କାଉଡ଼ିଆଙ୍କ ସେବାରେ ବ୍ରତୀ ଗୋବିନ୍ଦ ସେବା ଦଳ

ସୁକିନ୍ଦା: ଶ୍ରାବଣ ମାସ ହେଉଛି ପବିତ୍ର ମାସ । ଆଉ ଏହା ଦେବ ଦେବ ମହାଦେବଙ୍କ ଅତ୍ୟନ୍ତ ପ୍ରିୟ ମାସ । ଏହି ମାସରେ ଶିବଙ୍କ ଲିଙ୍ଗରେ ଜଳଲାଗି କଲେ ସମସ୍ତ ମନସ୍କାମନା ପୂରଣ ହୋଇଥାଏ । ସେଥିଲାଗି ପ୍ରତିବର୍ଷ ଏହି ଶ୍ରାବଣ ମାସରେ ଭକ୍ତ ନିଜର ମନସ୍କାମନା ପୂରଣ ଲାଗି ଏହି ମାସର ପ୍ରତ୍ୟେକ ସୋମବାରରେ ଶିବମନ୍ଦିର ଯାଇ ଜଳଲାଗି କରିଥାନ୍ତି । ଆଉ ମାନସିକ ମଧ୍ୟ ରଖିଥାନ୍ତି । ଆଉ ଏହି ଏହି ଭକ୍ତମାନେ… Continue reading କାଉଡ଼ିଆଙ୍କ ସେବାରେ ବ୍ରତୀ ଗୋବିନ୍ଦ ସେବା ଦଳ

ଗୁରୁ ଦେବପ୍ରସାଦ ଦାସଙ୍କ ୩୮ତମଶ୍ରଦ୍ଧାଞ୍ଜଳି ସମାରୋହ ଉଦ୍‌ଯାପିତ

Screenshot

ରବୀନ୍ଦ୍ର ମଣ୍ଡପରେ ଗୁରୁ ଦେବପ୍ରସାଦ ଦାସଙ୍କ ୩୮ତମ ପୁଣ୍ୟତିଥ୍ ଅବସରରେ ତ୍ରିଧାରା ଦ୍ଵାରା ଓ ହେଲଥ୍ ଅନ୍ ଟପ୍ ସହଯୋଗରେ ଆୟୋଜିତ ୩୮ତମଶ୍ରଦ୍ଧାଞ୍ଜଳି ସମାରୋହ- ୨୦୨୪ ଉଦ୍‌ଯାପିତ ହୋଇଯାଇଛି। ରବୀନ୍ଦ୍ର ମଣ୍ଡପରେ ୨ଦିନ ଧରି ଅନୁଷ୍ଠିତ ହେଉଥ‌ିବା ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହରେ ଓଡ଼ିଶୀ ନୃତ୍ୟର ମହାକୁମ୍ଭ ଦେଖିବାକୁ ମିଳିଥିଲା। ଏଥ‌ିରେ ବିଭିନ୍ନ ସ୍ଥାନରୁ ପ୍ରାୟ ୩୦ରୁ ଉର୍ଦ୍ଧ୍ୱ ଅନୁଷ୍ଠାନର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ଏହି ଅବସରରେ ‘ଗୁରୁ ଦେବପ୍ରସାଦ ନୃତ୍ୟ ରତ୍ନ-୨୦୨୪” ପୁରସ୍କାର… Continue reading ଗୁରୁ ଦେବପ୍ରସାଦ ଦାସଙ୍କ ୩୮ତମଶ୍ରଦ୍ଧାଞ୍ଜଳି ସମାରୋହ ଉଦ୍‌ଯାପିତ

ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ଗଲା ରତ୍ନ ଭଣ୍ଡାର ଅଳଙ୍କାର

ଖୋଲିଛି ଶ୍ରୀମନ୍ଦିରର ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର। ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ୧୧ଜଣିଆ କମିଟି, ରତ୍ନଭଣ୍ଡାର ତଦାରଖ ପାଇଁ ଭିତରକୁ ଯାଇ ଅନୁଧ୍ୟାନ କରିଛନ୍ତି। ବାହାର ଭଣ୍ଡାର ତାଲା ଚାବିରେ ଖୋଲିଥିବାବେଳେ ଭିତର ଭଣ୍ଡାର ତାଲା ଭଙ୍ଗା ଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ବାହାର ଭଣ୍ଡାର ରତ୍ନ ଅଳଙ୍କାର ସବୁ ସ୍ଥାନାନ୍ତର ହୋଇଛି। ଭିତର ଭଣ୍ଡାର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁର ସ୍ଥାନାନ୍ତର ରଥଯାତ୍ରା ପରେ ଆଉ କୌଣସି ଏକ… Continue reading ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ଗଲା ରତ୍ନ ଭଣ୍ଡାର ଅଳଙ୍କାର

ଟ୍ରମ୍ପଙ୍କୁ ଗୁଳି କରିଥିବା ଯୁବକଙ୍କ ପରିଚୟ ମିଳିଛି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୋଟିଏ ନିର୍ବାଚନୀ ସଭାରେ ଗୁଳିମାଡ଼ ହୋଇଛି। ପେନସିଲଭେନିଆ ଠାରେ ଟ୍ରମ୍ପ ଗୋଟିଏ ସାଧାରଣ ସଭାକୁ ସମ୍ବୋଧନ କରୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଗୁଳିଟି ଟ୍ରମ୍ପଙ୍କ ଡାହାଣ ପଟ କାନରେ ମାଡ଼ ହୋଇଛି। ତେବେ ସେ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏବେ ସେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗୁଳିମାଡ଼ କରିଥିବା ଯୁବକ ଜଣଙ୍କ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ପ୍ରାଣ ହରାଇଛି। ଏଫବିଆଇ ଘଟଣାର ତଦନ୍ତ କରୁଥିବା ବେଳେ ଟ୍ରମ୍ପଙ୍କୁ… Continue reading ଟ୍ରମ୍ପଙ୍କୁ ଗୁଳି କରିଥିବା ଯୁବକଙ୍କ ପରିଚୟ ମିଳିଛି

ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ବାରା ସମ୍ବଲପୁରୀ ନୃତ୍ୟ ପରିବେଷଣ

ଜଳେଶ୍ବର: ଜଳେଶ୍ବରର ନାମ୍ପୋ ସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ମଞ୍ଚ ପରିଚାଳନା କମିଟି ଦ୍ଵାରା ରଥଯାତ୍ରା ମହୋତ୍ସବ ର ଅଷ୍ଟମ ସନ୍ଧ୍ୟାରେ , ଭୁବନେଶ୍ୱରର ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ବାରା ଚିତ୍ତାକର୍ଷକ ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିଲା , ଯାହାକୁ ଉପସ୍ଥିତ ଦର୍ଶକମାନେ ଭରପୁର ଉପଭୋଗ କରିଥିଲେ । ସେମାନେ ପରିବେଷଣ କରିଥିଲେ , ରସରକେଲି , ଆମେ ସମଲପୁରିଆ ଫୁଲ , ମହନି ଲାଗିଛି, ଗୁଞ୍ଜୁରୁ ଗୁଞ୍ଜା ଇତ୍ୟାଦି ପରିବେଷଣ କରିଥିଲେ। ଅନୁଷ୍ଠାନର… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ବାରା ସମ୍ବଲପୁରୀ ନୃତ୍ୟ ପରିବେଷଣ

ବିଶ୍ଵମଣି ଗୋପବନ୍ଧୁ ଥିଲେ ସମଗ୍ର ଓଡ଼ିଆ ଙ୍କ ସର୍ବକାଳୀନ ଆଦର୍ଶ

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ କେବଳ ଓଡ଼ିଆଙ୍କ ସର୍ବକାଳୀନ ଆଦର୍ଶ ଥିଲେ, ତାହା ନୁହେଁ ସମଗ୍ର ବିଶ୍ୱର ମାନବବାଦ, ସାମ୍ବାଦିକତା,ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜସେବାର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ବୋଲି ବରିଷ୍ଠ ସାମ୍ବାଦିକ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥି ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ 96 ତମ ଶ୍ରଦ୍ଧାଞ୍ଜଳି ସଭାରେ ସ୍ମୃତି ଚାରଣ ପୂର୍ବକ ମତବ୍ୟକ୍ତ କରିଥିଲେ I ସମଗ୍ର ଓଡ଼ିଆଙ୍କ ସର୍ବକାଳୀନ ଆଦର୍ଶ, ଅସ୍ମିତା ତଥା ସାରସ୍ୱତ ଓଡ଼ିଆ ବ୍ୟକ୍ତିତ୍ୱ… Continue reading ବିଶ୍ଵମଣି ଗୋପବନ୍ଧୁ ଥିଲେ ସମଗ୍ର ଓଡ଼ିଆ ଙ୍କ ସର୍ବକାଳୀନ ଆଦର୍ଶ

ସାରସ୍ୱତ ପ୍ରତିଭାଧାରୀ ଡ. ପ୍ରଦୀପଙ୍କୁ ନାଗରିକ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଓଡ଼ିଶା ନାଗରିକ ମହାମଂଚର ସାଧାରଣ ସଂପାଦକ, ମଦମୁକ୍ତ ଅଭିଯାନ, ଓଡ଼ିଆ ଭାଷା ଓ ସୀମା ଆନେ୍ଦାଳନର ମହାନ ଯୋଦ୍ଧା, ବିଶିଷ୍ଟ ସମାଜସେବୀ ଡ. ପ୍ରଦୀପ କୁମାର ବିଶ୍ୱାଳଙ୍କ ୫୦ତମ ଜନ୍ମ ଦିବସ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ଓଡ଼ିଶା ନାଗରିକ ମହାମଂଚ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ବାଗ୍ନୀ ତଥା ଓଡ଼ିଶା ନାଗରିମ ମହାମଂଚର ଅଧ୍ୟକ୍ଷ ପ୍ରଦୁ୍ୟମ୍ନ ଶତପଥୀଙ୍କ ସଂଯୋଜନା ଓ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଡ. ପ୍ରଦୀପ କୁମାର ବିଶ୍ୱାଳଙ୍କ… Continue reading ସାରସ୍ୱତ ପ୍ରତିଭାଧାରୀ ଡ. ପ୍ରଦୀପଙ୍କୁ ନାଗରିକ ସମ୍ବର୍ଦ୍ଧନା

ପ୍ରତାପ ଶାସନ ପଂଚାୟତରେ ବନ ମହୋସôବ

ଭୁବନେଶ୍ୱର: ବାଲିଅନ୍ତା ବ୍ଲକ୍ ଅଧୀନ ପ୍ରତାପ ଶାସନ ପଂଚାୟତ ପକ୍ଷରୁ ମହାଲସାହି ସ୍ଥିତ ଭାର୍ଗବୀ ନଦୀ ପଠାରେ ୟଙ୍ଗଷ୍ଟାର କ୍ରିକେଟ୍ ଖେଳ ପଡ଼ିଆରେ ୭୫ତମ ବନ ମହୋସôବ ସପ୍ତାହ ପାଳିତ ହୋଇଯାଇଛି । ଏହି ବନ ମହୋସôବ ଅବସରରେ ଜୟଦେବ ବିଧାୟକ ନବ କିଶୋର ମଲ୍ଳିକ, ୧୭ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟ କୁନମୁନ୍ ଲେଙ୍କା, ପ୍ରତାପ ଶାସନ ସରପଂଚ ରୀନା ବେହେରା, ସମିତି ସଭ୍ୟ ଗଙ୍ଗାଧର ମାହାରି, ବିଜେଡି ବ୍ଲକ୍ ସଭାପତି ପ୍ରଦୀପ୍ତ ଜେନାମଣି… Continue reading ପ୍ରତାପ ଶାସନ ପଂଚାୟତରେ ବନ ମହୋସôବ

କଲରଙ୍ଗୀଅତା ତାରିଣୀ ମାର୍କେଟଠାରେ ରଥଟାଣିଲେ ଭକ୍ତ

ଯାଜପୁର: ପବିତ୍ର ରଥଯାତ୍ରା ସାରା ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସମସ୍ତ ରାଜ୍ୟବାସୀ ତଥା ଭକ୍ତଗଣ ଆନନ୍ଦର ସହ ପ୍ରତ୍ୟେକ ଜଗନ୍ନାଥ ମନ୍ଦିରରେ ରଥଟାଣିଥିବା ଦେଖିବାକୁ ମିଳିଥିଲା । ଏହାଛଡ଼ା ଆମ ଦେଶରେ ମଧ୍ୟ ଅନେକ ସ୍ଥାନରେ ମହାପ୍ରଭୁଙ୍କ ରଥଟଣା ଯାଇଥିବା ଦେଖିବାକୁ ମିଳିଛି । ଏହି ଅବସରରେ ଯାଜପୁର ଜିଲ୍ଲା କଲରଙ୍ଗୀ ତାରିଣୀ ମାର୍କେଟ ଆର୍ଡି କମ୍ପ୍ଲେକ୍ସରେ ମଧ୍ୟ ଅନୁରୂପ ଆନନ୍ଦର ସହକାରେ ଭକ୍ତମାନେ… Continue reading କଲରଙ୍ଗୀଅତା ତାରିଣୀ ମାର୍କେଟଠାରେ ରଥଟାଣିଲେ ଭକ୍ତ

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା।୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି। ଉଲ୍ଲେଖଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା… Continue reading ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

You cannot copy content of this page