ଦର୍ପଣ ସୋନ୍ଦର୍ଯ୍ୟ କୁ ଦେଖିବା ପାଇଁ ଯେମିତି ନିତିଦିନ ଦରକାର୍ ପଡେ…ଠିକ୍ ସେମିତି ସୌନ୍ଦର୍ଯ୍ୟକୁ ଖରାପ କରିବା ପାଇଁ ଭୟଙ୍କର ରୂପ ନେଇ ତାଣ୍ଡବ କରିଥାଏ ଦୁନିଆରେ…ଠିକ୍ ସେମିତି କିଛି ରହସ୍ୟମୟ କାହାଣୀ କୁ ବଡ଼ ପରଦାକୁ ନେଇକି ଆସୁଛନ୍ତି ଦର୍ପଣ ସିନେମାର ନାୟକ ତଥା ନିର୍ଦ୍ଦେଶକ ଭାରତ ପୁଷ୍ପରାଗ। ଭାରତ ଆଗରୁ ଓଡ଼ିଆ ଇଣ୍ଡଷ୍ଟ୍ରିରେ ବହୁତ୍ ସାରା ମ୍ୟୁସିକ୍ ଭିଡିଓ ରେ ନିଜେ ଅଭିନୟ ଓ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି ଏବଂ ପ୍ରଥମ ଥର ସାୟନ୍ ପ୍ରଡକ୍ସନ ହାଉସ୍ ବ୍ୟାନର୍ ରେ ନିର୍ମାଣ ହୋଇଛି ପ୍ରଥମ ଓଡ଼ିଆ ହୋରର୍ ଥ୍ରିଲର୍ ସିନେମା “ଦର୍ପଣ” ଯାହା ବଡ଼ ପରଦାରେ ସିନେମା ଜଗତକୁ ଆସିବାକୁ ଯାଉଛି ଓ ବହୁତ୍ ଜଲଦି ଏଇ ବର୍ଷ ରିଲିଜ୍ ହେବାକୁ ଯାଉଛି ବଡ଼ ପରଦାରେ | ଆଜି ଦର୍ପଣ ସିନେମା ର ପ୍ରେସ୍ ମିଟ୍ ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ଅଡିଟୋରିଅମ୍ ଠାରେ ମିଡିଆ ଉପସ୍ଥିତ ରେ ରିଲିଜ୍ ହୋଇଛି ଅଫିସିଆଲ୍ ଟିଜର୍ ଏହି ସିନେମା ଏକ ଭିନ୍ନ ଧରଣର ଭୟାନକ୍ କାହାଣୀ କୁ ନେଇ ଆଧାରିତ ଏହି ସିନେମାର କାହାଣୀ ଓ ପ୍ରଯୋଜନା ଦାୟିତ୍ଵ ରେ ଅଛନ୍ତି ପ୍ରଡ୍ୟୁସର୍ ଦିଲ୍ଲୀପ କୁମାର ସାହୁ ଓ ନିର୍ଦ୍ଦେଶନା ଦେଇଛନ୍ତି ଭାରତ ପୁଷ୍ପରାଗ ଓ ଆନନ୍ଦ କୁମାର ଅଛନ୍ତି। ଏହି ଚଳଚ୍ଚିତ୍ରରେ ବଡ଼ ପରଦାରେ ପ୍ରଥମଥର ହିରୋ ହିସାବରେ ନଜର ଆସିବାକୁ ଯାଉଛନ୍ତି ନାୟକ ଭାରତ ପୁଷ୍ପରାଗ ଏହି ସିନେମାରେ ଆପଣ ଦୁଇ ନାୟକ ଓ ଦୁଇ ନୟିକାଙ୍କୁ ଦେଖିବାକୁ ପାଇବେ ଅଙ୍କିତ କୁମାର୍ ଓ ଭାରତ । ଅଙ୍କିତଙ୍କ ବିପକ୍ଷରେ ଅଛନ୍ତି ସୁନ୍ଦରୀ ତୃପ୍ତି ମିରମ୍ବିକା ଓ ଭାରତଙ୍କ ବିପକ୍ଷରେ ଅଛନ୍ତି ସୁନ୍ଦରୀ ନାୟିକା ହିରନମୟୀ । ଆଗରୁ ତୃପ୍ତି ଓ ଅଙ୍କିତ ବହୁତ୍ ସାରା ସିନେମା ରେ ଏବଂ ବଡ ପରଦାରେ ଅଭିନୟ କରିସାରିଛନ୍ତି। ଭାରତ ଓ ହିରନମୟୀ ମଧ୍ୟ ଆଗରୁ ଅଭିନୟ କରିଛନ୍ତି । ଏହି ଦର୍ପଣ ସିନେମା ମାଧ୍ୟମରେ ଅଙ୍କିତ୍ ଓ ତୃପ୍ତି ମିରମ୍ବିକା ଙ୍କୁ ଦେଖିବାକୁ ପାଇବେ ଏକ ଭିନ୍ନ ଦମଦାର ଚରିତ୍ରରେ । ଏହି ଦର୍ପଣ ସିନେମାରେ ବଡ଼ ବଡ଼ ନୂଆ ପୁରୁଣା କଳାକାର ମାନଙ୍କୁ ମଧ୍ୟ ଆପଣ ମାନେ ଦେଖିବାକୁ ପାଇବେ ଯେମିତି କି ଭାରତ ପୁସ୍ପରାଗ , ହିରନମୟୀ , ପ୍ରଦ୍ୟୁମ୍ନ ଲେଙ୍କା, ରାନୁ ପାଢ଼ୀ, କାଳୀ ଚରଣ , ଲଲାଟ,ପ୍ରଜ୍ଞା, ଏମିତି ବହୁତ୍ କଳା କାରଙ୍କୁ ଦେଖିବାକୁ ପାଇବେ ଓ ଏହି ଦର୍ପଣ ଚଳଚ୍ଚିତ୍ର ଓଡ଼ିଶା ଏବଂ ଓଡ଼ିଶା ବାହାରେ ମଧ୍ୟ୍ୟ ବିଭିନ୍ନ ସ୍ଥାନରେ ମଧ୍ୟ ସୁଟିଂ ହଉଚି ଯେମିତିକି ବଲାଙ୍ଗୀର୍, ଖୋର୍ଦ୍ଧା, ଭୁବନେଶ୍ୱର, ନରଣଗଡ, ନେପାଳ, ମିରିକ୍, ଦାର୍ଜିଲିଂ ଓ ଇତ୍ୟାଦି ।ଏହି ଦର୍ପଣ ଚଳଚ୍ଚିତ୍ରରେ ମ୍ୟୁସିକ୍ ଦେଇଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଓ ଟୁନୁ ପଟ୍ଟନାୟକ ଓ ଏହି ସିନେମା ରେ ବହୁତ୍ ବଡ଼ ବଡ଼ କଣ୍ଠ ଶିଳ୍ପୀ ମାନେ ସଙ୍ଗୀତ ଗାଇଛନ୍ତି ଅସୀମା ପଣ୍ଡା, ହ୍ୟୁମାନ୍ ସାଗର , ଅନ୍ତରା ଚକ୍ରବର୍ତ୍ତୀ, ଅନନ୍ୟା ଶ୍ରୀତମ ନନ୍ଦ ଓ ନାଭ୍ୟା ଓ ଏହି ସିନେମା ରେ ସଂଳାପ ଲେଖିଛନ୍ତି ଜମେଶ ଶୁକ୍ଳା ଓ ନୃତ୍ୟ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି ସୁଧାକର ବସନ୍ତ | ନିର୍ଦ୍ଦେଶକ ତଥା ନାୟକ ଭାରତ ପୁଷ୍ପରାଗଙ୍କ ଆଶା ଅଛି ଏହି ଦର୍ପଣ ଚଳଚ୍ଚିତ୍ର ଟି ସବୁ ବର୍ଗର ଲୋକଙ୍କ ମନକୁ ଛୁଇଁବ ଓ କିଛି ଭିନ୍ନ ଦେଖିବାକୁ ପାଇବେ ଅଡିଏନ୍ସ ପ୍ରଥମଥର ବଡ଼ ପରଦାରେ ଏହି ଦର୍ପଣ ଚଳଚ୍ଚିତ୍ର ମାଧ୍ୟମରେ।
ବଡ ପରଦାକୁ ଆସିବାକୁ ଯାଉଚି ଓଡ଼ିଆ ହରର୍ ଥ୍ରିଲର୍ ସିନେମା “ଦର୍ପଣ”
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ସୁଦର୍ଶନ ଦାରୁଙ୍କ ରଥଯାତ୍ରା ପାଇଁ ଚଳ ଚଞ୍ଚଳ ରଥଖଳା
ବାଲିଅନ୍ତା, ୧୮/୦୬ (ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅନ୍ତର୍ଗତ ଗଡ଼କ ଗଡ଼କଣ୍ଠୁଣିଆ ସ୍ଥିତ ଶ୍ରୀଶ୍ରୀ ପରଂବ୍ରହ୍ମ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚକ୍ରରାଜ ସୁଦର୍ଶନ ଦାରୁଙ୍କ ରଥଯାତ୍ରା ନିମନ୍ତେ ମନ୍ଦିର ଟ୍ରଷ୍ଟ ବୋଡ଼ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରଥ
ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।
ଚିଲିକା,୧୮। ୬:ସ୍ଥାନୀୟ ନାଚୁଣୀ ଗୋଦାବରୀଶ ସରକାରୀ ହାଇସ୍କୁଲ ରେ ପ୍ରାକ୍ତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ ଶବରଙ୍କ ସ°ଯୋଜନାରେ ଆଜି ସ୍କୁଲ ର ପ୍ରଥମ ଦିବସରେ ଛାତ୍ର ଛାତ୍ରୀ ଙ୍କ ପାଠୋନ୍ନତି ପାଇଁ ସମସ୍ତ ଙ୍କ ସହଯୋଗ କାମନା କରି ଶୈକ୍ଷିକ
ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ
ଚିଲିକା,୧୮। ୬: ଆଜି ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ଵାରା ନାଚୁଣୀ ମହାବିଦ୍ୟାଳୟରେ ୬୦ ଲକ୍ଷ ଟଙ୍କାରେ ନବ ନିର୍ମିତ ବହୁମୁଖୀ ପ୍ରକୋଷ୍ଠର ଶୁଭ ଉଦଘାଟନ କରିବା ସହିତ ୭କୋଟୀ ୪୦ଲକ୍ଷ ଓ
ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ
ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ରହିଛି ବୋଲି ଏସସିଇଆରଟି କର୍ତ୍ତୁପକ୍ଷ ସ୍ବୀକାର କରି ଥିବାରୁ, ଏହି ତ୍ରୁଟି ରହିଥିବା ସମସ୍ତ ପାଠ୍ୟ ପୁସ୍ତକକୁ ସରକାର ଫେରସ୍ତ କରିନେବା ଆବଶ୍ୟକ | ଖଣ୍ଡିଏ ବି ଭୁଲ
ଅକ୍ଷମଣୀୟ ଅପରାଧ -ପ୍ରଦ୍ୟୁମ୍ନ ଶତପଥୀ
ଭୁବନେଶ୍ୱର ତା 17/06/26 ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପୁସ୍ତକରେ ଗୁରୁତର ତ୍ରୁଟି ପରିଲକ୍ଷିତ କରାଯାଇଛି l 1678ପୃଷ୍ଠାରେ ତ୍ରୁଟିନେଇ ଗଭିର କ୍ଷୋଭ, ଦୁଃଖ ପ୍ରକାଶ କରିବା ସହିତ ଘୋର ନିନ୍ଦା କରିଛନ୍ତି ଓଡିଶା ନାଗରିକ
ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ
ବାଲିଅନ୍ତା,୧୭|୬:ଜଣେ ମହିଳାଙ୍କୁ ଫ୍ଲାଟ ବିକ୍ରୀ କରିବାପାଇଁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଧଉଳି ଥାନା ପୁଲିସ ଜଣଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛ l ଗିରଫ ଅଭିଯୁକ୍ତ ହେଲେ ଗୁଜୁରାଟ ନଖତ୍ରାଣ ଥାନା ଭାଦଳୀ ଗ୍ରାମର ଶ୍ୟାମଜୀ ଭାଇଙ୍କ ପୁଅ
ବହି ବିଭ୍ରାଟର ହାଇକୋର୍ଟ ଜଜଙ୍କ ଦ୍ୱାରା ବିଚାର ବିଭାଗୀୟ ତଦନ୍ତ ହେଉ : ଓଡିଶା ଅଭିଭାବକ ମହାସଂଘ
ପୂର୍ବତନ ସଚିବ ଶାଳିନୀ ପଣ୍ଡିତ ଓ ନିର୍ଦେଶକ ମନୋଜ ପାଢୀତଦନ୍ତ ଅନ୍ତର୍ଭୁକ୍ତ ହୁଅନ୍ତୁଭୁବନେଶ୍ୱର ତା 17 ରିଖ l ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଯୋଗା ଯାଇଥିବା ପାଠ୍ୟପୁସ୍ତକରେ ୧୭୮୧ ରୁ ଅଧିକ ତ୍ରୁଟି ଦେଖାଯାଇଛି। ଏହି ଅସମ୍ବେଦନଶୀଳ ଓ ଅତ୍ୟନ୍ତ
ଉଦଯାପିତ ହେଲା ଶିଶୁପାଳଗଡ଼ ରଜ ମହୋତ୍ସବ ।(ଘୋଡ଼ା ନାଚ, କମେଡି, କୁଲଦୀପଙ୍କ ସଙ୍ଗୀତରେ ମଞ୍ଚ ଦୁଲିକିଲା)
ବାଲିଅନ୍ତା, ୧୬/୦୬(ଗୋବର୍ଦ୍ଧନ ଦାସ):- ଶିଶୁପାଳଗଡ଼ ଦୁର୍ଗାପୂବଜା ପଡ଼ିଆରେ ଆୟୋଜିତ ତିନିଦିନିଆ ରଜ ମହୋତ୍ସବ-୨୦୨୬ ର ଉଦଯାପନି ସଂନ୍ଧ୍ୟାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଟାନିକ ବାବେ କାର୍ଯ୍ୟକର୍ମକୁ
ଅରୁଣା ଆଲୋକ କ୍ଳବ ପକ୍ଷରୁ ରଜ ମହୋତ୍ସବ
ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ବାଳକାଟି ରଥିଜେମା କୁଆଖାଇ ନଦୀ ପଠାରେ ଅରୁଣାଆଲୋକ କ୍ଳବ ପକ୍ଷରୁ ୩ ଦିନ ଧରି ଚାଲିଥିବା ରଜ ମହୋତ୍ସବ ଆଜିର ଉଦଯାପିତ ହୋଇଯାଇଛି l କ୍ଳବର ସଭାପତି ବିଜୟ କୁମାର ବେହେରା ଓ ସମ୍ପାଦକ ଶଙ୍କର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
ସରପଞ୍ଚ ଚାମେଲି ଓଝା ନିର୍ଯ୍ୟାତନାରେ ସେବା ପ୍ରତିନିଧିର ପ୍ରତିବାଦ
ଜଣେ ଉଚ୍ଚ ସମ୍ପନ୍ନ ନାରୀ ,ସେ ପୁଣି ଜନପ୍ରତିନିଧି ସରପଞ୍ଚ ,ନାମ ଚାମେଲି ଓଝା। ସବୁ ସ୍ତରରେ ସରକାର ସହଯୋଗର ହାତ ବଢ଼ାଇବା କଥା।ତା' ପରିବର୍ତ୍ତେ ଯେଉଁମାନେ ରାଜସ୍ଵ ରୁ ଅର୍ଥ ନେଇ ପ୍ରତିପୋଷଣ ହେଉଛନ୍ତି ସେ ଜନପ୍ରତିନିଧି ବା ସରପଞ୍ଚଙ୍କ
ରଜର ରାଣୀ ହେଲେ ଅର୍ପିତା ନାୟକବିଜେତାଙ୍କୁ ୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ
ବାଲିଅନ୍ତା ୧୬/୦୬:- (ଗୋବର୍ଦ୍ଧନ ଦାସ):- ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଯାପିତ ହୋଇଯାଇଛି। ଓଡ଼ିଆ
ନୂଆଗାଁରେ ପାମେଲା ଓ ଧଉଳିରେ ଇରାଙ୍କ ଗୀତରେ ଝୁମିଲେ ଦର୍ଶକନୂଆଗାଁ ଓ ଧଉଳି ବିକାଶ ମଞ୍ଚରେ ରଜ ମହୋତ୍ସବ ଉଦଯାପିତ
ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ରଜ ପର୍ବର ଶେଷ ଦିନରେ ଧଉଳି ବିକାଶ ମଞ୍ଚରେ ଓଲିଉଡ଼ର ପ୍ରଖ୍ୟାତ କଣ୍ଠଶିଳ୍ପୀ ଇରା ମହାନ୍ତି ଏବଂ ନୂଆଗାଁ ଗ୍ରାମୀଣ ବିକାଶ ମଞ୍ଚରେ ବଲିଉଡର ଖ୍ୟାତିସମ୍ପର୍ଣ୍ଣ କଣ୍ଠଶିଳ୍ପୀ ପାମିଲା ଜୈନଙ୍କ ଗୀତରେ ଝୁମିଛନ୍ତି ଦର୍ଶକ l ୨ କଣ୍ଠଶିଳ୍ପୀ ଗୋଟାକ
ରଜ ଉପଲକ୍ଷେ ବିଦ୍ୟାଳୟ ପରିସର ସଫେଇ
ଭୁବନ: ଓଡ଼ିଶାର ଗଣପର୍ବ ତଥା କୃଷିର ପର୍ବ ରଜ ଅବସରରେ ସାରା ଓଡ଼ିଶା ଉତ୍ସବ ମୁଖର। ଏହି ରଜ ଉତ୍ସବ ଉପଲକ୍ଷେ ଢ଼େଙ୍କାନାଳ ଜିଲ୍ଳା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଦେଖିବାକୁ ମିଳିଛି ସଫେଇ କାର୍ଯ୍ୟକ୍ରମ। ଏହି ସଫେଇ କାର୍ଯ୍ୟକ୍ରମକୁ
ବଉଳାବନ୍ଧରେ ଭାଗବତ ପ୍ରବଚନ କାର୍ଯ୍ୟକ୍ରମ ।
ଚିଲିକା,୧୬ I୬:ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମର ମଙ୍ଗରାଜପୁର ଠାରେ ପ୍ରତି ସଂକ୍ରାନ୍ତୀରେ ଅନୁଷ୍ଠିତ ହେଉଥିବା ଭାଗବତ ପ୍ରବଚନ କାର୍ଯ୍ୟକ୍ରମର ଅଂଶ ସ୍ଵରୂପ ଚ଼ଳିତ ମାସ ରଜସଂକ୍ରାନ୍ତୀ ଦିନ ଅନୁଷ୍ଠିତ ହୋଇଯାଇଅଛି । ସଂନ୍ଧ୍ୟା ସମୟରେ ଭାଗବତ ପାଠ ଓ ନାମ
ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି
ଭୁବନେଶ୍ୱର ତା 15/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବ୍ୟାସକବି ଫକୀର ମୋହନ ସେନାପତି ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ବାଣୀବିହାର ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ପ୍ରାଣ, ମହାନ କଥାକାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ
ଧଉଳି ବିକାଶ ମଞ୍ଚର ଦ୍ଵିତୀୟ ରଜ ସମାରୋହରୁକସାନା ଗୀତରେ ଦର୍ଶକ ବିଭୋର
ବାଲିଅନ୍ତା,୧୫|୬(ଗୋବର୍ଦ୍ଧନ ଦାସ):ଐତିହ୍ୟ ପର୍ଯ୍ୟଟନ ସ୍ଥଳୀ ଶାନ୍ତିସ୍ତୁପ ଧଉଳି ପାଦଦେଶରେ ଧଉଳି ବିକାଶ ମଞ୍ଚ ପକ୍ଷରୁ ଦ୍ଵିତୀୟ ରଜ ମହୋତ୍ସବ ମହାସମାହୋରରେ ଅନୁଷ୍ଠିତ ହୋଇଯାଇଛି l ଉପଦେଷ୍ଟା ରହିନ୍ଦ୍ର କୁମାର ପାତ୍ର ଏବଂ ଆବାହକ ଚିନ୍ମୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି
ଗ୍ରୀନ ଜୟଦେବ ଫାଉଣ୍ଡେସନର ୫ମ ରଜ ମହୋତ୍ସବ ଅନୁଷ୍ଠିତ
୧୬/୦୬(ଗୋବର୍ଦ୍ଧନ ଦାସ):-ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଘାଟିତ ହୋଇଯାଇଛି। ଓଡ଼ିଆ ସଂସ୍କୃତି ଓ ପରମ୍ପରାର
ଶିଶୁପାଳଗଡ଼ ରଜ ମହୋତ୍ସବ -୨୦୨୬ ଦ୍ୱିତୀୟ ସଂନ୍ଧ୍ୟା
ବାଲିଅନ୍ତା, ୧୫/୦୬/(ଗୋବର୍ଦ୍ଧନ ଦାସ):- ଶିଶୁପାଳଗଡ଼ ଦୁର୍ଗାପୂବଜା ପଡ଼ିଆରେ ଆୟୋଜିତ ତିନିଦିନିଆ ରଜ ମହୋତ୍ସବ-୨୦୨୬ ର ଦ୍ୱିତୀୟ ସଂନ୍ଧ୍ୟାରେ ପୁରୀ ରାଜ୍ୟ ସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଟାନିକ
ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି
ଭୁବନେଶ୍ୱର ତା 15/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବ୍ୟାସକବି ଫକୀର ମୋହନ ସେନାପତି ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ବାଣୀବିହାର ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ପ୍ରାଣ, ମହାନ କଥାକାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ
ଐତିହ୍ୟ ସ୍ଥଳରେ ଧୁମଧାମରେ ପାଳିଲେ ପହିଲି ରଜ
ବାଲିଅନ୍ତା,୧୪|୬(ଗୋବର୍ଦ୍ଧନ ଦାସ ): ଐତିହ୍ୟ ସ୍ଥଳି ଧଉଳି ଗୋପୀନାଥପୁର ମହିଳା ମହାସଂଘ ପକ୍ଷରୁ ୧0 ମ ରଜ ମହୋତ୍ସବ ପାଳିତ ହୋଇଯାଇଛି । ରଶ୍ମିପ୍ରଭା ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମହୋତ୍ସବରେ ‘କାପୋକ’ର ଅଧକ୍ଷ ସଂଗ୍ରାମ କେଶରୀ ପାଇକରାୟ ମୁଖ୍ୟ ଅତିଥି
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment