ଭୁବନେଶ୍ୱର: ସାପ୍ତାହିକ ସମ୍ବାଦପତ୍ର ସୁବାର୍ତ୍ତା, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ତଥା ଓଡିଶା ନାଗରିକ ମହାମଞ୍ଚ ମିଳିତ ସାଂସ୍କୃତିକ ସଂଗଠନ ପକ୍ଷରୁ ବିଶିଷ୍ଟ ସମାଜସେବୀକା, ଲୋକକଳା, ଲୋକସଂଗୀତ, ଢଗଢମାଳି ଜଗନ୍ନାଥ ଙ୍କ ଭଜନ ସହିତ ପୂଜ୍ୟ ପୂଜା କୁ ଘରେ ଘରେ ପହଞ୍ଚାଇବାର ନିଆରା ପ୍ରୟାସ କରି ଆସୁଥିବା ବ୍ୟକ୍ତିତ୍ୱ ତଥା ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ପ୍ରଦ୍ୟୁମ୍ନ ଶତପଥୀଙ୍କ ମାତୃଦେବ ସ୍ବର୍ଗତ ଉମାରାଣୀ ଶତପଥୀଙ୍କ ସ୍ମୃତି ଚାରଣ ସହିତ ଭଜନ କାର୍ଯ୍ୟକ୍ରମ ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧ ମନ୍ଦିର ନୂତନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି I ପ୍ରାରମ୍ଭରେ ଗୀତାମଞ୍ଜରୀ ବେହେରାଙ୍କ ସଂଯୋଜନାରେ ଭଜନ ପରିବେଷଣ କରାଯାଇଥିଲା l ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ଅତିଥିରୂପେ ଓ ସ୍ମୃତି ଚାରଣ ପୂର୍ବକ ସ୍ୱାମୀ ବ୍ରହ୍ମହା ନନ୍ଦ ସରସ୍ବତୀ,ଇଷ୍ଟର୍ନ ମିଡ଼ିଆ ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ ସୌମ୍ୟ ରଞ୍ଜନ ପଟନାୟକ, ପ୍ରାକ୍ତନ ମନ୍ତ୍ରୀ, ପ୍ରଫୁଲ୍ଲ ସାମଲ,ସୁରେଶ କୁମାର ରାଉତରାୟ, ସଂସ୍କୃତି ପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର,ସାହିତ୍ୟିକ ଦାସ ବେନହୁର , ପଦ୍ମଶ୍ରୀ ଡ଼ଃ ଦେବୀ ପ୍ରସନ୍ନ ପଟନାୟକ, ଏକାମ୍ର ବିଧାୟକ ବାବୁ ସିଂ ଭାଷାପ୍ରାଣ ବ୍ରଜବନ୍ଧୁ ପଣ୍ଡା, ସଜ୍ଜନ ଶର୍ମା, ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟନାୟକ, ଦିଲୀପ ହାଲି, ବିଜୟ ପ୍ରଧାନ, କବି ସୁନୀଲ ମିଶ୍ର, କାମଦେବ ମହାପାତ୍ର ଦେବୀ ପୃଷ୍ଟି, ଅମରେନ୍ଦ୍ର ମହାପାତ୍ର,ପ୍ରମୁଖ ଉପସ୍ଥିତ ରହିବା ସହ ବୋଉର ବିକଳ୍ପ ନାହିଁ, ତାହାଙ୍କ ଅବଦାନ ଅବର୍ଣ୍ଣନୀୟ ବୋଲି ମତବ୍ୟକ୍ତ କରିବା ସହ ତାଙ୍କ ପରି ଆଦର୍ଶ ମହିଳା ଆମ ସମାଜ ପାଇଁ ପ୍ରେରଣା ର ଉତ୍ସ ବୋଲି ମତବ୍ୟକ୍ତ କରିଥିଲେ l ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ବହୁ ବୁଦ୍ଧିଯିବି, ସାହିତ୍ୟିକ, ସମାଜସେବୀ ପୂଜ୍ୟପୂଜା ଓ ଭାଷା ପ୍ରାଣ ଉପସ୍ଥିତ ରହିବା ସହ ସ୍ମୃତି ଚାରଣ କରିଥିଲେ l କାର୍ଯ୍ୟକ୍ରମକୁ ମୁଖପାତ୍ର ଅରବିନ୍ଦ ତ୍ରିପାଠୀ, ସମାଜସେବୀ ସୀତାଂଶୁ ଶେଖର ମହାରଣା,ସଂଯୋଜକ ବାପୁ ଓଝା, ପରିଚାଳନା କରିଥିଲେ l
ପୂଜ୍ୟପୂଜା ଓ ସମାଜସେବାର ମହିୟସୀ ବ୍ୟକ୍ତିତ୍ୱ ଥିଲେ ଉମାରାଣୀ ଶତପଥୀ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
Entertainment
ପଖାଳ ଦିବସ