ଭୁବନେଶ୍ୱର: ଖଣ୍ଡଗିରି ଭୁବନେଶ୍ୱର ସ୍ଥିତ ସାମାଜିକ ସଂଗଠନ ସାମାଜିକ ଯୁବ ସଂଗଠନ ପକ୍ଷରୁ ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟପାଇଁ ଆହ୍ୱାନ ଦେଇ କହଥିଲେ ଯେ ଆମ ରାଜ୍ୟ ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଓଡ଼ିଆ ବୀରମାନେ ପ୍ରଥମେ ଇଂରେଜମାନଙ୍କ ବିରୋଧରେ… Continue reading ସାମାଜିକ ଯୁବ ସଂଗଠନ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ ।
ସାମାଜିକ ଯୁବ ସଂଗଠନ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ ।