ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା’ ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ ଯାତ୍ରା, ସୂର୍ଯ୍ୟପୂଜା, ଗୋପୂଜା, ଶାଲଦି ପୂଜା, ଦେବା ଦେବୀ ଆମନ୍ତ୍ରଣ, ଅଗ୍ନି ସଂସ୍ଥାପନ ଓ ଆହୁତି ପ୍ରଦାନ କରାଯାଇଥିଲା। ଗୁରୁବାର ଦିନ ମନ୍ଦିର ପ୍ରତିଷ୍ଠା, ମନ୍ଦିର ରତ୍ନ ମୁଦ ସମାପନ କରାଯିବା ପରେ ମା’ତାରେଣୀଙ୍କୁ ଗ୍ରାମବାସୀମାନେ ବର୍ଣ୍ଣାଢ଼୍ୟ ଶୋଭା ଯାତ୍ରାରେ ଗ୍ରାମ୍ୟ ପରିକ୍ରମା କରାଇ ମାଘସ୍ନାନ ପରେ ମା’ଙ୍କୁ ସିଂହାସନରେ ସ୍ଥାପନ କରିଥିଲେ । । ଉକ୍ତ କାର୍ଯ୍ୟକୁ ପଣ୍ଡିତ ଦିଲ୍ଲୀପ କୁମାର ସାମନ୍ତରାୟ, ପଣ୍ଡିତ ସୀମାଞ୍ଚଳ ମହାପାତ୍ର, ପଣ୍ଡିତ ସତ୍ୟ ନାରାୟଣ ଦାଶ, ପଣ୍ଡିତ ସୁବାସ ଚନ୍ଦ୍ର ତ୍ରିପାଠୀ, ପଣ୍ଡିତ ଗୋଲେଖ ଦାଶ ଓ ପଣ୍ଡିତ ଅଶୋକ କୁମାର ଦାଶ ପ୍ରମୁଖ ବ୍ରାହ୍ମଣ ସାମନ୍ତ ମାନେ ସମ୍ପାଦନ କରିଥିଲେ। ମନ୍ଦିର ପ୍ରତିଷ୍ଠାର ପୁରୋଧା ଭାବେ ସସ୍ତ୍ରୀକ ରବୀନ୍ଦ୍ର ନାଥ ପ୍ରଧାନ ଉପବେଶନ କରିଥିଲେ। ମନ୍ଦିର ପ୍ରତିଷ୍ଠାରେ ଇଚ୍ଛାପୁର ଗ୍ରାମ ସମେତ ଆଖ ପାଖ ଅଞ୍ଚଳର ଶହ ଶହ ଭକ୍ତ ଯୋଗ ଦେଇ ମା’ଙ୍କର ଆଶୀର୍ବାଦ ଭିକ୍ଷା କରିଥିଲେ। ଉକ୍ତ ପ୍ରତିଷ୍ଠାରେ ଯୋଗ ଦେଇଥିବା ସମସ୍ତ ଭକ୍ତମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।ଏଥିରେ ଇଚ୍ଛାପୁର ଗ୍ରାମର ସମସ୍ତ ଗ୍ରାମବାସୀ ସହଯୋଗ କରିଥିଲେ।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ
ଧର୍ମଗଡରେ ନକଲି ମଦ ତିଆରି କାରଖାନା ଉପରେ ଚଢାଉ
ନକଲି ମଦ ଓ ପ୍ରସ୍ତୁତି ସାମଗ୍ରୀ ସହ ତିନି ବିହାରି ଯୁବକ ଗିରଫ କଳାହାଣ୍ଡି,୨|୩(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲା ଧର୍ମଗତ ସହରରେ ବହୁ ପରିମାଣ ର ନକଲି ମଦ,ବିଭିନ୍ନ କମ୍ପାନୀ ର ଠିପି,ଷ୍ଟିକର ଜବତ ହୋଇଛି । ଏହି ମାମଲା ରେ
କୁଅରେ ପଡ଼ି ହାତୀ ଛୁଆ ମୃତ
କେନ୍ଦୁଝର: ରାତି ୩ଟା ସମୟରେ ଏକ ୧୦ ଟିକିଆ ହାତୀପଲ କାଠବାଉଁଶୁଳି ନିକଟରେ ରାସ୍ତା ପାର ହେଉଥିବା ସମୟରେ ନିକଟରେ ଏକ କୂଅ ଭିତରେ ୧ ବର୍ଷ ବୟସର ହାତୀ ଛୁଆଟି ପଡ଼ି ଯାଇଥିଲା । କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ
ପ୍ରଭୁଦ୍ଧ ବିହାର ମହିମା ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ବର: ପ୍ରତିବର୍ଷ ପରି ଚଳିତବର୍ଷ ଫାଲଗୁନ ଶୁକ୍ଳପକ୍ଷ ଦଶମୀରେ ଅନ୍ଧାରୁଆ ଗ୍ରାମ ପ୍ରଭୁଦ୍ଧ ବିହାର ସ୍ଥିତ ମହିମା ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମଲୀନ ବ୍ରହ୍ମ ଅବଧୂତ ଜୟକୃଷ୍ଣ ବାବା ମହୋଦୟଙ୍କ ପୂର୍ବ ଆଦେଶ ଅନୁଯାଇ ବ୍ରହ୍ମଅବଧୂତ ବ୍ରଜବନ୍ଧୁ
ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଭାବ ବିନିମୟ କାର୍ଯ୍ୟକ୍ରମ
ଭୁବନେଶ୍ଵର: ଏନ୍. ସି. ଇ. ଆର. ଟି. ପରିଚାଳିତ ପୂର୍ବ ଭାରତ ପାଇଁ ଭୁବେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂରାତନ ଛାତ୍ର ସଂସଦ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ନିର୍ବାଚିତ ଛାତ୍ର ପରିଷଦ କର୍ମକର୍ତ୍ତା ଓ ସଭ୍ୟ ସଭ୍ୟା ମାନଙ୍କ ମଧ୍ୟ
ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ
ଭୁବନେଶ୍ୱର: ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ସମ୍ପର୍କରେ ଆଲୋଚନା, ସମୀକ୍ଷା ବିଶିଷ୍ଟ ସମାଜସେବୀ, ସମାଜସେବୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ଶ୍ରୀକାନ୍ତ ଶେଖର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ସଭାପତି ଶ୍ରୀଯୁକ୍ତ ମିଶ୍ର ଉଦ୍ୟୋଗୀଙ୍କ
ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ଓ ମୁଗୁପୁର ସମାଚାର ପକ୍ଷରୁ “ବିଶ୍ୱ ମାତୃଭାଷା ଦିବସ’ ଅନୁଷ୍ଠିତ
ଭୁବନେଶ୍ୱର: ସାମାଜିକ ଓ ୱେବ ଗଣମାଧ୍ୟମ "ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ "ଓ ମାସିକ ଖବରକାଗଜ "ମୁଗୁପୁର ସମାଚାରର ମିଳିତ ସହଯୋଗରେ ସ୍ଥାନୀୟ ଖାରବେଳନଗର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ "ବିଶ୍ୱ ମାତୃଭାଷା ଦିବସ -2026 ଟ୍ରଷ୍ଟର ସମ୍ପାଦକ ଅରବିନ୍ଦ
ଚନ୍ଦକା ମହିମା ଆଶ୍ରମ ର ବାର୍ଷିକ ଉତ୍ସବ
ଭୁବନେଶ୍ୱର: ପ୍ରତିବର୍ଷ ପରି ଚଳିତ ବର୍ଷ ଫାଲଗୁନ ମାସ ଶୁକ୍ଳ ପାଞ୍ଚମୀ ତିଥିରେ ଚନ୍ଦକା ମହିମା ଆଶ୍ରମର ଷଷ୍ଠ ଦଶ ବାର୍ଷିକ ମହୋତ୍ସବ ପାଳିତ ହୋଇ ଯାଇଅଛି I ବ୍ରହ୍ମଳୀନ ବ୍ରହ୍ମାବଧୁତ ଜୟକୃଷ୍ଣ ବାବା ମହୋଦୟଙ୍କ ଆଦେଶ ଅନୁଯାଇ ବ୍ରାହ୍ମବଧୁତ ବ୍ରଜବନ୍ଧୁ
ହୋଟେଲ ଧଉଳି-ଇନ୍ ଉଦଘାଟନ
ଭୁବନେଶ୍ୱର: ଧଉଳି ଗୋପୀନାଥପୂର୍ ତଥା ଶାନ୍ତିସ୍ତୁପ ଧଉଳି ପାଦଦେଶରେ ବୁଧବାର ସନ୍ଧ୍ୟାରେ ଉଦଘାଟନ ହୋଇଯାଇଛି ଧଉଳି-ଇନ୍ ନାମକ ହୋଟେଲ। ଏହି ଉଦଘାଟନ ଅବସରରେ ମୁଖ୍ୟ ଅତିଥି ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଚନ୍ଦନ
ଟି-୨୦ କ୍ରିକେଟ ବିଶ୍ୱକପ୍ ଜୁଆଡ଼ି ରାକେଟର ପର୍ଦ୍ଦାଫାଶ
୬ ଗିରଫ, ୩୦.୬୫ ଲକ୍ଷ ଜବତରାଉରକେଲା: ସମ୍ପ୍ରତି ଜାରି ରହିଥିବା ଟି-୨୦ କ୍ରିକେଟ୍ ବିଶ୍ୱକପ୍ ଅବସରରେ ଅବୈଧ ସଟ୍ଟାବାଜି ସମ୍ପର୍କରେ ମିଳିଥିବା ବିଶ୍ୱସନୀୟ ସୂଚନା ଆଧାରରେ ରାଉରକେଲା ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଏକ ବଡ ସଫଳତା ପାଇଛି। ଓଡ଼ିଶା
ସଂଗ୍ରାମୀ ଗୌରାଙ୍ଗ ଚରଣ ଦାସ ଓ ସଂଗ୍ରାମୀ ଶଶୀଭୂଷଣ ଦାସ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ – ନିରଞ୍ଜନ ପଟ୍ଟନାୟକ
ଯୁବ ସାମ୍ବାଦିକ ତଥା ସମାଜସେବୀ ଅରବିନ୍ଦ ତ୍ରିପାଠୀଙ୍କୁ ସ୍ମୃତି ସମ୍ମାନଭୁବନେଶ୍ୱର,19.2.2026: ଓଡ଼ିଶା ସ୍ୱାଧୀନତା ସଂଗ୍ରାମର ମହାନ ସଂଗ୍ରାମୀ, ଚାଷୀ ମୂଲିଆଙ୍କ ବନ୍ଧୁ ବିପ୍ଳବୀ ସ୍ୱାଧୀନତା ସଂଗ୍ରାମୀ ଗୌରଙ୍ଗ ଚରଣ ଦାସଙ୍କ ୫୪ ତମ ଓ ସଂଗ୍ରାମୀ ଗୌରଙ୍ଗ ଚରଣଙ୍କ ସୁପୁତ୍ର ସଂଗ୍ରାମୀ
ଝରଣେଶ୍ୱର ପୀଠରେ ଜାଗର ଯାତ୍ରା ପାଳିତ
ଭୁବନ, ୧୬.୨.୨୦୨୬: ସାରା ଦେଶରେ ଧୂମଧାମରେ ଦେବାଦିଦେବ ମହାଦେବଙ୍କ ପବିତ୍ର ଜାଗର ବା ମହାଶିବରାତ୍ରୀ ପାଳିତ ହୋଇଯାଇଛି । ଏହି ଅବସରରେ ଭୁବନ ବ୍ଲକ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତରେ ମଧ୍ୟ ଅନୁରୂପ ଦୃଶ୍ୟ ଦେଖିବାକୁ ମିଳିଛି । ଓଡ଼ିଶ ଗ୍ରାମର ଶ୍ରୀ
Politics
ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଧୂମଧାମରେ ହୋଲି ଉତ୍ସବ ପାଳନ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ