କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ ଶ୍ରୀମତୀ ବୀଣାପାଣି ସାହୁ ଜଣେ ଗରିବ ଅସହାୟ ବ୍ୟକ୍ତି ହିମାଂଶୁ ପ୍ରଧାନଙ୍କୁ ୨ ଡ଼ିସିମିଲ ଜାଗା ଦେବା ପାଇଁ ସ୍ଥାନୀୟ ରେଜିଷ୍ଟ୍ରି ଅଫିସକୁ ଯାଇ ରେଜିଷ୍ଟ୍ରି ଷ୍ଟାମ୍ପ ଦେବା ପରେ ଉକ୍ତ ଜମିର ମୂଲ୍ୟ… Continue reading ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ