ଦେବାଶିଷ ନାୟକ ଓ ନିହାର ମହାନନ୍ଦ ବିଜେପିରେ ସାମିଲ

ଭୁବନେଶ୍ୱର: କଳ୍ପନା ଜଳ୍ପନାର ଅନ୍ତ ଘଟିଲା । ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ । ସେ ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି । ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ ଆଜି ବିଜେପିରେ ମିଶିଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉଭୟଙ୍କୁ ସ୍ୱାଗତ କରିଛନ୍ତି । ବିଜେପିରେ… Continue reading ଦେବାଶିଷ ନାୟକ ଓ ନିହାର ମହାନନ୍ଦ ବିଜେପିରେ ସାମିଲ

ବୀରମହାରାଜପୁର ଏନ୍ଏସି ଘୋଷିତ

ଭୁବନେଶ୍ୱର: ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି । ବୀରମହାରାଜପୁରକୁ ଏନ୍ଏସି ମାନ୍ୟତା ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ… Continue reading ବୀରମହାରାଜପୁର ଏନ୍ଏସି ଘୋଷିତ

ଦ୍ୱାରକାରେ ବୁଡ଼ ପକାଇଲେ ମୋଦି

ଦ୍ୱାରକା: ଗୁଜରାଟର ଦ୍ୱାରକାରେ ବୁଡ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ସମୁଦ୍ର ଭିତରକୁ ଯାଇ କରିଛନ୍ତି ପୂଜାର୍ଚ୍ଚନା । ସମୁଦ୍ର ଭିତରେ ବୁଡି ରହିଥିବା ଦ୍ୱାରକା ନଗରୀ ପାଖକୁ ଯାଇ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିଛନ୍ତି । ତାଙ୍କ ତାଙ୍କୁ ମୟୂର ପୁଛ ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୁଦ୍ର ଭିତରେ ଏଭଳି ପୂଜା କରିବା ଫଟୋ ଏବେ ସାମ୍ନାକୁ ଆସିଛି, ଯାହା ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।କୁହାଯାଏ ଦ୍ୱାପର… Continue reading ଦ୍ୱାରକାରେ ବୁଡ଼ ପକାଇଲେ ମୋଦି

ଆମ ସନାତନ ପରମ୍ପରା ଓ ବେଦର ବିକଳ୍ପ ନାହିଁ: ଗବେଷିକା ମମତା ମହାନ୍ତି

ଭୁବନେଶ୍ୱର,୨୬.୨.୨୦୨୪: ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ଆୟୋଜିତ ବିଶ୍ୱ ମାତୃଭାଷା ଦିବସ ଅବସରରେ ବେଦ ଗବେଷିକା ତଥା ଶିକ୍ଷୟିତ୍ରୀ ମମତା ମହାନ୍ତିଙ୍କୁ ମୁଖ୍ୟ ଅତିଥି ବରିଷ୍ଠ ସାମ୍ବାଦିକ ପ୍ରଦୁ୍ୟମ୍ନ ଶତପଥୀ ଓ ବରେଣ୍ୟ ଅତିଥି ସଂସ୍କୃତି ପୁରୁଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ ସମ୍ବର୍ଦ୍ଧନା ପାଇ ଗବେଷିକା ଶ୍ରୀମତୀ ମହାନ୍ତି ମତବ୍ୟକ୍ତ କରିଥିଲେ ଯେ, ସନାତନ ପରମ୍ପରା, ମାତୃଭାଷା ଓ ବେଦର କୌଣସି ବିକଳ୍ପ ନାହିଁ । ଆଧ୍ୟାତ୍ମିକତା ଓ… Continue reading ଆମ ସନାତନ ପରମ୍ପରା ଓ ବେଦର ବିକଳ୍ପ ନାହିଁ: ଗବେଷିକା ମମତା ମହାନ୍ତି

ର୍ଦ୍ଧଶତକ ହାସଲ କର ଗାଙ୍ଗୁଲି ଓ ଗୌତମଙ୍କୁ ପଛରେ ପକାଇଲେ ଯଶସ୍ୱୀ

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ରାଞ୍ଚିରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍ରେ ଯଶସ୍ୱୀ ଜୟସ୍ୱାଲ୍ ଅର୍ଦ୍ଧଶତକ ହାସଲ କରି ରେକର୍ଡ କରିଛନ୍ତି । ମ୍ୟାଚ୍ର ଦ୍ୱିତୀୟ ପାଳିରେ ଶନିବାର ଜୟସ୍ୱାଲ ଅର୍ଦ୍ଧଶତକ ହାସଲ କରି ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ସୌରଭ ଗାଙ୍ଗୁଲି ଓ ଗୌତମ ଗମ୍ଭୀରଙ୍କୁ ପଛରେ ପକାଇ ଦେଇଛନ୍ତି । ଗୋଟିଏ ଟେଷ୍ଟ ସିରିଜ୍ରେ ସର୍ବାଧିକ ୬୦୦ ରନ୍ ହାସଲ କରିଥିବା ଜୟସ୍ୱାଲ୍ ପ୍ରଥମ ଭାରତୀୟ ବାମହାତି ବ୍ୟାଟର ହୋଇଛନ୍ତି ।… Continue reading ର୍ଦ୍ଧଶତକ ହାସଲ କର ଗାଙ୍ଗୁଲି ଓ ଗୌତମଙ୍କୁ ପଛରେ ପକାଇଲେ ଯଶସ୍ୱୀ

ଜୁଲାଇ ୧ରୁ ଦେଶରେ ଲାଗୁହେବ ନୂଆ ଅପରାଧ ଆଇନ

ନୂଆଦିଲ୍ଲୀ: ଭାରତୀୟ ଆଇନ ପ୍ରକ୍ରିୟାରେ ୩ଟି ନୂଆ ଫୌଜଦାରୀ ଆଇନ ଲାଗୁ ହେବାକୁ ଯାଉଛି । ଏହି ତିନୋଟି ନୂଆ ଅପରାଧିକ ନିୟମ ଜୁଲାଇ ପହିଲାରୁ କାର୍ଯ୍ୟକାରୀ ହେବ । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି ।ଏହି ତିନି ଅପରାଧିକ ନିୟମ ହେଉଛି, ଭାରତ ନ୍ୟାୟ ସଂହିତା, ଭାରତୀୟ ନାଗାରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ । ବ୍ରିଟିଶ କାଳରୁ ଚାଲି ଆସିଥିବା ଇଣ୍ଡିଆନ ପେନାଲ କୋଡ (ଆଇପିସି)… Continue reading ଜୁଲାଇ ୧ରୁ ଦେଶରେ ଲାଗୁହେବ ନୂଆ ଅପରାଧ ଆଇନ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି । ୫ଞ… Continue reading ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠିତ

ଭାଇରାଲ ହେଲା ଭୁବନେଶ୍ୱର ଶିଶୁବିକାଶ ପ୍ରକଳ୍ପ ଅଧିକାରୀ (ସିଡ଼ିପିଓ)ଙ୍କ ଅଡ଼ିଓ ବାର୍ତାଳାପ

ଗର୍ଭବତୀମହିଳା ଓ ଶିଶୁଙ୍କଜୀବନ ସହିତ ସାଂଘାତିକ ଖେଳଭୁବନେଶ୍ୱର : ସ୍ୱଚ୍ଛତା ଓ ଦୁର୍ନିତିମୁକ୍ତ ସରକାରର ଡିଣ୍ଡିମ ପିଟୁଥିବା ଓଡ଼ିଶା ସରକାରଙ୍କ ସ୍ୱଚ୍ଛତାକୁ ନେଇ ବିରାଟ ପ୍ରଶ୍ନଛିଡ଼ା ହୋଇଛି । ରାଜ୍ୟବାସୀଙ୍କ ହିତ ପାଇଁ ରାଜ୍ୟ ସରକାର ୫ଟି ଅନ୍ତର୍ଗତ ବହୁ ଯୋଜନା କରିଛନ୍ତି । ଏହି ଯୋଜନାଗୁଡ଼ିକ କେବଳ ହିତାଧିକାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବାବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଭୁବନେଶ୍ୱର ଗ୍ରାମାଂଚଳର ଶିଶୁବିକାଶ ପ୍ରକଳ୍ପ ଅଧିକାରୀ (ସିଡ଼ିପିଓ)ଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ଅଙ୍ଗନବାଡ଼ି କେନ୍ଦ୍ରରେ । ଅର୍ଥାତ୍… Continue reading ଭାଇରାଲ ହେଲା ଭୁବନେଶ୍ୱର ଶିଶୁବିକାଶ ପ୍ରକଳ୍ପ ଅଧିକାରୀ (ସିଡ଼ିପିଓ)ଙ୍କ ଅଡ଼ିଓ ବାର୍ତାଳାପ

‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ଭୁବନେଶ୍ୱର, ୨୨.୨.୨୦୨୪: ସାମାଜିକ ଅନୁଷ୍ଠାନ ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ଆୟୋଜିତ ଓ ମହିମା ସେବା ପାଉଣ୍ଡେସନ, ଅରଭାନୀ ସମୟର ମିଳିତ ସହଯୋଗରେ ବିଶ୍ୱ ମାତୃଭାଷା ଦିବସ ୨୦୨୪ ସ୍ଥାନୀୟ ଗୋଦାବରୀଶ ସାହିତ୍ୟ ସଂସଦଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟକ ଭାବେ ସଂସ୍କୃତି ପୁରୁଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ୱ, ରୀନା ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଗ୍ମୀ, ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ପ୍ରଦୁ୍ୟମ୍ନ… Continue reading ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍ଷ୍ମୀ ବସ୍ରା ଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ… Continue reading ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

You cannot copy content of this page