ନାଟକ ରାଜଭୋଗ ମଂଚସ୍ଥ

ଭୁବନେଶ୍ୱର: ପ୍ରାଚୀନ କାଳରୁ ଖାଇବା ପୂର୍ବରୁ ଭଗବାନଙ୍କୁ ଭୋଗ ଅର୍ପଣ କରିବାର ପରମ୍ପରା ରହିଆସିଛି । ମାତ୍ର ଯେତେବେଳେ ରାଜାରାଜୁଡ଼ା ତଥା ଅତ୍ୟାଚାରୀ ମହାରାଜାମାନେ ଶାସନ ଆରମ୍ଭ କଲେ ସେମାନେ ନିଜକୁ ଈଶ୍ୱରଙ୍କ ପ୍ରତିନିଧି ବା ଈଶ୍ୱର ଭାବେ ମନେକଲେ । ଏହିପରିପ୍ରେକ୍ଷିରେ ସର୍ବପ୍ରଥମେ ସାଧାରଣ ଜନତାଙ୍କ ବାଡ଼ିରେ ହେଉ ଅବା ଖାଇବା ଜିନିଷରେ ହେଉ ରାଜାଙ୍କୁ ଅର୍ପଣ କରିବାର ଅବା ଭୋଗ ପ୍ରଦାନ କରିବାର ପ୍ରଥା ପରମ୍ପରା ଚାଲିଲା । ଉକ୍ତ ପରମ୍ପରାର ଦ୍ୱାହି ଦେଇ… Continue reading ନାଟକ ରାଜଭୋଗ ମଂଚସ୍ଥ

ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ

ଭୁବନେଶ୍ୱର: ରଣପୁର ପ୍ରଜା ଆନେ୍ଦାଳନର ନେତୃତ୍ୱ ନେଇ ଶହୀଦ୍ ହୋଇଥିବା ଯୁବ କବି, ବିପ୍ଳବୀ, ସଂଗ୍ରାମୀ ତଥା ନୟାଗଡ଼ ମାଟିର ଅମର ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ସ୍ଥାନୀୟ ୟୁନିଟ୍ -୯ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତିସ୍ଥଳଠାରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଓ ସମ୍ମାନ କାର୍ଯ୍ୟକ୍ରମ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଶହୀଦ୍ ରଘୁ-ଦିବାକର ସ୍ମୃତି ସଂସଦ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ… Continue reading ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ

ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ

ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ସଫେଇ କାର୍ଯ୍ୟକ୍ରମ ସହ ବୃକ୍ଷରୋପଣ ଅଭିଯାନ। ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହି ଅବସରରେ ଓଡ଼ିଶ ଗ୍ରାମରେ ମଧ୍ୟ ଅନୁରୂପ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ୍ ଚାରିବେଟଲ ଟ୍ରଷ୍ଟ ଦ୍ୱାରା କରାଯାଇଥିବା ଦେଖିବାକୁ ମିଳିଛି। ରବିବାର ଦିନ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଦେଖିବାକୁ ମିଳିଛି। ଉତ୍କଳ… Continue reading ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ

ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ

ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା l ସଙ୍ଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡ଼ଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହିରନମୟ ଦାସଙ୍କ ସହିତ ବହୁ ସଦସ୍ୟ ଉପସ୍ଥିତ ରହିବା ସହ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପାଠ୍ୟକ୍ରମ, ସୁରକ୍ଷା, ବିଦ୍ୟାର୍ଥୀଙ୍କୁ କିପରି ଉତ୍ତମମାନ ର ଶିକ୍ଷା ସହିତ ନିରାପତ୍ତା, ସଙ୍ଘ ର ବିଭିନ୍ନ ସମସ୍ୟା ସମ୍ପର୍କରେ… Continue reading ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ

ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ବାଲିଅନ୍ତା: ମାଆ ପାଇଁ ଗଛଟିଏ 2.o ଅଭିଯାନ ଉପଲକ୍ଷେ ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରୁଣେଇ ଶିଆଳିଆ ଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ୍ ଯଶୁଆପୁର ଗ୍ରାମର ଯୁବ ସମାଜସେବୀ ରଞ୍ଜନ କୁମାର ମହାପାତ୍ରଙ୍କୁ ସମ୍ମାନ ଜନକ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଅଛି। ପରିବେଶ ସୁରକ୍ଷା, ନୂତନ ଜଙ୍ଗଲ ସୃଷ୍ଟି ଏବଂ ପରିବେଶ ସଚେତନତା ଭଳି ଉଲ୍ଲେଖନୀୟ କାର୍ଯ୍ୟକ୍ରମ କରୁଥିବାରୁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ… Continue reading ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ପିକକ ପକ୍ଷରୁ ବୃକ୍ଷ ରୋପଣ

ବାଲିଅନ୍ତା: ଅଗ୍ରଣୀ ସ୍ବେଚ୍ଛାସେବୀ ସଂସ୍ଥା ପିପୁଲସ କଲଚରାଲ ସେଣ୍ଟର୍ (ପିକକ୍) ର ଉଦ୍ୟମରେ ବାଲିଅନ୍ତା ବ୍ଲକର ପୁରୋହିତପୁର, ଝିଇଁଣ୍ଟିଶାସନ, ବାଲିଅନ୍ତା ଓ ଜଗନ୍ନାଥପୂର୍ ପଞ୍ଚାୟତର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହେଲା। ଏହି ଅବସରରେ ଜଗନ୍ନାଥପୁର ପଞ୍ଚାୟତ ସାଇ ପ୍ଲବିକ ବିଦ୍ୟାଳୟର ଛାତ୍ରଛାତ୍ରୀ, ଗ୍ରାମବାସୀମାନେ ଏକତ୍ରିତ ହୋଇ ବିଦ୍ୟାଳୟ ପରିସର ଓ ଗ୍ରାମ୍ୟ ଜଙ୍ଗଲରେ ବୃକ୍ଷ ରୋପଣ କରିଥିଲେ।କାର‌୍ୟ୍ୟକ୍ରମରେ ସାଇ ପ୍ଲବିକ୍ ବିଦ୍ୟାଳୟର ଅଧ୍ୟକ୍ଷ ଜିତେନ୍ଦ୍ର ସାସମଲ୍, ଜିଲ୍ଲାପରିଷଦ ସଦସ୍ୟ ମହେଶ୍ୱର ଦାଶ, ୱାଡ… Continue reading ପିକକ ପକ୍ଷରୁ ବୃକ୍ଷ ରୋପଣ

ନୂତନ ରେଞ୍ଜ ଅଧିକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବଲାଙ୍ଗୀର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଡିଭିଜନ ଅନ୍ତର୍ଗତ ସଇଁନ୍ତଳା କେନ୍ଦୁପତ୍ର ରେଞ୍ଜ ରେ ନୂତନ ଭାବେ ରେଞ୍ଜ ଦାୟିତ୍ବ ଗ୍ରହଣ କରିଥିବା ରେଞ୍ଜ ଅଧିକାରୀ ହେମସାଗାର ସାହୁ ଙ୍କୁ ଆଜି ସଇଁନ୍ତଳା ରେଞ୍ଜ ତରଫରୁ କେନ୍ଦୁପତ୍ର ପତ୍ର ରେଞ୍ଜ ସଭାପତି ପ୍ରଶାନ୍ତ କୁମାର ମେହେର ଙ୍କ ତତ୍ତ୍ଵାବଧାନ ସମସ୍ତ ସିଜିନାଳ କର୍ମଚାରୀ ଓ ଅଫିସ କର୍ମଚାରୀ ଶ୍ରୀ ସାହୁ ଙ୍କୁ ଉପଢୌକନ ସହ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇଥିଲା, ଶ୍ରୀ ସାହୁ ଜଣେ ସଚ୍ଚୋଟ ଫରେଷ୍ଟର ଥିବା ବେଲେ… Continue reading ନୂତନ ରେଞ୍ଜ ଅଧିକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଚନ୍ଦନଭାଟି ପେକ୍ସରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ

ବଲାଙ୍ଗିର: ଓଡିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ. ଓ ଆଂଚଳିକ କ୍ଷେତ୍ର ପରିଚାଳକ ମାର୍କଫେଡ଼, ବଲାଙ୍ଗୀରଙ୍କ ଦ୍ୱାରା ବଲାଙ୍ଗୀର ଜିଲ୍ଲାର ଚନ୍ଦନଭାଟି ପେସ୍କରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ବଲାଙ୍ଗୀର ପବିତ୍ର କୁମାର ବେହେରା ଯୋଗଦେଇଥିଲେ । ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବାବୁଲି ଚରଣ ସେଠି, ଡିଆରସିଏସ ପ୍ରମୋଦ କୁମାର ବରିହା,… Continue reading ଚନ୍ଦନଭାଟି ପେକ୍ସରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ

ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ

ବଲାଙ୍ଗିର: ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଜିଲା ର କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍‌ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ଚୋରି ବଢ଼ି ଚାଲିଥିବା ବେଳେ ଚୋରମାନଙ୍କୁ କାବୁ କରିବାରେ ଅସମର୍ଥ ଜିଆରର୍‌ପି ପୋଲିସ । ଡୁଆଝର ଏବଂ ଖରିଆର ଅଞ୍ଚଳର ଦୁଇ ଯାତ୍ରୀଙ୍କଠାରୁ ମୋବାଇଲ ଏବଂ ବ୍ୟାଗ ଲୁଟ୍ କରି ଫେରାର ମାରୁଥିବା ବେଳେ… Continue reading ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ

୨୩ ଓ ୨୪ରେ ମାରୱାଡି ମହିଳା ସମିତି ଭୁବନେଶ୍ଵର ପକ୍ଷରୁ ସାଓନ ମେଳା

ଭୁବନେଶ୍ୱର: ମାରୱାଡି ମହିଳା ସମିତି, ଭୁବନେଶ୍ବର ଶାଖା ପକ୍ଷରୁ ଆସନ୍ତା ୨୩ ଓ ୨୪ ଜୁଲାଇରେ ସାନ ମେଳାର ଆୟୋଜନ ହେବାକୁ ଯାଉଅଛି । ଏହି ସମିତି ମହିଳାମାନଙ୍କ ପ୍ରତିଭା ଏବଂ ଉଦ୍ୟୋଗୀ ମନୋଭାବକୁ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଯୋଗାଉଥ‌ିବା ସହ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସର୍ବଦା ବଦ୍ଧ ପରିକର । ଏଥିରେ ଭୁବନେଶ୍ଵର, କଟକ, କୋଲକାତା, ଖୋର୍ଦ୍ଧା, ଜଟଣୀ ଏବଂ ନିକଟବର୍ତ୍ତୀ ଅଞ୍ଚଳର କ୍ଷୁଦ୍ର ବ୍ୟବସାୟରେ ନିଯୋଜିତ ମହିଳାମାନେ ମାରୱାଡି… Continue reading ୨୩ ଓ ୨୪ରେ ମାରୱାଡି ମହିଳା ସମିତି ଭୁବନେଶ୍ଵର ପକ୍ଷରୁ ସାଓନ ମେଳା

You cannot copy content of this page