ଓଡ଼ିଶ ଗ୍ରାମରେ ମନ୍ଦିର ସଫେଇ କାର୍ଯ୍ୟ

ଭୁବନ: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶ ଗ୍ରାମର ଆରାଧ୍ୟ ଦେବୀ ମା’ ତାରିଣୀଙ୍କ ମନ୍ଦିର ପରିସର ଓ ମା’ ମହାପାଟ ମନ୍ଦିର ପରିସରକୁ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସ୍ୱେଚ୍ଛାସେବୀ ସଦସ୍ୟମାନେ ସଫେଇ କରିଛନ୍ତି। ପ୍ରବଳ ବର୍ଷା ସତ୍ୱେ ମଧ୍ୟ ସେମାନେ ବର୍ଷାକୁ ଖାତିର ନ କରି ସଫେଇ କାର୍ଯ୍ୟ କରିଥିବା ଦେଖିବାକୁ ମିଳିଥିଲା । ଏହି ମନ୍ଦିର ସଫେଇ କାର୍ଯ୍ୟରେ ସ୍ୱେଚ୍ଛାସେବୀ ସତ୍ୟବାଦୀ ରଣା, ବିକ୍ରମ ରଣା, ରଂଜନ କୁମାରସେଠୀ, ଶ୍ରୀକାନ୍ତ ସେଠୀ, ବଳରାମ… Continue reading ଓଡ଼ିଶ ଗ୍ରାମରେ ମନ୍ଦିର ସଫେଇ କାର୍ଯ୍ୟ

ହାଇଦ୍ରାବାଦରେ ଏସଓଡବ୍ଳୁଡବ୍ଲୁ ପରିବାର ଦ୍ଵାରା ରଜପର୍ବ ପାଳିତ

ବାଲିଅନ୍ତା: ହାଇଦ୍ରାବାଦରେ ଏସଓଡବ୍ଳୁଡବ୍ଲୁ ପରିବାର ଦ୍ଵାରା ରଜପର୍ବ ପାଳିତଅତ୍ଯନ୍ତ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳନ କରାଯାଇଥିଲା। ଏହି ଅନନ୍ୟ ପର୍ବ ଏକ ରଙ୍ଗୀନ ଏବଂ ହୃଦୟ ସ୍ପର୍ଶୀ ସମାବେଶ ମାଧ୍ୟମରେ ଜୀବନ୍ତ ପରିବେଷଣ ହୋଇଥିଲା ଯାହା ଆମର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ସୁନ୍ଦର ଭାବରେ ପ୍ରତିଫଳିତ କରିଥିଲା | ଏହି କାର୍ଯ୍ଯକ୍ରମରେ ଝୋଟି, ପିଠା ତିଆରି, ସଜବାଜ, ପିଲାମାନଙ୍କ ପ୍ରତିଯୋଗିତା ଏବଂ ଏକ ଜୀବନ୍ତ ଦମ୍ପତି ଖେଳ ଭଳି ବିଭିନ୍ନ ମଜାଳିଆ ପ୍ରତିଯୋଗିତାରେ ସଦସ୍ୟ… Continue reading ହାଇଦ୍ରାବାଦରେ ଏସଓଡବ୍ଳୁଡବ୍ଲୁ ପରିବାର ଦ୍ଵାରା ରଜପର୍ବ ପାଳିତ

ରଥଯାତ୍ରା ଉପଲକ୍ଷେ ଉତ୍ତରା ଛକରେ ଭକ୍ତଙ୍କ ପାଇଁ ଜଳଛତ୍ର ସେବା

ଉତ୍ତରା: ପବିତ୍ର ରଥଯାତ୍ରା ଉପଲକ୍ଷେ ସମ୍ପର୍କ ହୃଦୟ ଫାଉଣ୍ଡେସନ ଆନୁକୁଲ୍ୟରେ ଉତ୍ତରା ଛକ ନିକଟରେ ପୁରୀକୁ ଯାଉଥିବା ଅଗଣିତ ଭକ୍ତଙ୍କ ପାଇଁ ପଥପ୍ରାନ୍ତ ଜଳଛତ୍ର ସେବା ଯୋଗାଇ ଦିଆ ଯାଇଅଛି। ସମ୍ପର୍କ ହୃଦୟ ପରିବାର ସଦସ୍ୟ ଜ୍ୟୋତି ରଞ୍ଜନ ନାୟକଙ୍କ ନେତୃତ୍ଵ ରେ ସମ୍ପର୍କ ହୃଦୟ ପରିବାରର ସମ୍ପାଦକ ବସନ୍ତ କୁମାର ସାହୁ, ତାରାକାନ୍ତ ସାହୁ, କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପରିବାରର ସଦସ୍ୟ ଅଜୁ ସାହୁ, ମନୋଜ ସାହୁ, ରାଜୀବ ମହାରଣା, ବବୁଲ ସାହୁ, ଶିବ ପ୍ରସାଦ,… Continue reading ରଥଯାତ୍ରା ଉପଲକ୍ଷେ ଉତ୍ତରା ଛକରେ ଭକ୍ତଙ୍କ ପାଇଁ ଜଳଛତ୍ର ସେବା

ବରିଷ୍ଠ ନାଗରିକଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର: ବଲାଙ୍ଗିର ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ବରପାଳିପଡ଼ା (ଭଗବତ ମନ୍ଦିର) ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ, ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ… Continue reading ବରିଷ୍ଠ ନାଗରିକଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

କଣ୍ଟାବାଞ୍ଜି ଥାନା ଘେରାଉ

ବଲାଙ୍ଗିର: ବଲାଙ୍ଗିର ତୁରେଇକେଲା ଯିବା ରାସ୍ତାର ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଥିବା ଏକ ପରିତ୍ୟକ୍ତ କୂଅରେ ରବିବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ପୋଲିସ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କୂଅରୁ ମୃତଦେହ ଉଦ୍ଧାର ହେବା ପରେ ପରିବାର ଲୋକ ଚିହ୍ନଟ କରିଥିଲେ । ଗତକିଛି ଦିନ ତଳେ କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଡୁମେରଚୁଆ ଗାଁ ରକୁଞ୍ଜ ମାଝୀ ନାମକ ଯୁବକ ରାତିରେ ଘରେ ଥିବାବେଳେ ତାଙ୍କ ପାଖକୁ ଏକ ଫୋନ୍ କଲ୍… Continue reading କଣ୍ଟାବାଞ୍ଜି ଥାନା ଘେରାଉ

ଓଡ଼ିଶ ଗ୍ରାମରେ ରଥଯାତ୍ରା ଅନୁଷ୍ଠିତ

ଭୁବନ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଧୂମଧାମରେ ପାଳନ କରାଯାଇଥିବା ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ର ପୁରୀରେ ଚତୁର୍ଦ୍ଧାମୂର୍ତିଙ୍କ ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମଂପଚାୟତରେ ମଧ୍ୟ ଅନୁରୂପ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଭାବେ ପଣ୍ଡିତ ଦେବଶର୍ମା ଶ୍ରୀଧର ଶତପଥୀ ଚତୁର୍ଦ୍ଧାମୂର୍ତିଙ୍କ ପୂଜାର୍ଚ୍ଚନା କରିବା ସହିତ ସମସ୍ତ ଦେବନୀତି ସମାପନ କରିଥିଲେ । ଭକ୍ତ ଲିଟୁନ ସେଠୀ ଏଥିରେ… Continue reading ଓଡ଼ିଶ ଗ୍ରାମରେ ରଥଯାତ୍ରା ଅନୁଷ୍ଠିତ

ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ସଭାପତି, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ପୌରହିତ୍ୟ ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ ଉଦ୍ୟୋଗୀ ଜଣେ ଜଣେ ରାଷ୍ଟ୍ରସେବକ ଓ ସମର୍ପିତବ୍ୟକ୍ତି ସତ୍ତା l ବହୁଘାତ ପ୍ରତିଘାତ ଭିତରେ ଜଣେ ଉଦ୍ୟୋଗୀ ଗତି କରିବା ସହିତ ରାଷ୍ଟ୍ରର ବହୁବିଦ୍ଧ ଉନ୍ନତିପାଇଁ ତାଙ୍କ ସେବା, ନିଷ୍ଠା ସମର୍ପଣ ଭାବ ବେଶ ପ୍ରଶଂସନୀୟ l ଉକ୍ତ ମାସିକ ବୈଠକ ରେ… Continue reading ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ

ନିସ୍ୱାର୍ଥ ସେବାର ପଥେ ପଥେ ଜଗନ୍ନାଥ

ଭୁବନେଶ୍ୱର: ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଉପଲକ୍ଷେ ଭୁବନେଶ୍ବର ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ନିଃସ୍ୱାର୍ଥ ସେବା ଓଡ଼ିଶା ଆଣ୍ଡ ଚାରିଟେବଲ୍ ଟ୍ରଷ୍ଟ ତରଫରୁ ଆୟୋଜିତ ଏକ ନିଆରା କାର୍ଯ୍ଯକ୍ରମ “ପଥେ ପଥେ ଜଗନ୍ନାଥ” ପୁରୀ ବାଇପାସ୍ ନୂଆ ଜଗନ୍ନାଥ ସଡ଼କରେ ଅନୁଷ୍ଠିତ ହୋଇଯାଇଅଛି । ହୋମ ପୂଜା ସହ ପୂର୍ବାହ୍ନରେ “ଭାବର ପଣା” ବଣ୍ଟନ ସହିତ କାର୍ଯ୍ଯକ୍ରମକୁ ଶୁଭାରମ୍ଭ କରାଯାଇଥିଲା । ସଂନ୍ଧ୍ଯାରେ ଦିବ୍ଯାଙ୍ଗ କଳାକାର ମାନଙ୍କ ଦ୍ବାରା ଏକ ବିଶେଷ ଭକ୍ତି ସଂଙ୍ଗୀତ ପରିବେଷଣ… Continue reading ନିସ୍ୱାର୍ଥ ସେବାର ପଥେ ପଥେ ଜଗନ୍ନାଥ

ନିରଞ୍ଜନ ସାହୁ ଙ୍କୁ ବିଶ୍ଵ ମଣି ପଣ୍ଡିତ ଗୋପବନ୍ଧୁ ସ୍ମୃତି ସମ୍ମାନ

ବାଙ୍କୀ: ବାଙ୍କୀ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଥୁରିପଡା ଠାରେ ବାଙ୍କୀ ପୂଜ୍ଯ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ତରଫରୁ ପୁଣ୍ଯଶ୍ଲୋକ ପଣ୍ଡିତ ଗୋପବନ୍ଧୁ ଦାସଙ୍କ 97 ତମ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଇଛି। ବିଦ୍ୟାଳୟ ପରିସରରେ ଗୋପବନ୍ଧୁଙ୍କ ନାତି ରବିନ୍ଦ୍ର ନାଥ ଦାସ ଙ୍କ ଦ୍ୱାରା ଉନ୍ମୋଚିତ ଦାସେ ଆପଣେଙ୍କ ପ୍ରତି ମୂର୍ତ୍ତି ନିକଟରେ ବୈଦିକ ରୀତିରେ ଶ୍ରାଦ୍ଧ କର୍ମ ଓ ତିଳ ତର୍ପଣ କରା ଯାଇଥିଲା। ବାଙ୍କୀ ପୂଜ୍ଯ ପୂଜା ସଂସ୍କୃତି… Continue reading ନିରଞ୍ଜନ ସାହୁ ଙ୍କୁ ବିଶ୍ଵ ମଣି ପଣ୍ଡିତ ଗୋପବନ୍ଧୁ ସ୍ମୃତି ସମ୍ମାନ

ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ: ମହେଶ୍ୱର ସାହୁ

ବାଲିଅନ୍ତା: ମହାନ ସ୍ୱାଧୀନତା ସଂଗ୍ରମାୀ ତଥା ଜନସଂଘର ପ୍ରତିଷ୍ଠାତା ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନକୁ ସ୍ମରଣୀୟ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଓଡ଼ିଶାରେ ବ୍ୟାପକ ବୃକ୍ଷ ଚାରାରୋପଣ କରିବାକୁ ବିଜେପି କୃଷକ ମୋର୍ଚ୍ଚା ଲକ୍ଷ୍ୟ ରଖିଛି । ଏନେଇ ଅଗଷ୍ଟ ୧୫ ସୁଦ୍ଧା ଓଡ଼ିଶାର ସବୁ ଗ୍ରାମରେ ୧୦ ଲକ୍ଷ ବୃକ୍ଷ ଚାରାରୋପଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଆଜି ପବିତ୍ର ନେତ୍ର ଉତ୍ସବ ଅବସରରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ଅନ୍ତର୍ଭୁକ୍ତ ଧଉଳି… Continue reading ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ: ମହେଶ୍ୱର ସାହୁ

You cannot copy content of this page