85 ବର୍ଷ ବୟସରେ ପରଲୋକ ଘଟିଛି
ଲୋକ କଳା ସଂସ୍କୃତି ଗବେଷକ ମାନଙ୍କ ସମାବେଶ
ବଲାଙ୍ଗିର: ବଲାଙ୍ଗିର ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ବୀକୃତି ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତି ମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା
ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥା କୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ
ବଲାଙ୍ଗିର: ସ୍ଵତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଅନେକ ଲଢେଇ ପରେ ଭୀମ ଭୋଇ ମେଡିକାଲ କଲେଜ ନିର୍ମାଣ ହୋଇଥିଲା । ତତ୍କାଳିନ ସରକାର ପ୍ରତିଶୃତି ଦେଇଥିଲେ ୨୦୨୩ ଡିସେମ୍ବର ସୁଦ୍ଧା ଏହା ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ ହେବ କିନ୍ତୁ ନିର୍ବାଚନକୁ ଆଖି ଆଗରେ
ଗୀତାଞ୍ଜଳି ପକ୍ଷରୁ ରବୀନ୍ଦ୍ର, ନଜରୁଲ ଜୟନ୍ତୀ
ଭୁବନେଶ୍ୱର: ସାଂସ୍କୃତିକ ଅନୁଷ୍ଠାନ ଗୀତାଞ୍ଜଳି ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ମହାନ କବି, ସାହିତ୍ୟିକ, ଲେଖକ ରବୀନ୍ଦ୍ର ନାଥ ଠାକୁର ଓ ସୁନାମଧନ୍ୟ ସଂଗୀତଙ୍ଗ, କବି ନଜରୁଲଙ୍କ ଜୟନ୍ତୀ ଅନୁଷ୍ଠାନର ସଭାପତି ଡ଼ଃ ସୁଭାଷ ଚନ୍ଦ୍ର ମୁଖାର୍ଜୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି

Politics

ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର

ଯୋଗ ଦିବସରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ
