ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?

ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଅବପାତରେ ପରିଣତ ହେବ । ସେପ୍ଟେମ୍ବର 27 ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଅତିକ୍ରମ କରିବାର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ 28… Continue reading ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?

ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ

DCIM100MEDIADJI_0058.JPG

ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା ଖଣିଜ, ବୟନଶିଳ୍ପ ଏବଂ ବାଣିଜ୍ୟ କେନ୍ଦ୍ରଗୁଡ଼ିକୁ ସଂଯୋଗ କରି, ବ୍ୟବସାୟ ଏବଂ ଶ୍ରମଶକ୍ତିର ଗତିବିଧିକୁ ସମର୍ଥନ କରି ଆର୍ଥିକ ଏବଂ ଶିଳ୍ପ ଗତିଶୀଳତାକୁ ବୃଦ୍ଧି କରିବ ।ଉଦଘାଟନୀ ଟ୍ରେନକୁ ବ୍ରହ୍ମପୁର ରେଳ ଷ୍ଟେସନରୁ ପ୍ରଧାନମନ୍ତ୍ରୀ… Continue reading ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ

ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ ଓଡ଼ିଶାରେ ଗ୍ରାମୀଣ ଜୀବିକାରେ ଉନ୍ନତି ଆଣିବା ଏବଂ ମହିଳା ନେତୃତ୍ଵାଧୀନ ଚାଷ କାର୍ଯ୍ୟକୁ ପ୍ରୋତ୍ସାହନ ଯୋଗାଇବା କ୍ଷେତ୍ରରେ ଟିପିଏସ୍ଓଡିଏଲର ପ୍ରତିବଦ୍ଧତାକୁ ଦର୍ଶାଏ। ଟିପିଏସ୍ଓଡିଏଲର ଏହି ପ୍ରୋଜେକ୍ଟ କୋରାପୁଟ ଜିଲ୍ଲାର ଏନଜିଓ ପ୍ରଗତିର ସହଭାଗିତାରେ ବୈପାରିଗୁଡା‌… Continue reading ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍

ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ ନୃତ୍ୟ ଏବଂ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ । ଅନୁଷ୍ଠାନର ନିର୍ଦ୍ଦେଶିକା ପ୍ରିୟଙ୍କା , ଏହାର ଶ୍ରେୟ ତାଙ୍କ ଗୁରୁ ଡଃ ଗଜେନ୍ଦ୍ର ପଣ୍ଡା ସାର୍ ଙ୍କୁ ଦେଇଛନ୍ତି ଏବଂ ତତ୍ ସହିତ ହିନ୍ଦୁସ୍ଥାନ… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ବିୟୋଗ ଘଟିଛି । ଉକ୍ତ ବିୟୋଗ ଖବର ପାଇ ରାଜ୍ୟର ବିଶିଷ୍ଟ ବ୍ୟକ୍ତିବିଶେଷ, ସଂଗଠନ ପ୍ରମୁଖ ତାଙ୍କ ଖାରବେଳ ନଗର ବାସଭବନ ଯାଇ ଅନ୍ତିମ ଦର୍ଶନ କରିଥିଲେ ।… Continue reading ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ

ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ କରାଯାଇଛି । ପ୍ରାୟ ୩ଘଣ୍ଟା ଧରି ନିମାପଡ଼ା-ଗୋପ ଏବଂ ଐତିହ୍ୟଗର୍ଭା କୁଶଭଦ୍ରାର ବିକାଶ ସମ୍ପର୍କିତ ଆଲୋଚନା କରିଛନ୍ତି ସଦସ୍ୟ । ବାଲିଅନ୍ତା ସ୍ଥିତ କୁଆଖାଇ ନଦୀରୁ ସୃଷ୍ଟି ହୋଇଥିବା କୁଶଭଦ୍ରାର ମୁହାଣ ପୋତି ହୋଇଯାଇଥିବାବେଳେ,… Continue reading ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ

ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ ବି ଫିକା ପଡିନି ପୂଜା । ଏହାରି ଭିତରେ ଆକର୍ଷଣୀୟ ସାଜିଛି ଗଛ ଗଣେଶ । ପରିବେଶ ସୁରକ୍ଷାର ବାର୍ତା ନେଇ ଗଛରେ ପ୍ରସ୍ତୁତ ଗଣେଶ ପୂଜା ପାଉଛନ୍ତି । ତେବେ ହାତୀମୁଣ୍ଡିଆ ଓ… Continue reading ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ

ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା ବଳଙ୍ଗା ପୀଡିତାଙ୍କ ପାର୍ଥିବ ଶରୀର । ପୀଡିତାଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ବିଭିନ୍ନ ଦଳର ନେତାଙ୍କ ଭିଡ ଜମିଥିଲା । ଏହା ପରେ ମହାପ୍ରୟାଣ ଗାଡିରେ ଗାଁକୁ ଯାଇଥିଲା ପୀଡିତାଙ୍କ ମରଶରୀର ।… Continue reading ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ

You cannot copy content of this page